କେନ୍ଦୁଝର

କେନ୍ଦୁଝରରେ ବାତ୍ୟା ପ୍ରସ୍ତୁତି ପରଖିଲେ ବରିଷ୍ଠ ପ୍ରଶାସନିକ ଅଧିକାରୀ

କେନ୍ଦୁଝର,୨୪।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାର ପ୍ରଭାବ କେନ୍ଦୁଝର ଜିଲା ଉପରେ ପଡ଼ିବାକୁ ଥିବାରୁ ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କେନ୍ଦୁଝରର ପୂର୍ବତନ ଜିଲାପାଳ ଏନ. ଥିରୁମାଲା ନାଏକ କେନ୍ଦୁଝର...

ଖଣିରୁ ବେଆଇନ ପଥର ଚୋରାଚାଲାଣ

କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ନୂଆବରିପାଳ, ଓସ୍ତପୁରା ଓ ଭୋଳନୂଆଗାଁ ପଥର ଖଣିରେ ବେଆଇନଭାବେ ପଥର ଚୋରାଚାଲାଣ ହେଉଛି। ନୀତିନିୟମ, ଆଇନ ଉଲଂଘନ କରି ଉଚ୍ଚକ୍ଷମତା ସମ୍ପନ୍ନ କ୍ରସର୍‌ ପ୍ରତିଷ୍ଠା କରି କ୍ରସିଂ କରାଯାଇ...

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି ସଫଳତା ହାସଲ କରିିଛନ୍ତି। ତାଙ୍କ ବାପା ଭାଗବତ ନାଏକ କେନ୍ଦୁଝର ସଦର ବ୍ଲକ୍‌ର...

ଦାନା ମୁକାବିଲା ପାଇଁ ଅଣ୍ଟା ଭିଡିଲାଣ କେନ୍ଦୁଝର ଜିଲା ପ୍ରଶାସନ

ପାଟଣା,୨୨।୧୦(ବୀର କିଶୋର ଦାଶ): ବାତ୍ୟା ମୁକାବିଲା  ପାଇଁ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ବିଡିଓ ଶିବ ଶଙ୍କର ମୁର୍ମୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ସମସ୍ତ ପ୍ରଶାସନିକ ଅଧିକାରୀ ସହ, ଅଗ୍ନିଶମ...

ବନବାସୀଙ୍କୁ ଶୋଷଣ କରୁଛନ୍ତି ବେପାରୀ, ସମାଧାନ କରିବାକୁ ଦାବି

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଶାସନିକ ଅବହେଳା କାରଣରୁ କେନ୍ଦୁଝର ଜିଲାର ବନବାସୀମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ସେମାନେ...

କାଶିଆ ପୋଲ ନିକଟରେ ଦୁର୍ଘଟଣା: ହଠାତ୍‌ ଗୋରୁଙ୍କୁ ଧକ୍କା ଦେଲା କୁକୁଡ଼ା ଦାନା ବୋଝେଇ ପିକ୍‌ଅପ୍‌

ପାଟଣା,୨୨।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କି କୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥ କାଶିଆ ପୋଲ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଏକ କୁକୁଡ଼ା ଦାନା ବୋଝେଇ ପିକ୍‌ଅପ୍‌ ଧକ୍କାରେ ୨ଗୋରୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ...

ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଏକକାଳୀନ ୧୦ଟି ସ୍ଥାନରେ ରେଡ୍

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ରେଡ୍ କରାଯାଉଛି।...

ଫାର୍ମହାଉସ୍‌ରେ ପଶି କଦଳୀ-ନଡ଼ିଆ ଗଛ ଭାଙ୍ଗିଲେ ହାତୀପଲ, ଖାଇଗଲେ ପଇଡ଼

ପାଟଣା,୨୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ରେଞ୍ଜରେ ୨୯ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ଶୁକ୍ରବାର ରାତିରେ ରାସପଶି ଗାଁରେ ୨ଟି ଘର ଭାଙ୍ଗିବା ପରେ ଶନିବାର ବିଳମ୍ବିତ ରାତିରେ ହାତୀପଲ ପାଟଣା ରେଞ୍ଜ ଡିମିରିଡିହା ଗାଁ...

ଆତଙ୍କ ଖେଳାଛନ୍ତି ୨୯ଟିକିଆ ହାତୀପଲ: ଭାଙ୍ଗିଲେ ଘର ଖାଇଲେ ଧାନ, ଚାଉଳ

ପାଟଣା,୧୯।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ   ଏକ ୨୯  ଟିକିଆ ବଣୁଆ ହାତୀପଲ ଅଞ୍ଚଳରେ ଆତଙ୍କ ଖେଳାଛନ୍ତି।  ଶୁକ୍ରବାର ବିଳମ୍ବିତ ରାତିରେ  ହାତୀପଲ ପଶି ଗ୍ରାମରେ ୨ ଜଣଙ୍କ ଘରଭାଙ୍ଗି ଦେଇଛନ୍ତି। ଘରୁ ଧାନ ଓ ଚାଉଳ ଖାଇ...

କେନ୍ଦୁଝରରେ ପ୍ରଥମ କୁହୁଡ଼ି, ଶୀତର ଆଗମନକୁ ସ୍ବାଗତ

କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷର ପ୍ରଥମ କୁହୁଡ଼ି କେନ୍ଦୁଝର ଜିଲାରେ ଦେଖିବାକୁ ମିଳିଛି। ଶୀତର ଆଗମନକୁ ସତେ ଯେପରି ସ୍ବାଗତ କରିଛି। ଏହି କୁହୁଡ଼ି ପ୍ରାୟ ସକାଳ ୭.୩୦ ପର୍ଯ୍ୟନ୍ତ ଦେଖିବାକୁ ମିଳିଥିଲା। ଫଳରେ ରାସ୍ତା ଭଲ ଭାବରେ...

ହାତୀ ଘଉଡ଼ାଇବାବେଳେ ଅଘଟଣ: ସ୍କ୍ବାଡ୍‌ କର୍ମଚାରୀଙ୍କୁ କଚାଡ଼ି ମାରିଲା

କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜ ନରଣପୁର ସେକ୍ସନ ଝାରବେଡ଼ା ଗ୍ରାମ ନିକଟରେ ବୁଧବାର ରାତିରେ ହାତୀ ଘଉଡ଼ାଇବାବେଳେ ଜଣେ ଏଲିଫ୍ୟାଣ୍ଟ ସ୍କ୍ବାଡ୍‌ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ କର୍ମଚାରୀଙ୍କ ନାମ ଗୋବିନ୍ଦପୁର ଗ୍ରାମର ବସନ୍ତ ମହାନ୍ତ(୪୫)। ଏହାକୁ...

ବନ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ, ପରେ…

ପାଟଣା,,୧୬।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କ୍ଷୀରେଇ ଟାଙ୍ଗିରି ସେକ୍ସନରେ ହାତୀ ଉପଦ୍ରବ ଥମିବାରେ ନା ଥରୁନି। ସୋମବାର ତିଣ୍ଡାବିଟ୍‌ ନିହ୍ନୁଆ ଖେସେରା ଜଙ୍ଗଲରେ ୪ ଟିକିଆ ହାତୀପଲ ଥିବା ଖବର ପାଇ ବନ କର୍ମଚାରୀ ହାତୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri