ବାଇକ ଉପରେ ଚଢିଗଲା ଟ୍ରଲର, ଦୁର୍ଘଟଣାରେ ୩ ମୃତ
କେନ୍ଦୁଝର,୭।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟସ୍ଥିତ ୨୦ନମ୍ବର ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଉପରେ ଟ୍ରଲର ଚଢିଯାଇ ଘଟଣାସ୍ଥଳରେ ଜଣଙ୍କର ମୃତ ଘଟିଥିବା...
ବାର୍ହା ଶିକାର ପାଇଁ ବିଛା ଯାଇଥିଲା ବୋମା: ବଳଦ ମୁହଁରେ ଫୁଟିଲା…
କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ରେଞ୍ଜ କୁଲାଡେରା ଗାଁ କେନ୍ଦୁଆଦରି ସାହିରେ । ବଳଦଟି...
ଚକଦର ପ୍ରକଳ୍ପକୁ ନେଇ ତେଜିଲା ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ
କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘରାଉ କରାଯାଇଛି। ସମାକୋଇ ଚକଦର ପ୍ରକଳ୍ପ ସମନ୍ବୟ ସମିତି ତେଲକୋଇ ଡାକରାରେ ହଜାର ହଜାର ସଂଖ୍ୟାରେ ତେଲକୋଇ ଅଞ୍ଚଳବାସୀ କେନ୍ଦୁଝର...
ସ୍କୁଲରୁ ଫେରୁଥିବାବେଳେ ଛାତ୍ରୀଙ୍କୁ ଜଙ୍ଗଲ ଭିତରକୁ ଟାଣି ନେଇ ବଳାତ୍କାର
କେନ୍ଦୁଝର, ୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍ ଅନ୍ତର୍ଗତ ଏକ ସ୍କୁଲରୁ ଛୁଟି ପରେ ଫେରୁଥିବା ଜଣେ ଛାତ୍ରୀ(୧୩)ଙ୍କୁ ବଳାତ୍କାର କରାଯାଇଚି। ଏ ନେଇ ପୀଡ଼ିତା ବାଂଶପାଳ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି...
ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ
କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି।...
ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି
କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଛନ୍ତି। ସଦର ନିର୍ବାଚନ ମଣ୍ଡଳୀର ଭାଜପା ସଂଯୋଜକ ବିବେକାନନ୍ଦ ମହାନ୍ତଙ୍କ ନେତୃତ୍ୱରେ ଅନୁଷ୍ଠିତ...
ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର
ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଖାଲପାଳ ପଞ୍ଚାୟତ ପାତନା ଗାଁରେ। ହତ୍ୟା ପରେ ଅଭିଯୁକ୍ତ...
ପୋଖରୀରେ ବୁଡି ଚାଲିଗଲା ୪ ବର୍ଷ ଶିଶୁ ପୁତ୍ରଙ୍କ ଜୀବନ
ପାଟଣା,୪।୧୦(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଟାଙ୍ଗରପଡ଼ା ଦେଉଳିସାହିର ଗାଁ ପୋଖରୀରେ ବୁଡି ଜଣେ ୪ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ପୁତ୍ର ହେଉଛନ୍ତି କୋରେଇ ଥାନା ତୁଳତିପୂର ଗ୍ରାମର ରାଜୁ ମୁଣ୍ଡାଙ୍କ ପୁଅ...
ମାଣ୍ଡିଆ ଚାଷ ପ୍ରତି ଆଗ୍ରହ ବଢୁଛି
ଛେନାପଦି,୪ା୧୦(ନିରାକାର ପରିଡ଼ା): ରାଜ୍ୟ ସରକାରଙ୍କ ପକ୍ଷରୁ ମାଣ୍ଡିଆ ଚାଷର ଅଗ୍ରଗତି ନେଇ ପ୍ରୟାସ କରାଯାଉଛି। ମିଲେଟ୍ ମିଶନ ଜରିଆରେ ମାଣ୍ଡିଆ ଜାତୀୟ ଖାଦ୍ୟ ବିକ୍ରି ପାଇଁ ଅନେକ ଷ୍ଟୋର ଖୋଲାଯାଉଥିବା ବେଳେ ପ୍ରଚାର ପ୍ରସାର ପାଇଁ ଅର୍ଥ ବରାଦ ହେଉଛି।...
ବିଭିନ୍ନ ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲା ଆଶାକର୍ମୀ ସଂଘ
କେନ୍ଦୁଝର,୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ତରଫରୁ କର୍ମଚାରୀମାନଙ୍କ ସମସ୍ୟାକୁ ନେଇ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ପୂର୍ବରୁ ବହୁବାର ଦାବିପତ୍ର ଦିଆଯାଇଥିଲେ ହେଁ କେବଳ...
ଭିଡିଓ କନ୍ଫରେନ୍ସିଂରେ ଏକଲବ୍ୟ ମଡେଲ ସ୍କୁଲ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ପାଟଣା,୨ା୧୦: କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ଘାଟନ କରିଛନ୍ତି। ବେଗୁନା ଖମଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ...
ବିଡିଓଙ୍କୁ ତାଲା ପକାଇଲେ ଏମ୍ପିଙ୍କ ପ୍ରତିନିଧି, ଭାଜପା କର୍ମୀ
କେନ୍ଦୁଝର, ୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଅପରାହ୍ନରେ କେନ୍ଦୁଝର ଏମ୍ପିଙ୍କ ପ୍ରତିନିଧି ହରିହର ପ୍ରଧାନ ଓ ସେମାନଙ୍କ ସମର୍ଥକମାନେ ଅଫିସ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ପରେ ଆପୋଷ ବୁଝାମଣା...
Archives


