Advertisement

କୋରାପୁଟ

ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) - ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି ଟାଉନଥାନା…

5 years ago
୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମରେ ପାଳିତ୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମରେ ପାଳିତ

୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମରେ ପାଳିତ

ଜୟପୁର,୨୬।୧(ଡି.ଏନ.ଏ): କୋରାପୁଟ ଜିଲାର ଜୟପୁରରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜୟପୁର ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ…

5 years ago
ବାଲିଯାତ୍ରା ପାଇଁ ବାଲି ସଂଗ୍ରହବାଲିଯାତ୍ରା ପାଇଁ ବାଲି ସଂଗ୍ରହ

ବାଲିଯାତ୍ରା ପାଇଁ ବାଲି ସଂଗ୍ରହ

ବୋରିଗୁମ୍ମା, ୨୩ା୧ (ଡି.ଏନ୍‌.ଏ.) ବୋରିଗୁମ୍ମା ଐତିହାସିକ କୃଷି ପର୍ବ ବାଲିଯାତ୍ରା ନିମନ୍ତେ ବୁଧବାର ବାଲି ସଂଗ୍ରହ କରାଯାଇଛି। ଅବିଭକ୍ତ କୋରାପୁଟ ଜିଲାରେ ଏହି ପର୍ବର ଏକ ସ୍ବତନ୍ତ୍ର…

5 years ago
ଜୟପୁରରେ ଭାଜପାର ସିଏଏକୁ ସମର୍ଥନ ରାଲି: ଯୋଗ ଦେଲେ ରୂପା ଗାଙ୍ଗୁଲୀଜୟପୁରରେ ଭାଜପାର ସିଏଏକୁ ସମର୍ଥନ ରାଲି: ଯୋଗ ଦେଲେ ରୂପା ଗାଙ୍ଗୁଲୀ

ଜୟପୁରରେ ଭାଜପାର ସିଏଏକୁ ସମର୍ଥନ ରାଲି: ଯୋଗ ଦେଲେ ରୂପା ଗାଙ୍ଗୁଲୀ

ଜୟପୁର,୨୨।୧(ଡି.ଏନ୍‌.ଏ.): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ସଭା ଏମ୍‌ପି ରୂପା ଗାଙ୍ଗୁଲୀ ବୁଧବାର କୋରାପୁଟ ଜିଲା ଜୟପୁର ଯାତ୍ରା କରିଛନ୍ତି। ସେଠାରେ ନାଗରିକତ୍ୱ ସଂଶୋଧନ…

5 years ago
ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ

ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ

କୋରାପୁଟ, ୨୦।୧(ସ୍ବ.ପ୍ର): କୋରାପୁଟ ଜିଲା ସେମିଳିଗୁଡା ପୋଲିସ ଦ୍ୱାରା ସୋମବାର ବିପୁଳ ପରିମାଣରେ ଗଞ୍ଜେଇ ଜବତ କରାଯାଇଛି। ଗଞ୍ଜେଇ ଭର୍ତ୍ତି ଟ୍ରକକୁ ଜବତ କରିବା ସହ ଏଥିରେ…

5 years ago
ନାଁ ଧନମତି, ଦାରିଦ୍ର୍ୟ-ଦୁଃଖ ଆଜନ୍ମନାଁ ଧନମତି, ଦାରିଦ୍ର୍ୟ-ଦୁଃଖ ଆଜନ୍ମ

ନାଁ ଧନମତି, ଦାରିଦ୍ର୍ୟ-ଦୁଃଖ ଆଜନ୍ମ

ବୈପାରୀଗୁଡ଼ା,୨୦ା୧(ଡି.ଏନ୍‌.ଏ.) ନାଁ ତାଙ୍କର ଧନମତି। କିନ୍ତୁ ଦୁଃଖ ଓ ଦାରିଦ୍ର୍ୟ ତାଙ୍କର ଆଜନ୍ମ। ବୈପାରୀଗୁଡ଼ା ବ୍ଲକ ଚେରକା ପଞ୍ଚାୟତ ସିନ୍ଧିଗାଁ ନିକଟସ୍ଥ ଭେଜାପଦର ଗ୍ରାମର ଧନମତି ଗୌଡ଼…

5 years ago
ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ

ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ

ଜୟପୁର,୧୮।୧(ଡି.ଏନ୍‌.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ ପ୍ରଶାସନ…

5 years ago
ଅବ୍ୟବସ୍ଥିତ ବ୍ୟାଙ୍କସେବା ପାଇଁ ସୁଫଳ ଦେଉନି ‘କାଳିଆ’ଅବ୍ୟବସ୍ଥିତ ବ୍ୟାଙ୍କସେବା ପାଇଁ ସୁଫଳ ଦେଉନି ‘କାଳିଆ’

ଅବ୍ୟବସ୍ଥିତ ବ୍ୟାଙ୍କସେବା ପାଇଁ ସୁଫଳ ଦେଉନି ‘କାଳିଆ’

ବୈପାରୀଗୁଡ଼ା,୧୭।୧(ଡି.ଏନ୍‌.ଏ.) - ଚାଷୀଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର କାଳିଆ ଯୋଜନା କରିଥିବା ବେଳେ କେନ୍ଦ୍ର ସରକାର ପିଏମ୍‌ କିଷାନ ଯୋଜନା କରିଛନ୍ତି। କିନ୍ତୁ ଏହି…

5 years ago

ରାଜ୍ୟପାଳ ପୁରସ୍କାର ପାଇବ ଜାମୁଣ୍ଡା ଏସ୍‌ଏଚ୍‌ଜି

ଜୟପୁର,୧୪।୧(ଡି.ଏନ୍‌.ଏ.) କୋରାପୁଟ ଜିଲା ଜୟପୁର ବ୍ଲକ ଅଧୀନ ଜାମୁଣ୍ଡା ପଞ୍ଚାୟତର ସଦର ମହକୁମାସ୍ଥିତ ମା’ ମୁତ୍ୟାଲୁମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଉଲ୍ଲେଖନୀୟ ଅବଦାନ ପାଇଁ…

5 years ago
ପାହାଡ଼, ନଈଘେରରେ କଟୁଛି ବିଚ୍ଛିନ୍ନାଞ୍ଚଳ ଜୀବନପାହାଡ଼, ନଈଘେରରେ କଟୁଛି ବିଚ୍ଛିନ୍ନାଞ୍ଚଳ ଜୀବନ

ପାହାଡ଼, ନଈଘେରରେ କଟୁଛି ବିଚ୍ଛିନ୍ନାଞ୍ଚଳ ଜୀବନ

ଦଶମନ୍ତପୁର,୧୩।୧(ଡି.ଏନ୍‌.ଏ.) ଚାରିପାଖେ ପାହାଡ଼, ପର୍ବତ ଓ ୩ଟି ନଦୀ। ତାହାରି ଘେର ଭିତରେ ବନ୍ଦୀ ଗୋଟିଏ ଗାଁ। ଯୋଗାଯୋଗ ନାହିଁ। ତେଣୁ ବିକାଶର ଛାଇ ବି ଗାଁ ମାଟି…

5 years ago