Advertisement

କୋରାପୁଟ

ଡଙ୍ଗାବୁଡି ଘଟଣା: ୮୪ ଘଣ୍ଟା ପରେ ନାବାଳକଙ୍କ ମୃତଦେହ ଉଦ୍ଧାରଡଙ୍ଗାବୁଡି ଘଟଣା: ୮୪ ଘଣ୍ଟା ପରେ ନାବାଳକଙ୍କ ମୃତଦେହ ଉଦ୍ଧାର

ଡଙ୍ଗାବୁଡି ଘଟଣା: ୮୪ ଘଣ୍ଟା ପରେ ନାବାଳକଙ୍କ ମୃତଦେହ ଉଦ୍ଧାର

କୋରାପୁଟ,୫।୨(ଅମିତାଭ ବେହେରା): କୋରାପୁଟ ଜିଲାର ଲମତାପୁଟ ବ୍ଲକର ସୀମାନ୍ତ ଜଲାପୁଟ ଜଳ ଭଣ୍ଡାରର ତଳ ପାର୍ଶ ନଦୀରେଡ଼ଙ୍ଗା ବୁଡି ଘଟଣାର ୮୪ ଘଣ୍ଟା ପରେ ନାବାଳକ ଶିବା…

1 month ago
ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଘରୁ ବାହାରିଲାଣି ଆଖିଖୋସି ହୋଇଗଲା ଭଳି ଟଙ୍କା  ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଘରୁ ବାହାରିଲାଣି ଆଖିଖୋସି ହୋଇଗଲା ଭଳି ଟଙ୍କା  

ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଘରୁ ବାହାରିଲାଣି ଆଖିଖୋସି ହୋଇଗଲା ଭଳି ଟଙ୍କା

ମାଲକାନଗିରି/ଜୟପୁର,୫।୨(ଦୁର୍ଯ୍ୟୋଧନ ପାତ୍ର/ପବନ ପାଣିଗ୍ରାହୀ): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବାସଭବନରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଛି। ଆୟବହିର୍ଭୁତ ସମ୍ପତି ଠୁଳ ଅଭି ଯୋଗରେ…

1 month ago
ନଡ଼ିଆ ଗଛରୁ ପଡି ଛାତ୍ର ମୃତ୍ୟୁ ମାମଲା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ କଲେ ପରିବାରନଡ଼ିଆ ଗଛରୁ ପଡି ଛାତ୍ର ମୃତ୍ୟୁ ମାମଲା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ କଲେ ପରିବାର

ନଡ଼ିଆ ଗଛରୁ ପଡି ଛାତ୍ର ମୃତ୍ୟୁ ମାମଲା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ କଲେ ପରିବାର

ପଟ୍ଟାଙ୍ଗି,୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ତଳଗୋଲୁର ପଞ୍ଚାୟତ ସଦର ମହକୁମାରେ ଥିବା ୟୁଜିଏଚ୍‌ଏସ୍‌ ବିଦ୍ୟାଳୟର ଛାତ୍ର ପେଟେଲି କିରଣ ନଡ଼ିଆ ଗଛରୁ…

1 month ago
ଜଲାପୁଟ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ଓଲଟି ଦୁଇ ନାବାଳକ ନିଖୋଜଜଲାପୁଟ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ଓଲଟି ଦୁଇ ନାବାଳକ ନିଖୋଜ

ଜଲାପୁଟ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ଓଲଟି ଦୁଇ ନାବାଳକ ନିଖୋଜ

କୋରାପୁଟ,୧।୨(ଅମିତାଭ ବେହେରା): କୋରାପୁଟ ଜିଲା ଆନ୍ଧ୍ର ସୀମାନ୍ତ ଜଲାପୁଟ ଜଳଭଣ୍ଡାର ତଳ ପାର୍ଶ୍ୱ ନଦୀରେ ଡଙ୍ଗାରେ ଚଢ଼ି ସେଲଫି ନେବା କାଳ ହୋଇଛି। ସେଲଫି ଉଠାଇବା ବେଳେ…

2 months ago
କୋରାପୁଟରେ ଖୋଲିଲା ଷ୍ଟ୍ରବେରୀ ଷ୍ଟଲକୋରାପୁଟରେ ଖୋଲିଲା ଷ୍ଟ୍ରବେରୀ ଷ୍ଟଲ

କୋରାପୁଟରେ ଖୋଲିଲା ଷ୍ଟ୍ରବେରୀ ଷ୍ଟଲ

କୋରାପୁଟ,୧ା୨(ଅମିତାଭ ବେହେରା)- କୋରାପୁଟସ୍ଥିତ କଳା ନିକେତନ ଛକରେ ଓରମାସ, ଡ଼ଙ୍ଗରରାଣୀ ଫାର୍ମସ ପ୍ରଡ୍ୟୁସର କମ୍ପାନୀ ଲିମିଟେଡ଼, ସିୱାଇଏସଡି ଏବଂ ଉଦ୍ୟାନ ବିଭାଗର ମିଳିତ ସହଯୋଗରେ ଏକ ଷ୍ଟ୍ରବେରୀ…

2 months ago
ନଡ଼ିଆ ଗଛରୁ ପଡ଼ି ଚାଳିଗଲା ଛାତ୍ରଙ୍କ ଜୀବନ: ବିଭାଗୀୟ ତଦନ୍ତ ଆରମ୍ଭନଡ଼ିଆ ଗଛରୁ ପଡ଼ି ଚାଳିଗଲା ଛାତ୍ରଙ୍କ ଜୀବନ: ବିଭାଗୀୟ ତଦନ୍ତ ଆରମ୍ଭ

ନଡ଼ିଆ ଗଛରୁ ପଡ଼ି ଚାଳିଗଲା ଛାତ୍ରଙ୍କ ଜୀବନ: ବିଭାଗୀୟ ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ତଳଗୋଲୁର ପଞ୍ଚାୟତ ସଦର ମହକୁମାରରେ ଅବସ୍ଥିତ ୟୁଜିଏଚ୍‌ଏସ୍‌ ବିଦ୍ୟାଳୟର ଜଣେ ଛାତ୍ର ନଡ଼ିଆ ଗଛରୁ ଖସିପଡି…

2 months ago
ଆକର୍ଷିତ କରୁଛି ଶତାୟୁ ବୃକ୍ଷଆକର୍ଷିତ କରୁଛି ଶତାୟୁ ବୃକ୍ଷ

ଆକର୍ଷିତ କରୁଛି ଶତାୟୁ ବୃକ୍ଷ

କୋଟପାଡ଼,୧ା୨(କେ. ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସହର ମଧ୍ୟରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଥିବା ଏକ ବିରାଟ ଶତାୟୁ ତେନ୍ତୁଳି ବୃକ୍ଷ…

2 months ago
ହାଲ୍‌ ଠିକା ସୁରକ୍ଷା କର୍ମୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନହାଲ୍‌ ଠିକା ସୁରକ୍ଷା କର୍ମୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ହାଲ୍‌ ଠିକା ସୁରକ୍ଷା କର୍ମୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ସୁନାବେଡ଼ା,୧ା୨(କୃତ୍ତିବାସ ପ୍ରଧାନ): ସୁନାବେଡ଼ା ହାଲ୍‌ କାରଖାନାରେ କାର୍ଯ୍ୟରତ ଠିକା ସୁରକ୍ଷା କର୍ମୀ ଶନିବାର କାର୍ଯ୍ୟ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସମସ୍ତ ସୁରକ୍ଷା କର୍ମୀ କାମ ବନ୍ଦ…

2 months ago
ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତାସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତା

ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତା

କୋରାପୁଟ,୧ା୨(ଅମିତାଭ ବେହେରା): ସୋନିଆ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରପତି ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ ତାହାର ପ୍ରତିବାଦ କରିବା ସହ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼…

2 months ago
ଦୁଇ ବର୍ଷରେ କୋରାପୁଟ ଜିଲାରେ ୭୫୩ ସଡ଼କ ଦୁର୍ଘଟଣାରେ ଗଲାଣି ୪୭୪ ଜଣଙ୍କ ଜୀବନଦୁଇ ବର୍ଷରେ କୋରାପୁଟ ଜିଲାରେ ୭୫୩ ସଡ଼କ ଦୁର୍ଘଟଣାରେ ଗଲାଣି ୪୭୪ ଜଣଙ୍କ ଜୀବନ

ଦୁଇ ବର୍ଷରେ କୋରାପୁଟ ଜିଲାରେ ୭୫୩ ସଡ଼କ ଦୁର୍ଘଟଣାରେ ଗଲାଣି ୪୭୪ ଜଣଙ୍କ ଜୀବନ

କୋରାପୁଟ,୩୦ା୧(ଅମିତାଭ ବେହେରା): ୨୦୨୩ ଜାନୁଆରୀରୁ ଗତ ୨୦୨୪ ଡିସେମ୍ବର ଯାଏ ୨ ବର୍ଷରେ କୋରାପୁଟ ଜିଲାରେ ସମୁଦାୟ ୭୫୩ଟି ସଡ଼କ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ମୋଟ୍‌ ୪୭୪…

2 months ago