କେନ୍ଦୁଝର

ରାଜପଥ କଡ଼ରୁ ହଟୁନି ଟ୍ରକ୍‌

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଗତ ଦିନରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥରେ ଅନେକ ଦୁର୍ଘଟଣା ଘଟି ବହୁ ଧନଜୀବନହାନି ହୋଇଛି। ବାରମ୍ବାର ଦୁର୍ଘଟଣା ପରେ ମଧ୍ୟ ଜାତୀୟ ରାଜପଥ କଡ଼ରୁ ଟ୍ରକ୍‌ର ଲମ୍ବାଧାଡ଼ି ହଟୁନାହିଁ। ତଦାରଖ ଅଭାବରୁ...

ମାଟ୍ରିକ ପରୀକ୍ଷାରେ ଚମକିଲେ ଦିବ୍ୟ ପ୍ରସାଦ

ପାଟଣା,୨୬।୫(ବୀର କିଶୋର ଦାଶ): ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ପରିଷଦ କଟକ ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଶାସନର ଛାତ୍ର ଦିବ୍ୟ ପ୍ରସାଦ ତ୍ରିପାଠୀ ମୋଟ ୫୫୨ ନମ୍ବର...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଚାଲିଛି ମୂଲ୍ୟାଙ୍କନ, ଏହି ଦଳ ମାରିବ ବାଜି…

ହାଟଡିହୀ,୨୬ା୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନୀ ପରୀକ୍ଷା ସରିଯାଇଛି। କାହା ସପକ୍ଷରେ କେତେ ଭୋଟ୍‌ ଯିବ ତାକୁ ନେଇ ଏବେ ମୂଲ୍ୟାଙ୍କନ ଚାଲିଛି। ଜନାଦେଶ ଫଳାଫଳ ଜୁନ୍‌ ୪ରେ ସ୍ପଷ୍ଟ ହୋଇଯିବ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୨୯୧ଟି...

ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ ଆନନ୍ଦପୁର ବ୍ଲକ, ଆନନ୍ଦପୁର ମ୍ୟୁନିସିପାଲିଟି ରହିଥିବା ବେଳେ ଶାନ୍ତି, ଶୃଙ୍ଖଳାର ସହ ଏଥର...

ଇଭିଏମ୍‌ ସିଲ୍‌ ପୂର୍ବରୁ ଚେତା ହରାଇଲେ ପୋଲିଂ ଅଫିସର

ପାଟଣା,୨୫ା୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପ୍ରାଥମିକ ବିଦ୍ୟାଳୟରେ ନିର୍ବାଚନ କାର୍ଯ୍ୟ କରୁଥିବା ଜଣେ ଫାଷ୍ଟ ପୋଲିଂ ଅଫିସର ଶନିବାର ରାତିରେ ଅଚେତ ହୋଇ ପଡ଼ିଛନ୍ତି। ଅଚେତ ହୋଇଥିବା ଶିକ୍ଷକ ଜଣକ ହେଉଛନ୍ତି ତେଲକୋଇ ବ୍ଲକ...

ଭୋଟ ଦେଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଅଖିଳ

ପାଟଣା,୨୫।୫(ବୀର କିଶୋର ଦାଶ): ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ୨୭୩ଟି ବୁଥରେ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୯ଟା ସୁଦ୍ଧା ପାଟଣା ନିର୍ବାଚନ ମଣ୍ଡଳୀରେ ୧୨.୫୦ପ୍ରତିଶତ ମତଦାନ ହୋଇଥିବା...

ଘୁମୁସର ବନଖଣ୍ଡରେ ୮୧ ହାତୀ

ଭଞ୍ଜନଗର/ଆସିକା,୨୪।୫(ବାବୁଲା ପ୍ରଧାନ/ ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମସର ଦକ୍ଷିଣ ବନଖଣ୍ଡରେ ଗତ ୨୨ ତାରିଖରୁ ଆରମ୍ଭ ହୋଇଥିବା ହାତୀ ଗଣନା ଶୁକ୍ରବାର ଶେଷ ହୋଇଛି। ଘୁମୁସର ଉତ୍ତର ବନଖଣ୍ଡରେ ଶୁକ୍ରବାର ସନ୍ଧ୍ୟା...

