ଖୋର୍ଦ୍ଧା

ପାଇକ ସଂଗ୍ରହାଳୟ ଏବେ ଭୂତକୋଠି

ଖୋର୍ଦ୍ଧା ଅଫିସ,୬ା୮: ଗୋଟିଏ ଜାତି ତା’ର ବୀରତ୍ୱ, କଳା, ସଂସ୍କୃତି, ଭାସ୍କର୍ଯ୍ୟକୁ ନେଇ ପରିଚୟ ବହନ କରେ। ସଂସ୍କୃତି ଓ ପରମ୍ପରା ବିଲୁପ୍ତ ହେଲେ ସେହି ଜାତିର ସମୃଦ୍ଧି ନଷ୍ଟ ହେବା ସହ ଅଧଃପତନ ଘଟିଥାଏ ବୋଲି କୁହାଯାଏ। ଯେଉଁ...

ମୁଣ୍ଡିଆ ପାହାଡ ପଛପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ: କେହି ମାରି ଫୋପାଡ଼ି ଥିବା ସନ୍ଦେହ

ଖୋର୍ଦ୍ଧା ଅଫିସ,୫।୮: ଖୋର୍ଦ୍ଧା ଜିଲା ନିଜିଗଡ ତାପଙ୍ଗ ହାତିଆ ମୁଣ୍ଡିଆ ପାହାଡ ଏକ ମନ୍ଦିର ପଛପଟୁ ସଦର ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଜବତ କରିଛି। ମୃତକ ହେଲେ ତାପଙ୍ଗ ଗ୍ରାମ ବାଘଟାଙ୍ଗି ସାହିର ରାଉଳ ନାୟକ(୫୫)। ସାଇଣ୍ଟିଫିକ୍‌ ଟିମ...

ସହାୟତା ଅପେକ୍ଷାରେ ଅଙ୍କିତା

ଜଟଣୀ,୨।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗଜପତି ନଗରରେ ରହୁଥିବା ଅମୂଲ୍ୟ ସାହୁଙ୍କ ଝିଅ ଅଙ୍କିତା ପ୍ରିୟଦର୍ଶିନୀ(୧୨)। ଖେଳକୁଦ ଓ ପାଠପଢ଼ା ବସୟରେ ଅଙ୍କିତା ଆପଲାଷ୍ଟିକ ଆନିମିଆ ଓ କିଡନୀ ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଜୀବନ ବିତାଉଛନ୍ତି।...

ଜଳ ପାଲଟିଛି ଜହର

ଖୋର୍ଦ୍ଧା ଅଫିସ,୨।୮: କୁହାଯାଏ ଜଳ ହିଁ ଜୀବନ। ଦୈନନ୍ଦିନ ଜୀବନରେ ଜଳର ଅତି ଆବଶ୍ୟକତା ରହିଛି। ଜଳ ବିନା ଜୀବଜଗତ ବଞ୍ଚିବା କଷ୍ଟକର। ତେବେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବୋରିକ ନୂଆଗାଁରେ ଜଳ ପାଲଟିଛି ଜହର। ଏହି ଗ୍ରାମରେ...

୩ରେ ଖୋଲିବ ନନ୍ଦନକାନନ

ବାରଙ୍ଗ,୨ା୮(ଡି.ଏନ୍‌.ଏ.): ୩ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ୩ ତାରିଖ(ମଙ୍ଗଳବାର)ରେ ଖୋଲିବ। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକମାନେ ସଫାରି, ବ୍ୟାଟେରୀଚାଳିତ ଗାଡ଼ିରେ ବୁଲିବା, ବୋଟିଂର ସୁବିଧା ଏବେ...

ସବୁଠି ଆବର୍ଜନା: ଘାରିଛି ଡେଙ୍ଗୁ ଭୟ

ଜଟଣୀ,୧।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ମଶାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଦୀର୍ଘଦିନ ଧରି ଅଳିଆ ସଫା ନ ହେବାରୁ ଡ୍ରେନ୍‌ଗୁଡ଼ିକରେ ଆବର୍ଜନା ପଡ଼ି ରହି ପୋତି ହୋଇଗଲାଣି। ଘରୁ ବାହାରୁଥିବା ଅପରିଷ୍କାର...

ଓଡ଼ିଶା ମାଟିରେ ଫଳୁଛି ସେଓ: ପ୍ରେରଣା ସାଜିଛନ୍ତି ଅରୁଣ

ଖୋର୍ଦ୍ଧା ଅଫିସ,୧।୮: କାଶ୍ମୀର କି ହିମାଚଳ ପ୍ରଦେଶ ନୁହେଁ, ଏବେ ଓଡ଼ିଶା ମାଟିରେ ଫଳୁଛି ସେଓ। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଆରିକମା ଗାଁର ଅରୁଣ କୁମାର ନାୟକ ଅନ୍‌ଲାଇନରେ ସେଓ ଚାରାକିଣି ନିଜ ବାରିରେ ଲଗାଇଥିଲେ। ଏବେ ସେଥିରେ...

ଚାକିରି, ଋଣ ଦେବା ଆଳରେ ୭.୧୩ ଲକ୍ଷ ଠକେଇ

ଖୋର୍ଦ୍ଧା ଅଫିସ,୨୯ା୭: ନିଜକୁ ଆର୍‌ବିଏଲ ବ୍ୟାଙ୍କ ଓଡ଼ିଶା ମୁଖ୍ୟ ପରିଚୟ ଦେଇ ଋଣ ଓ ଚାକିରି କରାଇଦେବାକୁ କହି ଏକାଧିକ ବ୍ୟକ୍ତିଙ୍କଠାରୁ ୭ ଲକ୍ଷ ୧୩ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଟାଉନ ଥାନା ପୋଲିସ...

ଅଙ୍ଗନୱାଡି ଖାଦ୍ୟ ବାଟମାରଣା

ଖୋର୍ଦ୍ଧା ଅଫିସ,୨୮ା୭:ଗର୍ଭବତୀ ମହିଳା ଓ ଶିଶୁଙ୍କ ଯତ୍ନ ସହ ପିଲାଙ୍କୁ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା ପ୍ରଦାନ ସକାଶେ ସରକାର ଅଙ୍ଗନୱାଡି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ମା’ ଓ ଶିଶୁଙ୍କ ସ୍ବାସ୍ଥ୍ୟର ଯତ୍ନ ଲାଗି ବିଭିନ୍ନ ସମୟରେ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକୁ ଛତୁଆ,...

କ୍ୟାନ୍‌ସର ହସ୍ପିଟାଲ ଜମିକୁ ନେଇ ବିିବାଦ

ଖୋର୍ଦ୍ଧା ଅଫିସ,୨୭। ୭:  ଖୋର୍ଦ୍ଧା ଜିଲା ଜଟଣୀ ଇନ୍‌ଫୋଭ୍ୟାଲିଠାରେ ଅତ୍ୟାଧୁନିକ କ୍ୟାନ୍‌ସର ହସ୍ପିଟାଲ ବାଗ୍‌ଚୀ-ଶ୍ରୀଶଙ୍କର କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନ ଏବଂ ବାଗଚୀ-କରୁଣାଶ୍ରୟ ଉପଶମ ସେବା କେନ୍ଦ୍ରର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।...

ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଭୁବନେଶ୍ୱର,୨୬।୭ (ବ୍ୟୁରୋ)କରୋନା କବଳରୁ ମୁକୁଳି ପାରି ନ ଥିବା ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଡର ଘାରିଛି। ସହରରେ ସଂକ୍ରମଣ ବ୍ୟାପୁଥିବାବେଳେ ଘରେ ଘରେ ଡେଙ୍ଗୁ ଜ୍ୱର ଚିନ୍ତା ବଢ଼ାଇଛି। ପରିବାରର ଜଣେ ସଂକ୍ରମିତ ହେବା ପରେ ପଛକୁ ପଛ ଅନ୍ୟମାନେ...

ଟିକାକରଣ ନୈରାଶ୍ୟଜନକ

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଗ୍ରାମାଞ୍ଚଳରେ ସପ୍ତାହକ ବ୍ୟବଧାନ ପରେ ସୁସ୍ଥହାର କମିଥିଲେ ମଧ୍ୟ ଦୈନିକ ସଂକ୍ରମଣ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁହାର ବୃଦ୍ଧି ପାଇଥିବା ପ୍ରଶାସନର ରିପୋର୍ଟରୁ ଜଣାପଡ଼ିଛି। ରବିବାର ୯୬ଜଣ ଆକ୍ରାନ୍ତ ହୋଇଥିବାବେଳେ ୨୯ଜଣ ସୁସ୍ଥ ହୋଇଛନ୍ତି। ୭ଜଣଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri