Advertisement

କୋରାପୁଟ

ଦାବି ପୂରଣ ନ ହେଲେ ରବି ମଣ୍ଡିରେ ଧାନ କିଣିବେନି ମିଲରଦାବି ପୂରଣ ନ ହେଲେ ରବି ମଣ୍ଡିରେ ଧାନ କିଣିବେନି ମିଲର

ଦାବି ପୂରଣ ନ ହେଲେ ରବି ମଣ୍ଡିରେ ଧାନ କିଣିବେନି ମିଲର

ଜୟପୁର, ୩୦ା୫(ନି.ପ୍ର.): କୋରାପୁଟ ଜିଲା ମିଲର୍ସ ସଂଘ ବୈଠକ ବୋରିଗୁମ୍ମାଠାରେ ଅନୁଷ୍ଠିତ ହୋଇଯାଇଛି। ସରକାରଙ୍କ ନୂଆ ନିୟମ ଏମ୍‌ଏମ୍‌ଡିଏଫ୍‌କୁ କୋରାପୁଟ ଜିଲା ମିଲର୍ସ ମାଲିକ ସଂଘ ବିରୋଧ କରିଛି।…

3 years ago
କୋରାପୁଟର ଦୟାନିଧିଗୁଡ଼ା ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧିକୋରାପୁଟର ଦୟାନିଧିଗୁଡ଼ା ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କୋରାପୁଟର ଦୟାନିଧିଗୁଡ଼ା ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କୋରାପୁଟ,୩୦ା୫(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅଧୀନ ଦୟାନିଧିଗୁଡ଼ାରେ ଶନିବାର ଟ୍ରକ୍‌-ଅଟୋ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨ରେ ପହଞ୍ଚତ୍ଛି। ଘଟଣାସ୍ଥଳରେ ମୂଷାପୁଟ ଗ୍ରାମର ପିଙ୍କି ପ୍ରଧାନୀଙ୍କ ମୃତ୍ୟୁ ହୋଇଥିଲା। କୋରାପୁଟ…

3 years ago
ଶୋଷ ମେଣ୍ଟାଉଛି ଚୁଆ ପାଣିଶୋଷ ମେଣ୍ଟାଉଛି ଚୁଆ ପାଣି

ଶୋଷ ମେଣ୍ଟାଉଛି ଚୁଆ ପାଣି

ଦଶମନ୍ତପୁର, ୩୦ା୫ (ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଯୋଗୁ ଶୁଖିଯାଉଛି କୂଅ, ନଳକୂଅ। ଟୋପାଏ ପାଣି ପାଇଁ ଗ୍ରାମବାସୀ ଡହଳବିକଳ ହେଉଛନ୍ତି। ପିଇବା ପାଣି ମୁନ୍ଦାଏ ପାଇଁ ବୁଲିବାକୁ ପଡୁଛି କେତେଆଡ଼।…

3 years ago
ସବୁ ବର୍ଗର ବ୍ୟକ୍ତିଙ୍କୁ ୬୦ ପରେ ପେନ୍‌ସନ ଦିଆଯାଉସବୁ ବର୍ଗର ବ୍ୟକ୍ତିଙ୍କୁ ୬୦ ପରେ ପେନ୍‌ସନ ଦିଆଯାଉ

ସବୁ ବର୍ଗର ବ୍ୟକ୍ତିଙ୍କୁ ୬୦ ପରେ ପେନ୍‌ସନ ଦିଆଯାଉ

ଜୟପୁର, ୩୦ା୫(ନି.ପ୍ର.): ନିଖିଳ ଓଡ଼ିଶା ଇପିଏଫ୍‌ ପେନସନ ଅନ୍ତର୍ଭୁକ୍ତ ବରିଷ୍ଠ ଶ୍ରମିକ କର୍ମଚାରୀଙ୍କ ଏକ ସଭା ସ୍ଥାନୀୟ ଯାଦବ ଭବନରେ କୋରାପୁଟ ଜିଲା ଶାଖା ସଭାପତି ନଳିନୀକାନ୍ତ…

3 years ago
୨୧ ବର୍ଷ ପରେ ଫେରାର ଅଭିଯୁକ୍ତ ଗିରଫ୨୧ ବର୍ଷ ପରେ ଫେରାର ଅଭିଯୁକ୍ତ ଗିରଫ

୨୧ ବର୍ଷ ପରେ ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୩୦ା୫ (ନି.ପ୍ର.)- ୨୧ ବର୍ଷ ଧରି ଫେରାର ଥିବା ଅଭିଯୁକ୍ତଙ୍କୁ ଜୟପୁର ଟାଉନ ପୋଲିସ ଗିରଫ କରିଛି। ସେ ହେଲେ ଗଙ୍ଗାନଗରର ଇସାକ ଖାନ (୬୯)। ପୋଲିସ…

3 years ago
ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ

ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ

କୋରାପୁଟ,୩୦ା୫(ସ୍ବ.ପ୍ର.): କୋରାପୁଟ-ଜୟପୁର ୨୬ ନଂ. ଜାତୀୟ ରାଜପଥର ବଗେଇପଦର ଛକ ନିକଟରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ମୃତକ ହେଲେ ଜୟପୁର ସହର ପାୱ୍ବାର…

3 years ago
ଅଟୋ ଉପରେ ମାଡ଼ିଗଲା ଟ୍ରକ୍‌: ୩ ଜଣଙ୍କ ଜୀବନ ଗଲାଅଟୋ ଉପରେ ମାଡ଼ିଗଲା ଟ୍ରକ୍‌: ୩ ଜଣଙ୍କ ଜୀବନ ଗଲା

ଅଟୋ ଉପରେ ମାଡ଼ିଗଲା ଟ୍ରକ୍‌: ୩ ଜଣଙ୍କ ଜୀବନ ଗଲା

କୋରାପୁଟ,୨୮ା୫(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ଦୟାନିଧିଗୁଡ଼ା ନିକଟରେ ଏକ ଅଟୋ ଉପରେ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ…

3 years ago
କୋଟିଆରେ ଥାନା ଉଦ୍‌ଘାଟନ କଲା ଓଡ଼ିଶା, ସ୍ଥିତି ପରଖିଲା ଆନ୍ଧ୍ରକୋଟିଆରେ ଥାନା ଉଦ୍‌ଘାଟନ କଲା ଓଡ଼ିଶା, ସ୍ଥିତି ପରଖିଲା ଆନ୍ଧ୍ର

କୋଟିଆରେ ଥାନା ଉଦ୍‌ଘାଟନ କଲା ଓଡ଼ିଶା, ସ୍ଥିତି ପରଖିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୨୭।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଥାନା ଉଦ୍‌ଘାଟନ କରାଯିବା ପରେ ଗୁରୁବାର ଆନ୍ଧ୍ର ପ୍ରଶାସନିକ ଅଧିକାରୀମାନେ…

3 years ago
ବରଗଛ ମୂଳେ ବ୍ୟାଙ୍କ ସେବା, ଗ୍ରାମାଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟାବରଗଛ ମୂଳେ ବ୍ୟାଙ୍କ ସେବା, ଗ୍ରାମାଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା

ବରଗଛ ମୂଳେ ବ୍ୟାଙ୍କ ସେବା, ଗ୍ରାମାଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା

ପଟ୍ଟାଙ୍ଗୀ୨୩ା୫(ଡି.ଏନ.ଏ.): ବର୍ତ୍ତମାନ ଅନେକ ସରକାରୀ ଓ ବେସରକାରୀ କାର୍ଯ୍ୟ ଅନ୍‌ଲାଇନ ମାଧ୍ୟମରେ ହେଉଛି। ଟେଲି ନେଟୱାର୍କ ସୁବିଧା ଥିବା ଅଞ୍ଚଳରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ହେଉଛି। କିନ୍ତୁ…

3 years ago
ଡଙ୍ଗା ଓଲଟି ଜଣେ ନିଖୋଜଡଙ୍ଗା ଓଲଟି ଜଣେ ନିଖୋଜ

ଡଙ୍ଗା ଓଲଟି ଜଣେ ନିଖୋଜ

ଲମତାପୁଟ, ୨୩।୫(ଡି.ଏନ୍‌.ଏ.): ମାଛକୁଣ୍ଡ ନଦୀରେ ଡଙ୍ଗା ଓଲଟି ପଡ଼ିବାରୁ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣାପଡ଼ିଛି । ବାଙ୍ଗୁରୁ ପଡା ଗାଁରୁ ଆନ୍ଧ୍ରପ୍ରଦେଶର ସିନ୍ଧିପୁଟ ଗାଁକୁ ଡଙ୍ଗା…

3 years ago