କେନ୍ଦୁଝର

ବିଜେଡିର ଜନ ସମ୍ପର୍କ ପଦ ଯାତ୍ରା: ପ୍ରବଳ ଜନସମାଗମ

ପାଟଣା,୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାର ପଡ଼ା ବ୍ଲକ ରେ ସୋମବାର ବିଜେଡିର ଜନ ସମ୍ପର୍କ ପଦ ଯାତ୍ରା ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଛି। ପଦ ଯାତ୍ରା ବାଇକଳା...

କେନ୍ଦୁଝରରେ ବିଜେଡିକୁ ଝଟକା: ଭାଜପାରେ ଯୋଗଦେଲେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା

ପାଟଣା,୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରିନା ନାୟକ ବିଜେଡି ଛାଡି ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଅଧ୍ୟକ୍ଷା ନାୟକ ଆନୁଷ୍ଠାନିକ ଭାବେ...

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ଛାଡ଼ି ଭାଜପାରେ ସାମିଲ

କେନ୍ଦୁଝର,/ପାଟଣା(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତ (ରାଜା) ଏବଂ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ବିଜେଡି ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ...

ମଣିଷ ଗନ୍ଧ ବାରି ଛୁଆହାତୀକୁ ଗ୍ରହଣ କରୁନି ମା’ ହାତୀ

କେନ୍ଦୁଝର,୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଜଗଦଳା ଡ୍ୟାମ ନିକଟ ଗ୍ରାମରୁ ଉଦ୍ଧାର ହୋଇଥିବା ଛୁଆହାତୀକୁ ରବିବାର ବନ ବିଭାଗ ପୁଣି ଥରେ ମା’ ଓ ହାତୀପଲ ସହିତ ସାମିଲ କରିବାକୁ ଉଦ୍ୟମ କରିଛି। ଛୁଆହାତୀକୁ ବସନ୍ତପୁର...

ଚମ୍ପୁଆ ବନ୍ଦ, ସୀମାନ୍ତରେ ଉତ୍ତେଜନା

ଚମ୍ପୁଆ/କେନ୍ଦୁଝର,୩।୧୧(ମହେଶ୍ୱର ଦାସ/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଓ ଝାଡ଼ଖଣ୍ଡ ମଧ୍ୟରେ ଲାଇଫ୍‌ଲାଇନ ସାଜିଥିବା ବୈତରଣୀ କୂଳରେ ଅବସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗକଶୁକ୍ରବାର ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଘଟଣାକୁ ନେଇ ରାତିଠାରୁ ଝାଡ଼ଖଣ୍ଡ ଅଞ୍ଚଳ ଜୟନ୍ତିଗଡ଼ଠାରେ ଉତ୍ତେଜନା ଲାଗି...

ଗାଁକୁ ପଶି ଆସିଲା ହାତୀଛୁଆ

କେନ୍ଦୁଝର,୨ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ଜଗଦଳା ଡ୍ୟାମ୍‌ ନିକଟ ରେଙ୍ଗାଳବେଡ଼ା ଗ୍ରାମ ଭିତରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ହାତୀଛୁଆ ପଶି ବୁଲୁଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।ଦଳରୁ ଅଲଗା ହୋଇ ହାତୀଛୁଆଟି ଗ୍ରାମରେ ପଶି...

ଝାଡ଼ଖଣ୍ଡ ସୀମାରେ ଶିବ ଲିଙ୍ଗ ଭାଙ୍ଗିବା ଘଟଣା: ପ୍ରତିବାଦରେ ଚମ୍ପୁଆରେ ଆନ୍ଦୋଳନ

କେନ୍ଦୁଝର,୨ା୧୧: ଓଡ଼ିଶା ରାଜ୍ୟ କେନ୍ଦୁଝର ଜିଲା ଚମ୍ପୁଆ ସୀମା ଝାଡ଼ଖଣ୍ଡସ୍ଥିତ ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରାଚୀନ ଶୈବପୀଠ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗ ଭଙ୍ଗା ଘଟଣାରେ ଚାପା ଉତ୍ତେଜନା ଲାଗି ରହିଛି। ଶୁକ୍ରବାର ଏହି ଘଟଣା ଘଟିଥିଲା। ଦୁର୍ବୃତ୍ତମାନେ ଶିବ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା ଗସ୍ତରେ ଯାଇ  ମୁଖ୍ୟମନ୍ତ୍ରୀ ମୋହନ ମାଝି ଖବରଦାତାଙ୍କୁ ଏଭଳି କହିଛନ୍ତି। ସେ କହିଛନ୍ତି...

ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ

ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା ମଧ୍ୟ ଖାଇଥିଲେ। ଏହା ସହ ସେ ଗାଁ ମହୋତ୍ସବରେ...

ଦୀପାବଳିରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ଚାଲିଗଲା ଦୁଇ ବାଇକ୍‌ ଆରୋହୀଙ୍କ ଜୀବନ

କେନ୍ଦୁଝର,୩୧।୧୦: ଆଜି ଆଲୋକର ପର୍ବ ଦିପାବଳି। ସବୁଟି ଉତ୍ସବର ମାହୋଲ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥ ଝୁମ୍ପୁରା ଥାନା ରାଜାବସା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୨ ବାଇକ୍‌ ଆରୋହୀ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି

କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌...

ହରମୋହନ ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତ

ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକ ବେତିରା ଗ୍ରାମର ହରମୋହନ ଶାସିନୀଙ୍କୁ ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ମିଳିଛି । କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଏନେଇ ପତ୍ର ମାଧ୍ୟମରେ ବିଭିନ୍ନ ବିଭାଗକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri