କେନ୍ଦୁଝର

କାଉଣ୍ଟର ଖୋଲୁ ଖୋଲୁ ଟିକେଟ ଶେଷ

କେନ୍ଦୁଝର,୧୦।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ କାଉଣ୍ଟର ଖୋଲୁ ଖୋଲୁ ରୋଗୀ ଦେଖା ଟିକେଟ ସରିଯାଉଥିବା ଅଭିଯୋଗ ହୋଇଛି। ଫଳରେ ଦୂର ଦୁରାନ୍ତରୁ ଆସୁଥିବା ଏବଂ ଲାଇନରେ ଠିଆ ହେଉଥିବା ରୋଗୀଙ୍କୁ ଟିକେଟ ମିଳୁ ନ ଥିବାରୁ...

କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ କାଉଣ୍ଟର ଖୋଲୁ ଖୋଲୁ ରୋଗୀ ଦେଖା ପାଇଁ ଟିକେଟ ଶେଷ

ନ୍ଦୁଝର,୯।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଟିକେଟ କାଉଣ୍ଟର ଖୋଲୁ ଖୋଲୁ ସରି ଯାଉଛି। ଫଳରେ ଦୂର ଦୂରାନ୍ତରୁ ଆସୁଥିବା ଏବଂ ଲାଇନରେ ଦୀର୍ଘ ସମୟ ଧରି ଠିଆ ହେଉଥିବା ରୋଗୀଙ୍କୁ ଟିକେଟ ମିଳୁ ନ ଥିବାରୁ...

ପାଟଣାରେ ଘନ କୁହୁଡ଼ି, ଗାଡ଼ି ଚଳାଚଳରେ ସମସ୍ୟା

ପାଟଣା,୮ା୧(ବୀରକିଶୋର ଦାଶ): ସୋମବାର ସକାଳୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। ଫଳରେ ରାଜପଥରେ ୩ଶହ ମିଟର ପର୍ଯ୍ୟନ୍ତ ଗାଡ଼ିମୋଟର ଦେଖି ହେଉନାହିଁ। ଦୁର୍ଘଟଣାକୁ ଏଡ଼ାଇବାକୁ ଚାଳକମାନେ ରାଜପଥରେ ଇଣ୍ଡିକେଟର...

ଯଦୁମଣି ହେଲେ ଜିଲା କଂଗ୍ରେସ ଓବିସି ବିଭାଗ ଅଧ୍ୟକ୍ଷ

କେନ୍ଦୁଝର,୭।୧୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ଯଦୁମଣି ବାରିକ ପୁଣି ଜିଲା କଂଗ୍ରେସ ପଛୁଆବର୍ଗ ବିଭାଗ ଅଧ୍ୟକ୍ଷ ଭାବେ ମନୋନୀତ ହେଇଛନ୍ତି। ଯଦୁମଣି ପୂର୍ବରୁ ଯୋଡ଼ା ବ୍ଲକର ଭଦ୍ରାସାହି ପଞ୍ଚାୟତ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ...

ବିଦ୍ୟୁତ୍‌ଖୁଣ୍ଟକୁ ଧକ୍କାଦେଲା କାର୍‌, ଚାଳକ ମୃତ

ଘସିପୁରା,୬ା୧(ନିରଞ୍ଜନ ସାହୁ): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ଭଗାନଇ ଛକ ନିକଟରେ ଶନିବାର ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ଚାଳକ ଘସିପୁରା ବ୍ଲକ ଖଡ଼ିକାଶୁଳବାହାଳିର ରାଜକିଶୋର ରାଉତ। ସେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କ...

ଲାଞ୍ଚ ନେଉଥିବା ବେଳେ ଆର୍‌ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ ଟିମ୍‌

ବଡବିଲ,୬।୧: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ତଥା ବଡ଼ବିଲ ତହସିଲ ଅନ୍ତର୍ଗତ ବିଲେଇପଦା ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ୨୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ମାମଲାରେ ଲାଞ୍ଚ ନେଉଥିବା ବେଳେ ରାଜସ୍ବ ନିରୀକ୍ଷକ...

