କେନ୍ଦୁଝର ଜିଲାରେ ୧୩ ଲକ୍ଷ ୭୧ ହଜାର ୬୬୧ ଭୋଟର, ୧୭୨୦ ବୁଥ୍ରେ କରିବେ ମତଦାନ
କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ୧୮ତମ ସାଧାରଣ ନିର୍ବାଚନ ଲାଗି ଭାରତ ନିର୍ବାଚନ ଆୟୁକ୍ତଙ୍କ ଦ୍ୱାରା ତାରିଖ ଘୋଷଣା ହୋଇଥିବା ପରିପ୍ରେକ୍ଷୀରେ ରବିବାର ଜିଲାର ନିର୍ବାଚନୀ ପ୍ରସ୍ତୁତି ଓ ପରିଚାଳନା ସମ୍ପର୍କରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲଠାରେ ଏକ ଖବରଦାତା...