ସିଗାରେଟ୍ ଟଣାକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼, ଅଭିଯୁକ୍ତ ଫେରାର
ଯୋଡ଼ା,୨୮।୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ହୁଡ଼ିସାହିଠାରେ ସିଗାରେଟ୍ ଟଣାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଶନିବାର ରାତିରେ ହୁଡ଼ିସାହିର ପ୍ରଶାନ୍ତ କୁମାର ଦାସ ତାଙ୍କ ପିଉସୀ ସାଇବଣୀ ମହାକୁଡ଼ଙ୍କ ଗ୍ରୋସରୀ ଦୋକାନରେ ବସିଥିଲେ। ଏହି...