କେନ୍ଦୁଝର

ସ୍ବାମୀଙ୍କ ଆଗରେ ଚାଳିଗଲା ସ୍ତ୍ରୀଙ୍କ ଜୀବନ

କେନ୍ଦୁଝର,୨୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଧୀନ ଡଙ୍ଗାପାଣି ନିକଟ ୪୯ ନମ୍ବର ରାଜପଥରେ ଏକ ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ମହିଳାଙ୍କ ସ୍ବାମୀ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି।...

ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା ମହିଳାଙ୍କ ଜୀବନ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମେଦିନୀପୁର ଗାଁର ଜଣେ ୫୫ ବର୍ଷୀୟା ମହିଳା ରବିବାର ରାତିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତ ମହିଳା ହେଉଛନ୍ତି ଟିକାୟତ ନାଏକଙ୍କ ସ୍ତ୍ରୀ କୁନ୍ତୀ। ସୂଚନାନୁଯାୟୀ ଘରକୁ ଆସିଥିବା...

ସାପକାମୁଡ଼ାରେ ଜୁଆଙ୍ଗ ଶିଶୁ ମୃତ, ମହାପ୍ରୟାଣ ଗାଡ଼ି ନ ମିଳିବାରୁ ଅଟୋରେ ନେଲେ ପୁଅର ମୃତଦେହ

କେନ୍ଦୁଝର,୨୭ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ସାପକାମୁଡ଼ାରେ ମୃତ ପୁଅର ମୃତଦେହ ନେବା ପାଇଁ ମହାପ୍ରୟାଣ ଗାଡ଼ି ନ ମିଳିବାରୁ ତାଙ୍କ ଗରିବ ଅସହାୟ ବାପା କିଭଳି ଏକ ଅଟୋରେ ଘରକୁ ନେବାକୁ ବାଧ୍ୟ ହୋଇଛନ୍ତି ସେଭଳି ଫଟୋ ଜିଲାରେ ସ୍ବାସ୍ଥ୍ୟ ବିଭାଗର...

ବାଉଁଶ ଢିରାରେ ଚେକ୍‌ଡ୍ୟାମ୍‌

କଣ୍ଟିପାଳ,୨୭ା୮ (ସୁଶାନ୍ତ କୁମାର ସାହୁ )ଢିପଜମିଗୁଡ଼ିକୁ ଚାଷ ଉପଯୋଗୀ କରିବା ପାଇଁ ସରକାରୀସ୍ତରରେ ଚେକ୍‌ଡ୍ୟାମ୍‌ ନିର୍ମାଣ ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବର୍ଷା ସମୟରେ ନାଳଗୁଡ଼ିକରେ ପ୍ରବାହିତ ଜଳକୁ ଗଚ୍ଛିତ ରଖାଯାଇ ଜମିକୁ ଜଳସେଚନ କରାଯାଇଥାଏ। ମାତ୍ର କେନ୍ଦୁଝର ଜିଲା ଆନନ୍ଦପୁର...

ଆରମ୍ଭରୁ ଶୀତଳ ଭଣ୍ଡାର ଅଚଳ

ଘଟଗଁା,୨୭ା୮(ରାଜେନ୍ଦ୍ର କୁମାର ପଟ୍ଟନାୟକ)କେନ୍ଦୁଝର ଜିଲା ଘଟଗଁା ବ୍ଲକ୍‌ ବଡ଼ଜାମପୋଷି ପଞ୍ଚାୟତର ଯାମାପସୀ ଗ୍ରାମରେ ଗତବର୍ଷ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ତରଫରୁ ସ୍ଥାପନ ହୋଇଥିବା ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ପଡ଼ିଛି। ୧୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହା...

‘ମାମଲା ଦୁର୍ବଳ କରିବାକୁ ସମୟ ଗଡ଼ାଅ’

କେନ୍ଦୁଝର,୨୭ା୮(ନରେଶ ଚନ୍ଦ୍ର ପଟ୍ଟନାୟକ)ବିଚାରପତି ବଦଳିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। କେସ୍‌କୁ ଦୁର୍ବଳ କରିବା ପାଇଁ ଚେଷ୍ଟା କରିବା ଏବଂ ପିପିଙ୍କୁ କିଛି ଦେଇ ସମୟ ବଢାଇବାକୁ ପଡ଼ିବ। ଏହି ବାର୍ତ୍ତାଳପ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପବ୍ଲିକ ପ୍ରସିକ୍ୟୁଟରଙ୍କ...

ଅଭିଯୁକ୍ତଙ୍କ ସହ ଭିଜିଲାନ୍ସ ବିଭାଗ ମହିଳା କର୍ମଚାରୀଙ୍କ ଅଡିଓ ଭାଇରାଲ

କେନ୍ଦୁଝର,୨୬ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପବ୍ଲିକ ପ୍ରୋସିକ୍ୟୁଟର କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଜଣେ ଅଭିଯୁକ୍ତଙ୍କ କେସ୍‌କୁ କୋହଳ କରିବା ପାଇଁ ତଥ୍ୟ ଯୋଗାଇବା ଏବଂ ସେ ବାବଦକୁ ଲାଞ୍ଚ ମାଗିବା କଥାବାର୍ତ୍ତାର ଏକ...

ହାତୀ ସୁରକ୍ଷା ଚିନ୍ତା, ରେଳଲାଇନ୍‌ ଯାଞ୍ଚ

କେନ୍ଦୁଝର,୨୬ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ରେଳ ଦୁର୍ଘଟଣାରେ ନୀରିହ ହାତୀମାନଙ୍କ ଜୀବନ ଯାଉଥିବାରୁ ଆଉ ଯେଭଳି ଦୁର୍ଘଟଣା ନ ଘଟେ ସେଥିପ୍ରତି ବନ...

ସରକାରୀ ଯୋଜନାରୁ ହିତାଧିକାରୀ ବଞ୍ଚିତ, ପ୍ରତିବାଦରେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ

ଘସିପୁରା,୨୬ା୮(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଗୋହିରା ପଞ୍ଚାୟତରେ ପ୍ରକୃତ ହିତାଧିକାରୀଙ୍କୁ ସରକାରୀ ଯୋଜନାରେ ସାମିଲ କରାଯାଉ ନ ଥିବା ଅଭିଯୋଗ କରି ଭାଜପା ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଜ୍ଞ ପ୍ରସାଦଙ୍କ ନେତୃତ୍ୱରେ ଘସିପୁରା ବ୍ଲକ ଗୋହିରା...

ବର୍ଷା ହେଲେ ବାରଣ୍ଡାରେ ପାଠପଢ଼ା 

କଣ୍ଟିପାଳ,୨୬ା୮(ସୁଶାନ୍ତ କୁମାର ସାହୁ): ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ୱ ଦେଇ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ୫-ଟି ଜରିଆରେ ବିଦ୍ୟାଳୟର ଉନ୍ନତୀକରଣ କରି ଛାତ୍ରୀଛାତ୍ରଙ୍କ ବିକାଶ କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ମାତ୍ର କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ କଣ୍ଟିପାଳ...

୧୪ ଘଣ୍ଟା ଜାତୀୟ ରାଜପଥ ଜାମ

କେନ୍ଦୁଝର,୨୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍‌ ୪୯ ନମ୍ବର ଜାତୀୟ ରାଜପଥର ଜନସନପୁର ଟୋଲ୍‌ ଗେଟ୍‌ ପାଖରେ ରାସ୍ତା ଖରାପ ଥିବାରୁ ଗୁରୁବାର ରାତି ୯ଟାରୁ ଶୁକ୍ରବାର ୧୦ଟା ପର୍ଯ୍ୟନ୍ତ ରାସ୍ତା ଜାମ ରହିଥିଲା। ଫଳରେ ମୁମ୍ବାଇ-କୋଲକାତା...

ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ତହସିଲଦାରଙ୍କୁ ୨ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ରଞ୍ଜିତା ଦଳେଇ ଶୁକ୍ରବାର ଏକ ଲାଞ୍ଚ ମାମଲାର ଶୁଣାଣୀ କରି ଅବସରପ୍ରାପ୍ତ ତହସିଲଦାର ଏବଂ ପିଅନଙ୍କୁ ଜେଲ ଦଣ୍ଡାଦେଶ କରିଛନ୍ତି। ସେମାନେ ହେଲେ ପୂର୍ବତନ ତହସିଲଦାର ପ୍ରଦୀପ କୁମାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri