କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ
କେନ୍ଦୁଝର (ସ୍ବ.ପ୍ର.): କେନ୍ଦୁଝର ଷ୍ଟାଡିୟମ ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ...
ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି , ଏବିଭିପିର ତ୍ରିରଙ୍ଗା ଯାତ୍ରା
କେନ୍ଦୁଝର୧୫।୮(ସ୍ବ.ପ୍ର.): କେନ୍ଦୁଝର ଏବିଭିପି ଶାଖା ପକ୍ଷରୁ ଗୁରୁବାର ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି ଅବସରରେ ଏକ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଏବିଭିପିର କାର୍ଯ୍ୟକର୍ତ୍ତା ଓ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସ୍ଥାନୀୟ ମାଇନିଂରୋଡ ଖଣି ଯାନ୍ତ୍ରିକ ବିଦ୍ୟାଳୟ ଠାରୁ...
ଆନନ୍ଦପୁରରେ ସ୍ବାଧୀନତା ଦିବସ
ଆନନ୍ଦପୁର, ୧୫।୮(ସ୍ବ.ପ୍ର): କେନ୍ଦୁଝର ଜିଲା ଆନନ୍ଦପୁର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସକାଳ ୮.୩୦ରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଛାତ୍ରୀଛାତ୍ରଙ୍କଠାରୁ ଅଭିବାଦନ...
ଆନ୍ତର୍ଜାତୀୟ ଫୁଟବଲ ରେଫରି କୃଷ୍ଣଚନ୍ଦ୍ରଙ୍କ ହୃଦୟ କଥା: ପ୍ରତିଭା ଅଛନ୍ତି, ସୁଯୋଗ ମିଳୁନି
କେନ୍ଦୁଝର, ୧୫ା୮(ସ୍ବ.ପ୍ର.)ଗତ ୩ରୁ ୬ ତାରିଖ ଯାଏ ଚେନ୍ନାଇରେ ଅନୁଷ୍ଠିତ ଆନ୍ତର୍ଜାତିକ ଫୁଟବଲ ଚାମ୍ପିୟନଶିପ୍ ସ୍ପେଶାଲ ଅଲିମ୍ପିକରେ କେନ୍ଦୁଝର ଜିଲାର ୨ ଜଣ କ୍ରୀଡାବିତ୍ଙ୍କୁ ରେଫରି ଭାବେ ଚୟନ କରାଯାଇଥିଲା ା ସେମାନେ ହେଲେ ସଦର ବ୍ଲକ ରାଇକଳା ଗ୍ରାମର...
ଜନ୍ମ ଦିନରେ ମୃତ୍ୟୁ କୋଳକୁ ଗଲେ ବ୍ୟବସାୟୀ
ବଡବିଲ, ୧୪।୮(ସ୍ବ.ପ୍ର.): ଜନ୍ମ ଦିନରେ ମୃତ୍ୟୁମୁଖରେ ପଡିବା ଘଟଣା ବହୁତ କମ୍ ଦେଖିବାକୁ ମିଳିଥାଏ। କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ୱାର୍ଡ ନଂ-୪ ଉ.ପ୍ରା. ବିଦ୍ୟାଳୟ ନିକଟରେ ରହୁଥିବା ବ୍ୟବସାୟୀ ପଞ୍ଚାନନ ଦଳାଇଙ୍କର ମୃତ୍ୟୁ ଘଟିଛି। ସେ ୧୯୭୧ ମସିହା...
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବୃଦ୍ଧ ଗିରଫ
କେନ୍ଦୁଝର, ୧୪ା୮ (ସ୍ବ.ପ୍ର./ଡି.ଏନ.ଏ.): ସଦର ଥାନା ଅନ୍ତର୍ଗତ ଅଞ୍ଚଳରେ ଜଣେ ୪ର୍ଥ ଶ୍ରେଣୀ ରେ ପଢୁଥିବା ୯ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି । ତାଙ୍କ ନାମ...
୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଯୋଡ଼ା, ୧୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ ହୋଇଛି । ଉକ୍ତ ଓ୍ବାର୍ଡର ପୋଷ୍ଟ ଓଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡି ପରିବେଶ ପ୍ରଦୂଷିତ ହେଉଛି । ଦୀର୍ଘଦିନ ଧରି...
ସୂଆଁପଦା ଛକ ଦୁର୍ଘଟଣା ଘଟଣା: ମୃତ୍ୟୁସଂଖ୍ୟା ଦୁଇରେ ପହଞ୍ଚିଲା
ଆନନ୍ଦପୁର,୧୪।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥର ସୂଆଁପଦା ଛକଠାରେ ମଙ୍ଗଳବାର ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ନପଙ୍ଗା ଗ୍ରାମର ଭରତ ଦଳେଇଙ୍କ ପୁଅ ଜୟଦେବଙ୍କୁ କଟକ ବଡ...
ଚଳିତ ଶିକ୍ଷାବର୍ଷ ପାଇଁ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଫର୍ମ ପ୍ରଦାନ ଆରମ୍ଭ
ଆନନ୍ଦପୁର,୧୪।୮(ସ୍ବ.ପ୍ର.): ଚଳିତ ମାସ ୧୦ ତାରିଖରେ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟକୁ ମୋହର ଲାଗିଥିବାବେଳେ ଶିକ୍ଷାବର୍ଷ ୨୦୧୯-୨୦ ପାଇଁ ଛାତ୍ରୀଛାତ୍ରଙ୍କ ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଚଳିତ ମାସ ୧୪ରୁ ବିଦ୍ୟାଳୟ ପକ୍ଷରୁ ଫର୍ମ ପ୍ରଦାନ ଆରମ୍ଭ ହୋଇଛି। ପ୍ରଥମ...
୭ ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଯୋଡ଼ା,୧୪।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୭ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଉକ୍ତ ଓ୍ବାର୍ଡର ପୋଷ୍ଟ ଅଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡ଼ି ପରିବେଶ ପ୍ରଦୂଷିତ ହେଉଛି। ପୌରପାଳିକାରେ ନିୟୋଜିତ ଥିବା ସଫେଇ ଠିକାଦାରମାନେ ସଫା କରୁ...
ମାଟିତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ସ୍ବାମୀ ଗିରଫ
ହାଟଡିହୀ, ୧୪।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅନ୍ତର୍ଗତ ଅଣା ଗ୍ରାମରେ ପ୍ରଦୀପ ମଲିକଙ୍କ ଘର ବାଡିରୁ କିଛି ଦିନ ତଳେ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ମାଟିତଳୁ ଉଦ୍ଧାର କରିଥିଲା। ମୃତଦେହ ପ୍ରଦୀପଙ୍କ ସ୍ତ୍ରୀ ମଧୁସ୍ମିତା...
ଥମୁନି ହାତୀ ଉପଦ୍ରବ: ମଞ୍ଚାରେ କଟୁଛି ରାତି
କେନ୍ଦୁଝର,୧୪।୮( ସ୍ବ.ପ୍ର.)-ଦିନରେ କଠିନ ପରିଶ୍ରମ ଓ ରାତିରେ ହାତୀ ପାଇଁ ଉଜାଗର । ଏଭଳି କଷ୍ଟ ଯନ୍ତ୍ରଣାରେ ଗରିବ ଚାଷୀ ମାନେ ଦିନ ଓ ରାତି କଟାଉଛନ୍ତି । ହାତୀ ଆକ୍ରମଣରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଧନଜୀବନ ହାନି...
Archives


