କେନ୍ଦୁଝର

ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ

ଆନନ୍ଦପୁର,୨୭।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ୧୨ନଂ. ଜୋନ୍‌ର ୮ଟି ପଞ୍ଚାୟତର ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ରାମଚନ୍ଦ୍ରପୁର, ଅଳତୀ, ଗଡ଼ବାନ୍ଧଗୋଡ଼ା, ପୁରୁଣାବାନ୍ଧଗୋଡ଼ା, ଗଁପୁର, ତରୁଆଁ, ଶାଳଦେଇ, ବାତୋ ପ୍ରଭୃତି ପଞ୍ଚାୟତର ୯୮୩ ହିତାଧିକାରୀଙ୍କୁ...

ମନ୍ଦିରରୁ ଚୋରି ସାମଗ୍ରୀ ଉଦ୍ଧାର ଲାଗି ତତ୍ପରତା ନାହିଁ, ଭକ୍ତ ମହଲରେ ଅସନ୍ତୋଷ

ଆନନ୍ଦପୁର,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିରରୁ ରାଧା ଓ କୃଷ୍ଣଙ୍କ ପିତ୍ତଳ ମୂର୍ତ୍ତି ଆଜକୁ ୧୧ ଦିନ ତଳେ ଚୋରି ହେଇଥିଲା। ହେଲେ ଏହି ଚୋରି ସାମଗ୍ରୀର ଉଦ୍ଧାର ପାଇଁ ଦେବୋତ୍ତର ବିଭାଗଠାରୁ ଆରମ୍ଭ କରି ପୋଲିସ ପ୍ରଶାସନ,...

ପାରିବାରିକ କଳହ: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରାପଡ଼ା ପଞ୍ଚାୟତ ଗାଲଫୁଲା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସ୍ବାମୀଙ୍କ ମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୀର ମୁଣ୍ଡାଙ୍କ ସ୍ତ୍ରୀ ବେଲ...

୧୬ ହଜାର ଟଙ୍କା ପାଇଁ ବୃଦ୍ଧଙ୍କୁ ପିଟି ପିଟି ମାରିଦେଲେ ଲୋକେ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ମୃତକ ଜଣକ ହେଉଛନ୍ତି କାଦେ ମାଝୀ। ସୂଚନାଯୋଗ୍ୟ, ଗୁରୁବାର ରାତିରେ...

କମ୍‌ ବୃଷ୍ଟିପାତ ନେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୨୭।୭ (ସ୍ବ.ପ୍ର./ ଡି.ଏନ.ଏ.)- କୃଷିପ୍ରଧାନ କେନ୍ଦୁଝର ଜିଲାରେ ସ୍ବଳ୍ପ ବୃଷ୍ଟିପାତ ଖରିଫ ଚାଷ କାର୍ଯ୍ୟରେ ବାଧକ ସାଜିଛି। ଚାଷ ଉପଯୋଗୀ ବର୍ଷା ଅଭାବରୁ ଅନେକ ଅଞ୍ଚଳରେ ଜମି ପଡିଆ ପଡିଛି। ପର୍ଯ୍ୟାପ୍ତ ଜଳସେଚନ ସୁବିଧା ନ ଥିବାରୁ ଜିଲାର...

ସୁଧୁରୁନି ଟ୍ରାଫିକ୍‌ ଜାମ୍‌

ଯୋଡ଼ା,୨୭।୭(ଡି.ଏନ.ଏ.)- କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ଯୋଡା-ବଡବିଲ-ବିଲେଇପଦା-ଭଦ୍ରାସାହି ରାସ୍ତାରେ ଟ୍ରାଫିକ ଜାମ୍‌ ସମସ୍ୟା ସୁଧୁରିବା ନାଁ ନେଉନାହିଁ । ଜାତୀୟ ରାଜପଥରେ ଭଦ୍ରାସାହିଠାରୁ ଯୋଡା ଏବଂ ବିଲେଇପଦା ମଧ୍ୟରେ ବୁଧବାର ରାତିରେ ଟ୍ରାଫିକ୍‌ ଜାମ୍‌...

ମନ କିଣେ ବାବୁଲିଙ୍କ ଦହିବରା

କେନ୍ଦୁଝର, ୨୬ା୭(ଡି.ଏନ.ଏ.)-ଆଳୁଦମ ଦହିବରା ନାଁ ଶୁଣିଲେ ପାଟିରୁ ଲାଳ ଗଡ଼ିଆସେ। ପିଲା ଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ବେଶ ଭଲ ପାଆନ୍ତି। ଗୋଟିଏ ପ୍ଲେଟ ଖାଇଲେ ପେଟ ପୂରିଯାଏ। ଆଳୁଦମ ଦହିବରା ସାଙ୍ଗକୁ ଦହି ପାଣିର ସ୍ବାଦ...

ବଢ଼ି ଚାଲିଛି ଗୋଠଛଡ଼ା ଦନ୍ତାର ଉତ୍ପାତ

ଝୁମ୍ପୁରା, ୨୬।୭ (ଡି.ଏନ.ଏ.)-ବଢି ଚାଲିଛି ଗୋଠଛଡା ଦନ୍ତା ହାତୀର ଉତ୍ପାତ। ଘର ଭାଙ୍ଗିବା, ଫସଲ ଉଜାଡିବା ସହିତ ମଣିଷଙ୍କୁ ଆକ୍ରମଣ କରିବା ଘଟଣା ପ୍ରତ୍ୟେହ ଘଟୁଛି। ଏ ନେଇ ଭୂୟାଁ ଜୁଆଙ୍ଗ ପୀଢ ଏବଂ ଚମ୍ପୁଆ ରେଞ୍ଜରେ ରହିଥିବା ବନାଞ୍ଚଳ...

ତେଲ୍‌କୋଇ ବସଷ୍ଟାଣ୍ଡ ନିକଟରେ ଟ୍ରକ୍‌ ଧକ୍କାରେ ଜଣେ ମୃତ: ଜିଲା ମେଡିକାଲରେ ଉତ୍ତେଜନା

କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍‌କୋଇ ବସ୍‌ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଟପୁରର ପ୍ରଦୀପ ଦାସ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ପ୍ରକାଶ ଯେ,...

୫ କାର୍ଯ୍ୟନିର୍ବାହୀ ଅଧିକାରୀ, ବିଆର୍‌ସିସି ଓ ଏବିଇଓଙ୍କ ବଦଳି

ହାଟଡିହୀ,୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରୁ ୫ ଜଣ କାର୍ଯ୍ୟନିର୍ବାହୀ ଅଧିକାରୀ ବଦଳି ହୋଇଛନ୍ତି ା କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ତାମଣି ଦାସ ଓ ବିଶ୍ୱନାଥ ବଦ୍ରା ଆନନ୍ଦପୁର, ରମେଶ ଚନ୍ଦ୍ର ମାଝୀ ଓ ଚନ୍ଦ୍ରଶେଖର ସୋରେନ୍‌ ବାଆଁଶପାଳ, ବ୍ୟାସଦେବ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image