ଖୋର୍ଦ୍ଧା

ଗାଁ ଜମି ନ ଫେରାଇଲେ ଆନ୍ଦୋଳନ: ସୁର

ଖୋର୍ଦ୍ଧା ଅଫିସ,୪।୧: ଗାଁ ସଂସ୍କୃତି ଓ ପରମ୍ପରା ସମାଜକୁ ଉଜ୍ଜୀବିତ କରିଥାଏ। ତେବେ ଗାଁ ଜମି, ଖେଳପଡ଼ିିଆ, ଶ୍ମଶାନ ଜମି, ମେଲଣ ପଡ଼ିିଆ ଉପରେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡ଼ିିଛି। ସରକାର କମ୍‌ ମୂଲ୍ୟରେ ଏସବୁକୁ ଇଡ୍‌କୋ ହାତକୁ ଟେକି...

ଆଜିଠୁ ଖୋଲିବ ମନ୍ଦିର, ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୩।୧: ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦଦେଇ ଗ୍ରାମାଞ୍ଚଳରେ ଥିବା ସମସ୍ତ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନ ରବିବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ ଅଫ୍‌ ପ୍ରୋସିଜୁଅର(ଏସ୍‌ଓପି) ଜାରି କରାଯାଇଥିବା ଜିଲାପାଳ ସନତ ମହାନ୍ତି ଶନିବାର ସୂଚନା...

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ: ଅବସର ନେଲେ ୭ ଦିନର ଅଧ୍ୟକ୍ଷା

ଖୋର୍ଦ୍ଧା ଅଫିସ,୨ା୧: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ୭ଦିନ ଲାଗି ଅଧ୍ୟକ୍ଷା ଭାବେ ଯୋଗଦେଇଥିବା ଡ.ବିଶ୍ୱମୋହିନୀ ମଙ୍ଗରାଜ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚ ଶିକ୍ଷା ବିଭାଗ ମଙ୍ଗରାଜଙ୍କୁ ସପ୍ତାହ ବ୍ୟାପୀ କଲେଜ ଅଧ୍ୟକ୍ଷା ଭାବେ ନିଯୁକ୍ତି...

ଜଟଣୀ ତହସିଲରେ ଚାଲିଛି ଦଲାଲଙ୍କ ରାଜ୍‌: ହାତଗୁଞ୍ଜା ନ ଦେଲେ ଘୁଞ୍ଚୁନି ଫାଇଲ

ଖୋର୍ଦ୍ଧା ଅଫିସ,୨।୧: ସରକାରୀ କାର୍ଯ୍ୟାଳୟରେ ପିସି କାରବାର ରୋକିବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ତେବେ ସରକାରୀ କାର୍ଯ୍ୟାଳୟରେ ହାତ ଗୁଞ୍ଜା ନ ଦେଲେ ଫାଇଲ ଗୋଟିଏ ଟେବୁଲରୁ ଅନ୍ୟ ଏକ ଟେବୁଲକୁ ଘୁଞ୍ଚୁନି। ବିଶେଷତଃ ତହସିଲ ଏବଂ ସବ ରେଜିଷ୍ଟ୍ରାର...

ବରୁଣେଇ ପୀଠରେ ମିଳୁନି ମୌଳିକ ସୁବିଧା: ପାଣି ଟ୍ୟାପ୍‌ ଅଚଳ, ମନ୍ଦିର ପାହାଚ ଫାଟି ଆଁ

ଖୋର୍ଦ୍ଧା ଅଫିସ, ୨ା୧: ଖୋର୍ଦ୍ଧା ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେଉଛି ବରୁଣେଇ ପୀଠ। ଶୀତଋତୁ ଆସିଗଲେ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମେ। ପର୍ଯ୍ୟଟକମାନେ ମା’ ବରୁଣେଇ ଓ କରୁଣେଇଙ୍କ ଦର୍ଶନ ସହ ପାହାଡ଼ ଉପରେ ବୁଲି ପ୍ରାକୃତିକ ପରିବେଶ...

୧,୨୮,୨୫୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ଖୋର୍ଦ୍ଧା ଅଫିସ,୩୧।୧୨:ପୋଲିଓ ପ୍ରତିଷେଧକ ଟିକାକରଣ ଲାଗି ଜିଲା ଟାସ୍କ ର୍ଫୋସ କମିଟି ବୈଠକ ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାରେ ଜାନୁୟାରୀ ୧୭,୧୮ ଓ...

ନ୍ୟାୟ ଦାବିରେ ଏସ୍‌ପିଙ୍କ ଦ୍ୱାରସ୍ଥ ଦମ୍ପତି

ଖୋର୍ଦ୍ଧା ଅଫିସ,୨୯।୧୨: ଖୋର୍ଦ୍ଧା ଜିଲାରେ ସରକାରୀ ଓ ମହାପ୍ରଭୁଙ୍କ ଜମି, କାଜୁ ଜଙ୍ଗଲ ଉପରେ ପଥର ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ଏପରିକି ସ୍ଥିତିବାନ ପ୍ଲଟ ମଧ୍ୟ ବାଦ୍‌ ପଡ଼ିନି। ପ୍ରତିବାଦ କଲେ ମିଳୁଛି ହତ୍ୟା ଧମକ। ଏଥିସହ...

୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା

ଖୋର୍ଦ୍ଧା ଅଫିସ,୨୮।୧୨: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାଜପଥର ଖୋର୍ଦ୍ଧା ଓ ଭୁବନେଶ୍ୱର ମଧ୍ୟରେ ଗତ ମେ ମାସରୁ ଡିସେମ୍ବର ୨୭ ସୁଦ୍ଧା ଅର୍ଥାତ୍‌ ୮ ମାସରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୈନିକ...

କାଠଚୋରଙ୍କ ଆଡ୍ଡାସ୍ଥଳୀ ବରବରା ଜଙ୍ଗଲ: ନୀରବଦ୍ରଷ୍ଟା ସାଜିଛି ବନ ବିଭାଗ

ବାଲୁଗାଁ,୨୭ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ବନବିଭାଗ ଅନ୍ତର୍ଗତ ବରବରା ଜଙ୍ଗଲ ଏବେ କାଠଚୋରଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବନ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ କାଠ ମାଫିଆମାନେ ଅବାଧରେ ଗଛ କାଟି ଚାଲାଣ କରୁଛନ୍ତି। ବନ ବିଭାଗ ପକ୍ଷରୁ ଆବଶ୍ୟକ...

ନବୀନ ଜମିଦାର, ଆମେ ଗୁମାସ୍ତା

ଖୋର୍ଦ୍ଧା ଅଫିସ,୨୭ା୧୨: ନବୀନବାବୁ ଦୟା, ମମତାର ସାଗର। ତାଙ୍କ ମଧ୍ୟରେ ଏକ ନିର୍ମଳ ହୃଦୟ ରହିଛି। ସାଧାରଣ ଜନତାଙ୍କ ପ୍ରତି ତାଙ୍କ ମନରେ ଅଶେଷ କରୁଣା ରହିଛି। କୌଣସି ସ୍ଥାନକୁ ଗଲାବେଳେ ଗରିବ ଲୋକଙ୍କୁ ଦେଖିଲେ ହାତ ହଲାଇ ତାଙ୍କୁ...

କାଳିଜାଈ ମନ୍ଦିର ବନ୍ଦ, ପର୍ଯ୍ୟଟକ ନିରାଶ

ବାଲୁଗାଁ/କୃଷ୍ଣପ୍ରସାଦ, ୨୬ା୧୨(ଡି.ଏନ୍‌.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇବା ପରେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଥାଏ। ଫଳରେ ଚିଲିକା ଚଳଚଞ୍ଚଳ ହୋଇପଡ଼ିଥାଏ। ଡିସେମ୍ବରରୁ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆଗମନ କରିଥାନ୍ତି। ପର୍ଯ୍ୟଟକମାନେ ମା’ କାଳିଜାଈଙ୍କ ଦର୍ଶନ...

ଦକ୍ଷେଶ୍ୱର ମନ୍ଦିରରୁ ଚୋରି

ଖୋର୍ଦ୍ଧା ଅଫିସ୍‌/ ବାଣପୁର, ୨୩ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri