Advertisement

କୋରାପୁଟ

୩ ରଥ ଛେରା ପହଁରା କରିବେ ସ୍ଥାନୀୟ ଆଦିବାସୀ୩ ରଥ ଛେରା ପହଁରା କରିବେ ସ୍ଥାନୀୟ ଆଦିବାସୀ

୩ ରଥ ଛେରା ପହଁରା କରିବେ ସ୍ଥାନୀୟ ଆଦିବାସୀ

କୋରାପୁଟ,୧।୬(ସ୍ବ.ପ୍ର.): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଚଳିତ ବର୍ଷ ୫୧ତମ ରଥଯାତ୍ରା ପାଳନ ନେଇ ବୁଧବାର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧକ୍ଷତାରେ ଏକ…

2 years ago
ଘାଟିରେ ଓଲଟିଲା ଅଟୋ ଜଣେ ମୃତ, ୪ ଗୁରୁତରଘାଟିରେ ଓଲଟିଲା ଅଟୋ ଜଣେ ମୃତ, ୪ ଗୁରୁତର

ଘାଟିରେ ଓଲଟିଲା ଅଟୋ ଜଣେ ମୃତ, ୪ ଗୁରୁତର

ପଟ୍ଟାଙ୍ଗି, ୩୧।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୁଙ୍କି ଥାନା ଅଧୀନ ଲାଉଡି ଘାଟରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ଜଣ…

2 years ago
ବଜ୍ରପାତରେ ୨୩ ଗାଈ, ୩ ଛେଳି ମୃତବଜ୍ରପାତରେ ୨୩ ଗାଈ, ୩ ଛେଳି ମୃତ

ବଜ୍ରପାତରେ ୨୩ ଗାଈ, ୩ ଛେଳି ମୃତ

ପଟ୍ଟାଙ୍ଗି,୨୮।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ଅମ୍ପାବାଲି ପଞ୍ଚାୟତ ରାଙ୍ଗିନିଗୁଡା ଗ୍ରାମରେ ବଜ୍ରପାତ ଘଟି ଜଣେ ବୃଦ୍ଧା ଆହତ ହେବା ସହ ୨୩ ଗାଇ ଓ…

2 years ago
ବିପଦସଙ୍କୁଳ ଅବସ୍ଥାରେ ନିର୍ମାଣ ସାମଗ୍ରୀ ପରିବହନବିପଦସଙ୍କୁଳ ଅବସ୍ଥାରେ ନିର୍ମାଣ ସାମଗ୍ରୀ ପରିବହନ

ବିପଦସଙ୍କୁଳ ଅବସ୍ଥାରେ ନିର୍ମାଣ ସାମଗ୍ରୀ ପରିବହନ

ନନ୍ଦପୁର, ୨୭।୫ (ଡି.ଏନ୍‌.ଏ.): ବିପଦସଙ୍କୁଳ ଅବସ୍ଥାରେ ନିର୍ମାଣ ସାମଗ୍ରୀ ଯଥା ବାଲି, ଚିପ୍ସ, ପଥର ଆଦି ଖୋଲାମେଲାରେ ପରିବହନ କରାଯାଉଛି। ଏଥିସହ ପ୍ରାୟ ୨୦ରୁ ୩୦ଜଣ ଶ୍ରମିକ…

2 years ago
କୋଟିଆ ଡାକଘରୁ ଗଲା ଚିଠିକୋଟିଆ ଡାକଘରୁ ଗଲା ଚିଠି

କୋଟିଆ ଡାକଘରୁ ଗଲା ଚିଠି

କୋରାପୁଟ,୨୮ା୫(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ହେଉଛି ଓଡ଼ିଶାର। ଏ ନେଇ କେନ୍ଦ୍ର ସରକାରଙ୍କ ଡାକ ବିଭାଗ ସ୍ବୀକୃତି ଦେଇଥିବାରୁ ଓଡ଼ିଶା ଡାକ ବିଭାଗ ପକ୍ଷରୁ ଜାରି ହୋଇଛି…

2 years ago
କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟକୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ

କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ

ଜୟପୁର,୨୬ା୫(ନି.ପ୍ର.): ଜୟପୁର ତହସିଲର କୁମୁଲିପୁଟ ଓ ରଣ୍ଡାପାଲ୍ଲୀ ପଞ୍ଚାୟତରେ କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ ହୋଇଛି। ବୁଧବାରର କୁଆପଥର ବର୍ଷାରେ ଧନ ଫସଲ ନଷ୍ଟ ହୋଇଥିବାରୁ…

2 years ago
ହୁଇଲ ଚେୟାର ଅଚଳ, ରୋଗୀଙ୍କୁ ଟେକିଟେକି ନେଲେ ପରିବାର ଲୋକେହୁଇଲ ଚେୟାର ଅଚଳ, ରୋଗୀଙ୍କୁ ଟେକିଟେକି ନେଲେ ପରିବାର ଲୋକେ

ହୁଇଲ ଚେୟାର ଅଚଳ, ରୋଗୀଙ୍କୁ ଟେକିଟେକି ନେଲେ ପରିବାର ଲୋକେ

କୋରାପୁଟ,୨୫ା୫(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଘୋର ଅବ୍ୟବସ୍ଥା। ରୋଗୀମାନଙ୍କୁ ନେବା ଆଣିବା ଉଦ୍ଦେଶ୍ୟରେ ଥିବା ଅଧିକାଂଶ ହୁଇଲ ଚେୟାର ଅଚଳ…

2 years ago
କୋରାପୁଟରେ ନୂଆ ଡିଆଇଜି ଭାବେ ଦାୟିତ୍ୱ ନେଲେ ଚରଣ ସିଂ ମିନାକୋରାପୁଟରେ ନୂଆ ଡିଆଇଜି ଭାବେ ଦାୟିତ୍ୱ ନେଲେ ଚରଣ ସିଂ ମିନା

କୋରାପୁଟରେ ନୂଆ ଡିଆଇଜି ଭାବେ ଦାୟିତ୍ୱ ନେଲେ ଚରଣ ସିଂ ମିନା

କୋରାପୁଟ,୨୪ା୫(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ବୁଧବାର ବରିଷ୍ଠ ଆଇପିଏସ ଚରଣ ସିଂ ମିନା ଦାୟିତ୍ୱ ଗ୍ରହଣ କରିଛନ୍ତି। କୋରାପୁଟସ୍ଥିତ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କାର୍ଯ୍ୟାଳୟରେ…

2 years ago
କୋରାପୁଟ ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମଡ଼କୋରାପୁଟ ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମଡ଼

କୋରାପୁଟ ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମଡ଼

କୋରାପୁଟ,୨୩।୫(ସ୍ବ.ପ୍ର.): କୋରାପୁଟ ବିଧାୟକ ରଘୁରାମ ପଡାଲଙ୍କ ଗାଡ଼ିକୁ ମଙ୍ଗଳବାର ଅଣ୍ଡାମାଡ଼ ହୋଇଛି। ତାଙ୍କ ନିର୍ବାଚନମଣ୍ଡଳୀ ଲମତାପୁଟ ବ୍ଲକରେ ନୂତନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଉଦ୍‌ଘାଟନ କରିବା ପାଇଁ…

2 years ago
କାଳବୈଶାଖୀ ଝଡ଼ ବର୍ଷାରେ ହୋଇଛି ବ୍ୟାପକ କ୍ଷତିକାଳବୈଶାଖୀ ଝଡ଼ ବର୍ଷାରେ ହୋଇଛି ବ୍ୟାପକ କ୍ଷତି

କାଳବୈଶାଖୀ ଝଡ଼ ବର୍ଷାରେ ହୋଇଛି ବ୍ୟାପକ କ୍ଷତି

କୋରାପୁଟ,୨୧ା୫(ସ୍ବ.ପ୍ର.): କୋରାପୁଟ ସହର ସମେତ ଆଖପାଖ ଅଞ୍ଚଳରେ ଶୁକ୍ରବାର ସଂନ୍ଧ୍ୟାରେ ହୋଇଥିବା କାଳ ବୈଶାଖ ଝଡପବନ ଓ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୋରାପୁଟ ସହର ସମେତ…

2 years ago