Advertisement

କୋରାପୁଟ

ଡାକ୍ତରଖାନା ଯିବା ବାଟରେ ଆଖି ବୁଜିଲେ ମହିଳା: ବଳାତ୍କାର ଅଭିଯୋଗ ଆଣିଲେ ସ୍ବାମୀଡାକ୍ତରଖାନା ଯିବା ବାଟରେ ଆଖି ବୁଜିଲେ ମହିଳା: ବଳାତ୍କାର ଅଭିଯୋଗ ଆଣିଲେ ସ୍ବାମୀ

ଡାକ୍ତରଖାନା ଯିବା ବାଟରେ ଆଖି ବୁଜିଲେ ମହିଳା: ବଳାତ୍କାର ଅଭିଯୋଗ ଆଣିଲେ ସ୍ବାମୀ

ରାୟଗଡା ଅଫିସ,୧୨।୫-ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିନରେ କାମ କରୁଥିବା ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ନେଇ ତାଙ୍କ ସ୍ବାମୀ ଗତ ୭ ତାରିଖରେ ମାଲକାନଗିରି…

5 years ago
କରୋନାଠାରୁ ଗ୍ୟାସ୍‌ ନିର୍ଗତ ଥିଲା ବେଶି ଭୟଙ୍କରକରୋନାଠାରୁ ଗ୍ୟାସ୍‌ ନିର୍ଗତ ଥିଲା ବେଶି ଭୟଙ୍କର

କରୋନାଠାରୁ ଗ୍ୟାସ୍‌ ନିର୍ଗତ ଥିଲା ବେଶି ଭୟଙ୍କର

ଜୟପୁର,୧୦ା୫(ଡି.ଏନ୍‌.ଏ.)- କାରୋନା ଭୂତାଣୁ ଯେତେ ଭୟ ସୃଷ୍ଟି କରି ନ ଥିଲା ନିର୍ଗତ ବିଷାକ୍ତ ଗ୍ୟାସ୍‌ ତା’ଠାରୁ ଅଧିକ ଭୟଙ୍କର ଥିଲା। ଚାରିଆଡ଼େ ଲୋକଙ୍କ ମୃତ୍ୟୁ ଏବଂ…

5 years ago
ଜେଲ୍‌ରେ ଫିନାଇଲ ପିଇ ମହିଳା କଏଦୀଙ୍କ ଜୀବନ ଗଲାଜେଲ୍‌ରେ ଫିନାଇଲ ପିଇ ମହିଳା କଏଦୀଙ୍କ ଜୀବନ ଗଲା

ଜେଲ୍‌ରେ ଫିନାଇଲ ପିଇ ମହିଳା କଏଦୀଙ୍କ ଜୀବନ ଗଲା

ଜୟପୁର,୯ା୫(ନି.ପ୍ର.): ଜୟପୁର ଉପଖଣ୍ଡ କାରାଗାରରେ ବିଚାରାଧୀନ ମାମଲାର ଜଣେ ମହିଳା କଏଦୀ ଫିନାଇଲ ପିଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହିଳା କଏଦୀ ଜଣକ ଦୀର୍ଘଦିନ ହେଲା ଗଞ୍ଜେଇ…

5 years ago
ଆଧାରକାର୍ଡ ସଂଯୋଗ ଆଳରେ ଠକେଇ: ୫୦ ଗ୍ରାମବାସୀଙ୍କ ଜମାଖାତାରୁ ଅର୍ଥ ହଡ଼ପଆଧାରକାର୍ଡ ସଂଯୋଗ ଆଳରେ ଠକେଇ: ୫୦ ଗ୍ରାମବାସୀଙ୍କ ଜମାଖାତାରୁ ଅର୍ଥ ହଡ଼ପ

ଆଧାରକାର୍ଡ ସଂଯୋଗ ଆଳରେ ଠକେଇ: ୫୦ ଗ୍ରାମବାସୀଙ୍କ ଜମାଖାତାରୁ ଅର୍ଥ ହଡ଼ପ

ବୈପାରିଗଡ଼ା,୭ା୫ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗଡ଼ା ବ୍ଲକ ସଦର ପଞ୍ଚାୟତ ସନ୍ତେଇପଟ ଓ ଅମଳାଭଟ୍ଟା ଗ୍ରାମବାସୀ ଠକେଇର ଶିକାର ହୋଇଛନ୍ତି। ନିଜକୁ ବ୍ୟାଙ୍କ କର୍ମଚାରୀ ବୋଲି ପରିଚୟ…