ଇଭିଏମ୍‌ ମେଶିନ ଅଚଳ, ଧାଡିରେ ଥିବା ଲୋକେ ନିରାଶ

ହାଟଡିହି,୨୫।୫(ଶୁଭକାନ୍ତ ନାୟକ): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ତେବେ ଇଭିଏମ୍‌ ମେଶିନ...

ବୁଥରେ ପ୍ରଥମ ଭୋଟ ଦେଲେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ବିଜେଡ଼ି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ବୁଥରେ ପହଞ୍ଚି ପ୍ରଥମ ଭୋଟ ଦେଇଛନ୍ତି। ଅଭିମନ୍ୟୁ ନିଜ ଗାଁ ହାଟଡିହୀ ବ୍ଲକ ଇଂଚୋଳ ଗ୍ରାମର ୨୫୫ ନମ୍ବର ବୁଥ ସରକାରୀ ପ୍ରାଥମିକ ବିଦ୍ୟାଳୟରେ...

ସରପଞ୍ଚଙ୍କ ଗାଡ଼ିରୁ ଜବତ ହେଲା ୨ ଲକ୍ଷ ୫୦ ହଜାର ଟଙ୍କା

ଆନନ୍ଦପୁର,୨୪ା୫(ସୁଶାନ୍ତ କୁମାର ସାହୁ): ରାମଚନ୍ଦ୍ରପୁର ଥାନା ଛକ ନିିକଟରୁ ଫ୍ଲାଇଂ ସ୍କ୍ବାଡ ରାମଚନ୍ଦ୍ରପୁର ସରପଞ୍ଚ ପ୍ରଦୀପ କୁମାର ସାହୁଙ୍କ ଗାଡ଼ିରୁ ୨ ଲକ୍ଷ ୫୦ ହଜାର ଟଙ୍କା ଜବତ କରିଥିବା ସୂଚନା ମିଳିଛି। ସରପଞ୍ଚଙ୍କୁ ଥାନାକୁ ଆଣି ପଚରାଉଚରା କରାଯାଇ...

ରାତି ପାହିଲେ ନିର୍ବାଚନ: ଆନନ୍ଦପୁରରେ ୨ଲକ୍ଷ ୩୩ ହଜାର ୨୦୩ ଭୋଟର କରିବେ ମତଦାନ

ଆନନ୍ଦପୁର,୨୪ା୫(ସୁଶାନ୍ତ କୁମାର ସାହୁ): ଓଡ଼ିଶାରେ ଆସନ୍ତାକାଲି ଅର୍ଥାତ୍‌ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଉଭୟ ଆନନ୍ଦପୁର ଏବଂ ଘସିପୁରା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ। ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୩୩ ହଜାର ୨୦୩ ଭୋଟରଙ୍କ ମତଦାନ ପାଇଁ ୨୯୧ଟି...

ନିର୍ବାଚନ ପାଇଁ ଟଙ୍କା ବଣ୍ଟାକୁ ଗ୍ରାମବାସୀଙ୍କ ବିରୋଧ, ଭିଡ଼ିଓ ଭାଇରାଲ

ପାଟଣା,୨୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବଚନ ମଣ୍ଡଳୀରେ ଷଷ୍ଠ ପର୍ଯ୍ୟାୟରେ ମତଦାନ ଶନିବାର ଅନୁଷ୍ଠିତ ହେବ। ନିର୍ବାଚନର ୨ଦିନ ପୂର୍ବରୁ ଗୁରୁବାର ଦ୍ୱିପ୍ରହରରୁ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ବିଭିନ୍ନ ଦଳ ପକ୍ଷରୁ ଭୋଟରଙ୍କୁ ଟଙ୍କା ବଣ୍ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image