ମଧ୍ୟାହ୍ନ ଭୋଜନରେ ଅଣ୍ଡା ଅଡୁଆ

କେନ୍ଦୁଝର,୬ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଅଣ୍ଡାର ମୂଲ୍ୟ ବଢ଼ିଚାଲିଛି। କିନ୍ତୁ ମଧ୍ୟାହ୍ନ ଭୋଜନରେ ମିଳୁଥିବା ଅଣ୍ଡା ବାବଦକୁ ମୂଲ୍ୟ ବଢ଼ୁ ନାହିଁ। ଫଳରେ ଅଙ୍ଗନୱାଡି ଦିଦିମାନେ ଆର୍ଥିକ ସଙ୍କଟରେ ରହୁଛନ୍ତି। ବଜାରରେ ଅଣ୍ଡାର ଦାମ ବଢ଼ୁଥିବାରୁ ସରକାର ଅନୁଦାନ ଅର୍ଥ ବଢ଼ାଇବାକୁ...

ଗୋଟେ ନଳକୂପକୁ ୭୦ ପରିବାର

କେନ୍ଦୁଝର,୬।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ଓ ରାଜ୍ୟ ସରକାର ଗାଁରୁ ସହର ସବୁଆଡ଼େ ବିଶୁଦ୍ଧ ପିଇବା ପାଣି ଯୋଗାଣ ନିମନ୍ତେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ମାତ୍ର କେନ୍ଦୁଝର ଜିଲା ସଦର ବ୍ଲକ୍‌ ଅନ୍ତର୍ଗତ ବୋଦାପୋଳଶା ପଞ୍ଚାୟତର କବିତ୍ରା ମୁଣ୍ଡା...

ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ

ପାଟଣା,୫।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକର ଯୁବ ନେତା ତଥା ଜିଲା ବିଜେଡି ଉପ ସଭାପତି କରୁଣା ସାଗର ଖଟୁଆ ଓରଫ ଦିପୁଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ...

କେନ୍ଦୁଝରରେ ଅନାହାର ମୃତ୍ୟୁ

କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ଅନାହାରରୁ ମୃତ୍ୟୁ ସହ ସଂଘର୍ଷ କରୁଥିଲେ। ସ୍ଥିତି ଏପରି ହୋଇଥିଲା ଯେ ବିଛଣାରୁ ଉଠିବାକୁ ବଳ ପାଉ ନ ଥିଲା। ୩ ଛୁଆ ମଧ୍ୟ ଖାଦ୍ୟ ଅଭାବରୁ ରୋଗାଗ୍ରସ୍ତ ହୋଇଯାଇଥିଲେ। ଅବଶ୍ୟ ପ୍ରଶାସନ ପକ୍ଷରୁ...

ଓଲଟିଲା କାର୍‌, ଟ୍ରକ୍‌ ସହ ପିଟିହେଲା ବସ୍‌

କେନ୍ଦୁଝର,୩ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଦ୍ମପୁର ମୁଖ୍ୟ ବଜାର ନିକଟରେ ଭାରସାମ୍ୟ ହରାଇ (ଓଡି-୧୪-ଡବ୍ଲୁ-୪୪୪୫) ନମ୍ବର ବିଶିଷ୍ଟ ଏକ କାର୍‌ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ସୌଭାଗ୍ୟବଶତଃ ଚାଳକ ସମେତ ୪ଜଣ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ,...

ଭୋଟ୍‌ ବର୍ଜନ ଚେତାବନୀ ଦେଲେ ହରିଯୋଡ଼ି-କନକନା ଗ୍ରାମବାସୀ

କେନ୍ଦୁଝର,୩ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନିଶ୍ଚିତପୁର ପଞ୍ଚାୟତ ଦେଓଝର ହରିଡ଼ାଯୋଡ଼ି ଓ କନକନା ଗ୍ରାମର ବାସିନ୍ଦା ବିଭିନ୍ନ ସମସ୍ୟାକୁ ନେଇ ଜିଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି। ଏହି ସବୁ ଗ୍ରାମରେ ପାଖାପାଖି ୧୫ ଶହ ଭୋଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri