ଖୋର୍ଦ୍ଧା

ଜଳିଗଲା ଘାଗୁଡ଼ିିବନ୍ଧ ଜଙ୍ଗଲ

ଖୋର୍ଦ୍ଧା ଅଫିସ,୧୫ା୩:ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ ହରିପୁର ପଞ୍ଚାୟତର ପୋଡ଼ପଡ଼ା ଗ୍ରାମ ନିକଟ ଘାଗୁଡ଼ିିବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ଏକ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ନିମିଷକରେ ନିଆଁ କ୍ଷୀପ୍ର...

ଶିମିଳିପାଳ ପରେ ବରୁଣେଇରେ ନିଆଁ

ଖୋର୍ଦ୍ଧା ଅଫିସ,୧୫ା୩: ଶିମିଳିପାଳ ପରେ ନିଆଁ ଆଁରେ ଖୋର୍ଦ୍ଧା ଜିଲାର ବରୁଣେଇ ଜଙ୍ଗଲ। ରବିବାର ଗଡ଼ଖୋର୍ଦ୍ଧା ନିକଟ ବରୁଣେଇ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ହେକ୍ଟର ପରିମିତ ଅଞ୍ଚଳରେ ନିଆଁ ଲାଗିିଛି। ତେବେ କୌଣସି ଗଛ ନଷ୍ଟ ହୋଇନାହିଁ,...

ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ନିଆଁ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ନିଆଁ ୫ ଫୁଟ ଉପରେ ଜଳୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଖରା ଧାସ, ଏବଂ ପାଣିର...

ଫାଣ୍ଡି ପରିସର କାର୍‌ରେ ଥିଲା ମହିଳାଙ୍କ କଙ୍କାଳ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୪।୩(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରୁ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। କମିଶନରେଟ ପୋଲିସ ତଦନ୍ତ ମଧ୍ୟ କରିଥିଲା। ହେଲେ ଘଟଣାକୁ ପୂରା ଚପାଇ ଦିଆଯାଇଥିଲା।...

କଟକଣାରେ ପାଳନ ହେବ ମହାଶିବରାତ୍ରି

ଖୋର୍ଦ୍ଧା ଅଫିସ,୧୧ା୩:କୋଭିଡ୍‌ କଟକଣାରେ ପାଳନ ହେବ ଜାଗର ଯାତ୍ରା ତଥା ମହାଶିବରାତ୍ରି। ଏନେଇ ବୁଧବାର ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ ଉପଖଣ୍ଡ ଅଞ୍ଚଳରେ ଥିବା ମନ୍ଦିର କମିଟିକୁ ନୋଟିସ ଜାରି କରିଛନ୍ତି। ଜାଗର ପାଇଁ ଶୈବପୀଠଗୁଡିକରେ ଲକ୍ଷାଧିକ ଭକ୍ତଙ୍କ ସମାଗମ...

ହାତୀ ଆକ୍ରମଣରେ ଦମ୍ପତି ଗୁରୁତର

ନିରାକାରପୁର,୧୦।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁରରେ ବୁଧବାର ହାତୀ ଆକ୍ରମଣରେ ଏକ ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଲେଣ୍ଡୋ ପଞ୍ଚାୟତ ଆସେଲୀ ଗ୍ରାମର ବୀର ସାହୁ(୭୦) ଓ ତାଙ୍କ ସ୍ତ୍ରୀ ହୀରା ଦେଇ (୬୫)।...

ପରଦା କଳାକୁ ପ୍ରୋତ୍ସାହନ ନାହିଁ

ଖୋର୍ଦ୍ଧା ଅଫିସ, ୧୦ା୩: ଏକଦା ପରଦା କଳାକୁ ନେଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଧଳାପଥର ଗ୍ରାମ। ଏହି ଗ୍ରାମର ଉଦୟନାଥ ସାହୁଙ୍କ ଭଳି ପ୍ରତିଭାବାନ ଶିଳ୍ପୀଙ୍କ ହାତର ଯାଦୁରେ ଚମକୁଥିଲା କଳାକୃତି। ଦେଶ...

କୁଆଖାଇ, କୁଶଭଦ୍ରା ଜଳ ସଂରକ୍ଷଣକୁ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧୦ା୩: ଖୋର୍ଦ୍ଧା ଜିଲା ପରିଷଦର ୭ମ ସାଧାରଣ ବୈଠକ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଦଳାଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,...

ମିଳୁନି ପାଣି, ଲୋକେ ହନ୍ତସନ୍ତ

ବେଗୁନିଆ,୭ା୩(ଡି.ଏନ୍‌.ଏ.): ଗତ କିଛିଦିନ ଧରି ପ୍ରଚଣ୍ଡ ତାତି ଯୋଗୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଫଳରେ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେତେକ ଗ୍ରାମରେ ନଳକୂପ...

ହେଲମେଟ ଚେକିଂ ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଯାଁଳା,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡି ଅଧୀନ ତଳକ୍ଷେତା ନିକଟରେ ଶୁକ୍ରବାର ହେଲମେଟ ଚେକିଂ ବେଳେ ଜଣେ ମହିଳାଙ୍କ ଉପରେ ଟ୍ରକ୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ବଳରାମ ପ୍ରସାଦ ଅଞ୍ଚଳର ଲକ୍ଷ୍ମୀଧର ରାଉତଙ୍କ...

ଅତିଷ୍ଠ କରୁଛି ଜଙ୍ଗଲ ନିଆଁ

ବେଗୁନିଆ,୫।୩(ଡି.ଏନ୍‌.ଏ.): ଦିନକୁ ଦିନ ଗ୍ରୀଷ୍ମପ୍ରବାହ ଅସହ୍ୟ ହେଉଥିବାବେଳେ ଜଙ୍ଗଲରେ ନିଆଁ ଲାଗିବା ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତବର୍ଷ ଗ୍ରୀଷ୍ମଋତୁ ଆରମ୍ଭରୁ ଏପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପ୍ରାୟ ୩୦୦ ଏକର କାଜୁଜଙ୍ଗଲ ଜଳିଯାଇଥିବା...

ସୁଧୁରୁନି ଖୋର୍ଦ୍ଧା ସହର ଟ୍ରାଫିକ୍‌ ସମସ୍ୟା

ଖୋର୍ଦ୍ଧା ଅଫିସ,୪।୩: ଖୋର୍ଦ୍ଧା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚଣ୍ଡିଚୁଆଠାରୁ ମୁକୁନ୍ଦପ୍ରସାଦ, ଡାକ୍ତର୍ସ ଲେନ୍‌ଠାରୁ ଗୁରୁଜଙ୍ଗ ରାସ୍ତା, ଥାନାଛକ (ଟ୍ରାଫିକ ଛକ) ଠାରୁ ନୂଆ ବସ୍‌ଷ୍ଟାଣ୍ଡ, ବସ୍‌ଷ୍ଟାଣ୍ଡଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ, ବାଟମଙ୍ଗଳା ଠାରୁ ଚଣ୍ଡିଚୁଆ ଛକ ଭାୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri