ଖୋର୍ଦ୍ଧା

ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ...

ଗୁଳିକାଣ୍ଡରେ ଓଷଧ ଦୋକାନୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧାରେ ସବୁ ମେଡିସିନ୍‌ ଷ୍ଟୋର ବନ୍ଦ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିରୋଧ କରି ସୋମବାର ଖୋର୍ଦ୍ଧା ଜିଲାରେ ସବୁ ଓଷଧ ଦୋକାନ ବନ୍ଦ ରହିଛି। ୨୪ ଘଣ୍ଟା...

ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ...

ଡାକ୍ତରଙ୍କ ଉପରକୁ ଗୁଳିମାଡ

ଖୋର୍ଦ୍ଧା ଅଫିସ୍‌, ୧୫।୧୨: ରବିବାର ଏକ ଘରୋଇ କ୍ଲିନିକର ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କ ଉପରକୁ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟସ୍ଥ ବଲାଙ୍ଗୀର-ଖୋର୍ଦ୍ଧା ୫୭ ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ଏକ...

ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ: ନଷ୍ଟ କଲେ ଧାନଫସଲ

ଖୋର୍ଦ୍ଧା ଅଫିସ,୧୫।୧୨: ଖୋର୍ଦ୍ଧା ବନଖଣ୍ଡ ବେଗୁନିଆ ବ୍ଲକର ଦେଉଳି ପଞ୍ଚାୟତ ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଗୋଡ଼ ଗାଁ ଭିତରକୁ ୨ଟି ହାତୀ ପଶି ଆସି ରଣ ବିଜୁଳି, ପତିତ ଶ୍ରୀଚନ୍ଦନ, ରାଜ...

ବାଲୁଗାଁରେ କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା, ୨ ଅଟକ

ବାଲୁଗାଁ,୧୫।୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଅନ୍ତର୍ଗତ ୫ନଂ.ଓ୍ବାର୍ଡ ଅଧୀନ ଗଙ୍ଗାନଗର ଅଞ୍ଚଳରେ ଶନିବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତ ଛାତ୍ରୀ ହେଲେ ରାମଚନ୍ଦ୍ର ବେହେରାଙ୍କ ଝିଅ ଶିବାନୀ(୧୭)। ସେ ବାଲୁଗାଁ ମହାବିଦ୍ୟାଳୟର ଯୁକ୍ତ...

ପ୍ରକୃତିପ୍ରେମୀ ମହାବୀର ବାବାଙ୍କ ପରଲୋକ

ବୋଲଗଡ,୧୪ା୧୨(ଡି.ଏନ.ଏ.): ବୋଲଗଡ ବ୍ଲକ ଜଖଲା ପାହାଡ ଉପରେ ଥିବା ମହାବୀର ମନ୍ଦିରର ପ୍ରତିଷ୍ଠାତା ବାବା ରାମନାରାୟଣ ଦାସ ମହାରାଜ (୬୦)ଙ୍କର ଶୁକ୍ରବାର ପରଲୋକ ହୋଇଛି । ସେ ମହାବୀର ବାବା ନାମରେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ । ତାଙ୍କ...

ଦୁଇ ଗାଁକୁ ପାନୀୟ ଜଳ ଯୋଗାଣ ବନ୍ଦ: ୫-ଟିରେ ଅଭିଯୋଗ ପରେ ମିଳୁନି ସୁଫଳ

ବେଗୁନିଆ,୧୪ା୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡବେରଣା ପଞ୍ଚାୟତର ୨ଟି ଗଁ।ର ୪ ହଜାର ଲୋକ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ଲୋକେ ଜଳକଷ୍ଟ ଭୋଗୁଛନ୍ତି। ୬୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୨ ପାନୀୟ ଜଳ ପ୍ରକଳ୍ପ...

ବରବେରଣା ନୂଆସାହିରେ ଅବକାରୀ ବିଭାଗର ଚଢ଼ାଉ: ୨୧ ଗ୍ରାମ ବ୍ରାଉନ୍‌ସୁଗାର ଜବତ

ଖୋର୍ଦ୍ଧା ଅଫିସ,୧୦।୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡର ୭ଜଣିଆ ଟିମ୍‌ ବେଗୁନିଆ ଥାନା ବରବେରଣା ନୂଆସାହିରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉ କରି ୨୧ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିଛି। ଏହାର ମୂଲ୍ୟ ୨ଲକ୍ଷ ୧୦ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ...

ପାଇକ ବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି: କହିଲେ ‘ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ’

ଖୋର୍ଦ୍ଧା ଅଫିସ,୮।୧୨: ବରୁଣେଇ ପାଦ ଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଆରେ ଜୟ ଜଗନ୍ନାଥ କହି ଉଦ୍‌ବୋଧନ ଆରମ୍ଭ କରି କହିଲେ ପାଇକ ସଂଗାମ ହେଉଛି ଭାରତର ଗର୍ବ ଓ ଗୌରବର ସ୍ମାରକୀ।...

ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ ଉତ୍ସବ: ଯୋଗ ଦେଲେ ରାଷ୍ଟ୍ରପତି

ଖୋର୍ଦ୍ଧା ଅଫିସ,୮।୧୨: ଖୋର୍ଦ୍ଧା ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବା ନେଇ ଆୟୋଜିତ କାର୍ଯ୍ୟକମରେ ସେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତିତ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ...

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ ହେଉ ନା କାହିଁକି ବହି ପୁସ୍ତକ ନିଶ୍ଚୟ ତିଷ୍ଠି ରହିବ। ଜ୍ଞାନ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri