Advertisement

କୋରାପୁଟ

ଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେ

ଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେ

ଜୟପୁର,୨୯ା୫(ଡି.ଏନ୍‌.ଏ.)-ଚାଷୀଙ୍କ ଅମଳ ରବିଧାନ କ୍ରୟ ପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଣ୍ଡି ଆରମ୍ଭ ହୋଇଛି। ମାତ୍ର ଚାଷୀଙ୍କ ଅମଳ ଧାନ ନିମ୍ନମାନର ଆଳ ଦେଖାଇ କୁଇଣ୍ଟାଲ ପିଛା…

5 years ago
ସଙ୍ଗରୋଧ କେନ୍ଦ୍ରରେ ପ୍ରସବ କଲେ ମହିଳାସଙ୍ଗରୋଧ କେନ୍ଦ୍ରରେ ପ୍ରସବ କଲେ ମହିଳା

ସଙ୍ଗରୋଧ କେନ୍ଦ୍ରରେ ପ୍ରସବ କଲେ ମହିଳା

ବୋରିଗୁମ୍ମା,୨୮ା୫(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ କାଠରଗଡ଼ା ସଙ୍ଗରୋଧ କେନ୍ଦ୍ରରେ ଜଣେ ମହିଳା ପ୍ରସବ କରିଛନ୍ତି। ବୁଧବାର ସାରେ ସେ ଏକ ଶିଶୁପତ୍ରକୁ ଜନ୍ମ ଦେଇଥିବା ଜଣାପଡ଼ିଛି।…

5 years ago
ଶ୍ରମିକ, ଚାଷୀଙ୍କୁ ସହାୟତା ଯୋଗାଇ ଦିଅନ୍ତୁ କେନ୍ଦ୍ର, ରାଜ୍ୟ ସରକାରଶ୍ରମିକ, ଚାଷୀଙ୍କୁ ସହାୟତା ଯୋଗାଇ ଦିଅନ୍ତୁ କେନ୍ଦ୍ର, ରାଜ୍ୟ ସରକାର

ଶ୍ରମିକ, ଚାଷୀଙ୍କୁ ସହାୟତା ଯୋଗାଇ ଦିଅନ୍ତୁ କେନ୍ଦ୍ର, ରାଜ୍ୟ ସରକାର

ଜୟପୁର ,୨୮ା୫(ଡି.ଏନ.ଏ./ନି.ପ୍ର. )- କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଗୁରୁବାର ଜିଲା କଂଗ୍ରେସଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବାହାର ରାଜ୍ୟରୁ ଫେରିଥିବା ପ୍ରବାସୀ,…

5 years ago
କର୍ମଚାରୀଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ନ ଦେଲେ ଗଡିବନି ବସ୍‌କର୍ମଚାରୀଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ନ ଦେଲେ ଗଡିବନି ବସ୍‌

କର୍ମଚାରୀଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ନ ଦେଲେ ଗଡିବନି ବସ୍‌

ଜୟପୁର,୨୮ା୫(ଡି.ଏନ.ଏ./ନି.ପ୍ର. )- ଯାତ୍ରୀବାହୀ ବସ୍‌ ଚଳାଚଳ ଆସନ୍ତା ୧ରୁ ଚାଲିବ। ଏନେଇ ରାଜ୍ୟସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ହୋଇଛି। ବିଭିନ୍ନ ଘୋରଇ ବସ୍‌ ମାଲିକ ସଂଘ…

5 years ago
୧୨ପରିବାରଙ୍କ ଘର ଉଜାଡ଼ିଲା ଅଦିନିଆ ଝଡ଼ବର୍ଷା୧୨ପରିବାରଙ୍କ ଘର ଉଜାଡ଼ିଲା ଅଦିନିଆ ଝଡ଼ବର୍ଷା

୧୨ପରିବାରଙ୍କ ଘର ଉଜାଡ଼ିଲା ଅଦିନିଆ ଝଡ଼ବର୍ଷା

ଦଶମନ୍ତପୁର,୨୫ା୫ (ଡି.ଏନ୍‌.ଏ.)-କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚ଼ଣାବାଡ଼ ପଞ୍ଚାୟତର ଏସ୍‌.ଡଣ୍ଡାବାଡ଼ ଗ୍ରାମରେ ରବିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହୋଇଛି। ଫଳରେ ଗ୍ରାମର ୧୨ ଜଣଙ୍କ ଘର…

5 years ago
କୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟକୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

କୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଜୟପୁର,୨୫ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ସୋମବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଜୟପୁର ସହରର ହୋଇଥିବା ବେଳେ ଦଶମନ୍ତପୁର ବ୍ଲକର ଜଣେ,…

5 years ago
ଅସମତିଙ୍କ କଅଁଳ କାନ୍ଧରେ ୪ ଭଉଣୀଭାଇଙ୍କ ଦାୟିତ୍ୱଅସମତିଙ୍କ କଅଁଳ କାନ୍ଧରେ ୪ ଭଉଣୀଭାଇଙ୍କ ଦାୟିତ୍ୱ

ଅସମତିଙ୍କ କଅଁଳ କାନ୍ଧରେ ୪ ଭଉଣୀଭାଇଙ୍କ ଦାୟିତ୍ୱ

କୁନ୍ଦୁରା,୨୩ା୫(ଡି.ଏନ.ଏ.)-କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲିମା ପଞ୍ଚାୟତ ଅନ୍ତର୍ଗତ ବାନ୍ଧିଆଗୁଡ଼ା ଗ୍ରାମରେ ବୈଶାଗୁ ମରିଚଫୁଲିଆଙ୍କ ପରିବାର ବସବାସ କରନ୍ତି। ସୁରୁଖୁରୁରେ ପରିବାର ଚଳୁଥିବା ବେଳେ ପ୍ରଥମେ ୪ବର୍ଷ…

5 years ago
ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟରଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଜୟପୁର,୨୦ା୫(ଡି.ଏନ୍‌.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର ରେଞ୍ଜ୍‌ର…

5 years ago
ମୋବାଇଲ କିଣି ନ ଦେବାରୁ ପୁଅ କଲା ଆତ୍ମହତ୍ୟାମୋବାଇଲ କିଣି ନ ଦେବାରୁ ପୁଅ କଲା ଆତ୍ମହତ୍ୟା

ମୋବାଇଲ କିଣି ନ ଦେବାରୁ ପୁଅ କଲା ଆତ୍ମହତ୍ୟା

ପଟ୍ଟାଙ୍ଗି,୧୯ା୫(ଡି.ଏନ.ଏ)-ବାପା ମୋବାଇଲ୍‌ କିଣି ନ ଦେବାରୁ ପୁଅ(୧୪) ଆତ୍ମହତ୍ୟା କରିବା ପରି ଘଟଣା କୋରାପୁଟ ଜିଲା ପଟାଙ୍ଗି ଥାନା ତଥା ସେମିଳିଗୁଡା ବ୍ଲକ ଅଞ୍ଚଳରେ ଘଟିଛି। ଖବରରୁ…

5 years ago
କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟିତକୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟିତ

କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟିତ

ଜୟପୁର, ୧୮ା୫ (ନି.ପ୍ର.): କୋରାପୁଟ ମହିଳା ମହାବିଦ୍ୟାଳୟରେ କୋଭିଡ୍‌ କେୟାର ସେଣ୍ଟର ସୋମବାର ଉଦ୍‌ଘାଟିତ ହୋଇଯାଇଛି। ୨ଶହ ଶଯ୍ୟା ବିଶିଷ୍ଟ ଏହି ସେଣ୍ଟରକୁ ଜିଲାପାଳ ମଧୁସୂଦନ ମିଶ୍ର…

5 years ago