5 years ago
ହାତୀଶାଳ କଲୋନିରେ ବାହାର ରାଜ୍ୟର ୫ ବ୍ୟକ୍ତିହାତୀଶାଳ କଲୋନିରେ ବାହାର ରାଜ୍ୟର ୫ ବ୍ୟକ୍ତି

ହାତୀଶାଳ କଲୋନିରେ ବାହାର ରାଜ୍ୟର ୫ ବ୍ୟକ୍ତି

ଜୟପୁର,୭ା୫(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଉପକଣ୍ଠ ହାତୀଶାଳ କଲୋନିଠାରେ ମହାରାଷ୍ଟ୍ର ରାଜ୍ୟର ରେଜିଷ୍ଟ୍ରେଶନ ଥାଇ ଏକ ଇନୋଭା କାର ଏବଂ ସେଠାରେ ଜଣେ ବ୍ୟକ୍ତିଙ୍କ ଘରେ…

5 years ago
ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦

ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦

ଜୟପୁର,୬ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ବାହାର ରାଜ୍ୟର ଫସି ରହିଥିବା ୭୨ ଜଣ ଏବଂ ରାଜ୍ୟ ଭିତରର ୫୮ଜଣଙ୍କୁ ଗତ ଦୁଇଦିନ ମଧ୍ୟରେ ଜିଲା ପ୍ରଶାସନ ସେମାନଙ୍କ ଅଞ୍ଚଳକୁ…

5 years ago
ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ

ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ

ଜୟପୁର,୪ା୫(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ କୋଭିଡ୍‌ ହସ୍ପିିଟାଲ ପରିଦର୍ଶନ କରିଛନ୍ତି ସଚିବ ଭି. ଭି ଯାଦବ। ସଚିବ ଯାଦବ ହସ୍ପିିଟାଲରେ ପହଞ୍ଚି ଉପସ୍ଥିତ ଜିଲାସ୍ତରୀୟ ଅଧିକାରୀଙ୍କ ସହ…

5 years ago
୯ କୁଇଣ୍ଟାଲ ୯୭ କେଜି ଗଞ୍ଜେଇ ଜବତ୯ କୁଇଣ୍ଟାଲ ୯୭ କେଜି ଗଞ୍ଜେଇ ଜବତ

୯ କୁଇଣ୍ଟାଲ ୯୭ କେଜି ଗଞ୍ଜେଇ ଜବତ

ବୈପାରିଗୁଡ଼ା,୪ା୫(ଡି.ଏନ୍‌.ଏ.): ବୈପାରିଗୁଡା ପୋଲିସ ସୋମବାର ବାତିରିପୁଟ ଛକରୁ ୯କୁଇଣ୍ଟାଲ ୯୭କେଜି ଗଞ୍ଜେଇ ସହ ଏକ ଟ୍ରକ୍‌ ଜବତ କରିଛି। ଏ ନେଇ ବୈପାରିଗୁଡ଼ା ଥାନାରେ ଏକ ମାମଲା…

5 years ago
କ୍ୱାରାଣ୍ଟାଇନ୍‌ କେନ୍ଦ୍ର ବୁଲି ଦେଖିଲେ ଆରକ୍ଷୀ ଉପ ମହାନିର୍ଦ୍ଦେଶକକ୍ୱାରାଣ୍ଟାଇନ୍‌ କେନ୍ଦ୍ର ବୁଲି ଦେଖିଲେ ଆରକ୍ଷୀ ଉପ ମହାନିର୍ଦ୍ଦେଶକ

କ୍ୱାରାଣ୍ଟାଇନ୍‌ କେନ୍ଦ୍ର ବୁଲି ଦେଖିଲେ ଆରକ୍ଷୀ ଉପ ମହାନିର୍ଦ୍ଦେଶକ

ପଟ୍ଟାଙ୍ଗି,୪ା୫(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟର ଲୋକେ ଓ ଛାତ୍ରୀଛାତ୍ର ଅନ୍ୟ ରାଜ୍ୟରେ ଫସିରହିଛନ୍ତି। ଏବେ ଏମାନଙ୍କୁ ନିଜ ରାଜ୍ୟକୁ ଫେରାଇ ନେବା ଲାଗି ପ୍ରକ୍ରିୟା…

5 years ago
କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସଚିବକୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସଚିବ

କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସଚିବ

ଜୟପୁର,୨ା୫(ନି.ପ୍ର.): ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର୍‌ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ସଚିବ ରସିଦ୍‌ ଖାନ୍‌ ଶନିବାର ଜୟପୁରସ୍ଥିତ ଜିଲାସ୍ତରୀୟ…

5 years ago