Advertisement

କୋରାପୁଟ

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାରରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) - କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ, କେହି…

5 years ago
କୂଅ ଖୋଳି ବକେୟା ବିଲ୍‌ ପାଉନାହାନ୍ତି ଚାଷୀକୂଅ ଖୋଳି ବକେୟା ବିଲ୍‌ ପାଉନାହାନ୍ତି ଚାଷୀ

କୂଅ ଖୋଳି ବକେୟା ବିଲ୍‌ ପାଉନାହାନ୍ତି ଚାଷୀ

ବୈପାରୀଗୁଡ଼ା,୨୫।୨(ଡି.ଏନ୍‌.ଏ.) ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କୂଅ ଖୋଳି ବିଲ୍‌ ପାଇବା ପାଇଁ ଜଣେ ଚାଷୀଙ୍କ ହନ୍ତସନ୍ତ ହେବାକୁ ପଡ଼ିଛି। ସେ ହେଲେ ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଖଷର୍ଲିଗୁଡ଼ା ଗ୍ରାମର…

5 years ago
ଗାଈ ଚରାଉଛନ୍ତି ଜାତୀୟସ୍ତରର କବାଡ଼ି ଖେଳାଳିଗାଈ ଚରାଉଛନ୍ତି ଜାତୀୟସ୍ତରର କବାଡ଼ି ଖେଳାଳି

ଗାଈ ଚରାଉଛନ୍ତି ଜାତୀୟସ୍ତରର କବାଡ଼ି ଖେଳାଳି

ଜୟପୁର,୨୩ା୨(ନି.ପ୍ର.) ନୁଆଁଣିଆ ଟିଣ ଛପର ଘର ଖଣ୍ଡେ। ଆଉ ଏହାରି ମଧ୍ୟରେ ମା’-ବାପାଙ୍କ ସହ ନିଜ ଭାଗ୍ୟକୁ ଆଦରି ପଡ଼ିରହିଛନ୍ତି ଜଣେ ଯୁବକ। କେତେବେଳେ ଘର କାମରେ…

5 years ago

ପ୍ରଶାସନିକ ଅବହେଳା, ଅଧାରେ ପଡ଼ିଛି ଆବାସ

କୁନ୍ଦୁରା,୨୨ା୨(ଡି.ଏନ୍‌.ଏ.) କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଗରିବ ହିତାଧିକାରୀଙ୍କ ପାଇଁ ଆସୁଥିବା ପ୍ରଧାନମନ୍ତ୍ରୀ ଆବାସ କିମ୍ବା ବିଜୁ ପକ୍କାଘର ଯୋଜନାରେ ପ୍ରଶାସନିକ ଅବହେଳା ଯୋଗୁ ୨୦୧୮-୧୯ରେ ଶତାଧିକ…

5 years ago
ଉପାନ୍ତ ଶ୍ରୋତାଙ୍କୁ ମନୋରଞ୍ଜନ, ସଚେତନ କରୁଛି ରେଡିଓଉପାନ୍ତ ଶ୍ରୋତାଙ୍କୁ ମନୋରଞ୍ଜନ, ସଚେତନ କରୁଛି ରେଡିଓ

ଉପାନ୍ତ ଶ୍ରୋତାଙ୍କୁ ମନୋରଞ୍ଜନ, ସଚେତନ କରୁଛି ରେଡିଓ

ଜୟପୁର,୨୧।୨(ନି.ପ୍ର.)- ଆଦିବାସୀ ଅଧ୍ୟୁଷିତ ଅବିଭକ୍ତ କୋରାପୁଟ ସହ ଗଜପତି ଜିଲାର ଅନେକ ଗାଁକୁ ଏବେ ମଧ୍ୟ ବିଜୁଳି ପହଞ୍ଚତ୍ନାହିଁ। ସେଭଳି ଗ୍ରାମାଞ୍ଚଳରେ ଲୋକଙ୍କ ମନୋରଞ୍ଜନ ପାଇଁ ଜୟପୁର…

5 years ago
କୋରାପୁଟ ଜିଲାର ୬୩ଟି କେନ୍ଦ୍ରରେ ଚାଲିଛି ମାଟ୍ରିକ୍‌ ପରୀକ୍ଷାକୋରାପୁଟ ଜିଲାର ୬୩ଟି କେନ୍ଦ୍ରରେ ଚାଲିଛି ମାଟ୍ରିକ୍‌ ପରୀକ୍ଷା

କୋରାପୁଟ ଜିଲାର ୬୩ଟି କେନ୍ଦ୍ରରେ ଚାଲିଛି ମାଟ୍ରିକ୍‌ ପରୀକ୍ଷା

ଜୟପୁର, ୧୯।୨(ଡି.ଏନ.ଏ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। କୋରାପୁଟ ଜିଲାରେ ୬୩ଟି କେନ୍ଦ୍ର ପରୀକ୍ଷା ଚାଲିଛି। ସେହିପରି ଜୟପୁର ସହରର…

5 years ago

ଅନିଶ୍ଚିତତାରେ ଗୁଣପୁର-ଥେରୁବାଲି ରେଳପଥ

ଗୁଣପୁର,୧୮ । ୨(ଡି.ଏନ୍‌.ଏ.) କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଛନ୍ଦି ହୋଇ ଅନିଶ୍ଚିତତା ଆଡ଼କୁ ଚାଲିଯାଉଛି ଗୁଣପୁର-ଥେରୁବାଲି ରେଳପଥ। କେନ୍ଦ୍ର ସରକାର ଏହି ପ୍ରକଳ୍ପ ଲାଭଦାୟକ ନ…

5 years ago
ଅଭାବୀ ବିକ୍ରି ହୋଇପାରେ ୨୦ ହଜାର କୁଇଣ୍ଟାଲ ଧାନଅଭାବୀ ବିକ୍ରି ହୋଇପାରେ ୨୦ ହଜାର କୁଇଣ୍ଟାଲ ଧାନ

ଅଭାବୀ ବିକ୍ରି ହୋଇପାରେ ୨୦ ହଜାର କୁଇଣ୍ଟାଲ ଧାନ

କୁନ୍ଦୁରା,୧୩।୨(ଡି.ଏନ୍‌.ଏ.) କୋରାପୁଟ ଜିଲାରେ ଚଳିତବର୍ଷ ଖରିଫ ଋତୁରେ ଅମଳ ଧାନ ବିକ୍ରି କରିବା କିମ୍ବା ଚାଷୀ ପଞ୍ଜୀକୃତ ହେବାରେ ପ୍ରଶାସନ ଯେଉଁ ଦାୟିତ୍ୱହୀନତା ଦେଖାଇଛି, ସେଥିରେ ପ୍ରଭାବିତ ହୋଇଛନ୍ତି…

5 years ago

ଛାତ୍ରୀ ନିବାସର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ଜୟପୁର,୧୨।୨(ଡି.ଏନ୍‌.ଏ.) - ଜୟପୁର ବ୍ଲକ ବାମୁଣିପୁଟରେ ମଙ୍ଗଳ ବିଭାଗର ବିଦ୍ୟାଳୟ ଓ ଜୁନିୟର କଲେଜ ରହିଛି। କିନ୍ତୁ ଏହି ବିଦ୍ୟାଳୟର ଜୁନିୟର ମହାବିଦ୍ୟାଳୟ ପାଇଁ ନିର୍ମାଣ ହୋଇଥିବା…

5 years ago

ସଂପ୍ରସାରଣ ସରିଲାଣି, ରାସ୍ତା ମଝିରୁ ହଟୁନି ଖୁଣ୍ଟ

ଜୟପୁର,୧୨।୨(ନି.ପ୍ର.) - ଜୟପୁର ସହରର ରାସ୍ତା ସଂପ୍ରସାରଣ କାମ ସରିଲା। କିନ୍ତୁ ରାସ୍ତା ମଝିରୁ ହଟିଲାନି ବିଦ୍ୟୁତ ଖୁଣ୍ଟ ଓ ନଳକୂପ। ପ୍ରଶାସନିକ ଅବହେଳା ଯୋଗୁ ୩…

5 years ago