ବିଭିନ୍ନ ଦାବିରେ ଛାତ୍ରୀଛାତ୍ରଙ୍କ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
କେନ୍ଦୁଝର,୯।୮(ସ୍ବ.ପ୍ର.): ବିଭିନ୍ନ ଦାବି ନେଇ କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେମାନେ ଦୀର୍ଘ ବର୍ଷ ହେଲା ବିଦ୍ୟୁତ୍, ପାଣି, ରାସ୍ତା, ଇଣ୍ଟରନେଟ୍ ସେବା, କ୍ୟାଣ୍ଟିନ୍, ଖେଳ...