Advertisement

କୋରାପୁଟ

୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ

୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ

କୋରାପୁଟ,୩ା୫(ସ୍ବ.ପ୍ର.): କୋରାପୁଟସ୍ଥିତ ଡିଆରଡିଏ ସଦ୍‌ଭାବନା ସଭାଗୃହଠାରେ ଜିଲାସ୍ତରୀୟ ରବି ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲାପାଳ ଅବଦୁଲ ଏମ୍‌ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

2 years ago
ଓଡ଼ିଶାରୁ ଗୁଜରାଟକୁ ହେଉଥିଲା ଚାଲାଣ, ଧରିଲା ପୋଲିସଓଡ଼ିଶାରୁ ଗୁଜରାଟକୁ ହେଉଥିଲା ଚାଲାଣ, ଧରିଲା ପୋଲିସ

ଓଡ଼ିଶାରୁ ଗୁଜରାଟକୁ ହେଉଥିଲା ଚାଲାଣ, ଧରିଲା ପୋଲିସ

କୋରାପୁଟ,୨/୫(ସ୍ବ.ପ୍ର.): ମାଛକୁଣ୍ଡ ପୋଲିସ ପକ୍ଷରୁ ମଙ୍ଗଳବାର ଚଢାଉ କରାଯାଇ ୫୦୨ କେଜି ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି। ଏନେଇ ମାଛକୁଣ୍ଡ ଥାନାରେ ୫୯/୨୦୨୩ରେ ଏକ ଏନଡିପିଏସ ରୁଜୁ…

2 years ago
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ପାଳିଲେ ସାମ୍ବାଦିକଶ୍ରମିକ ଦିବସକୁ ପ୍ରତିବାଦ ଦିବସ ପାଳିଲେ ସାମ୍ବାଦିକ

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ପାଳିଲେ ସାମ୍ବାଦିକ

କୋରାପୁଟ,୧।୫(ସ୍ବ.ପ୍ର.): ଓଡ଼ିଶା ସାମ୍ବାଦିକ ୟୁନିୟନ ଆହ୍ବାନ କ୍ରମେ ସୋମବାର ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ରୂପେ କୋରାପୁଟ ଜିଲା ସାମ୍ବାଦିକ ସଂଘ ପାଳନ କରିଛି । ଏଥିସହ…

2 years ago
ଗାଁ ପରିଦର୍ଶନ ପୂର୍ବରୁ ହୋଇଥିଲା ରାସ୍ତା ଅବରୋଧ: କାର୍ଯ୍ୟକ୍ରମ ଜାରି ରଖିଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀଗାଁ ପରିଦର୍ଶନ ପୂର୍ବରୁ ହୋଇଥିଲା ରାସ୍ତା ଅବରୋଧ: କାର୍ଯ୍ୟକ୍ରମ ଜାରି ରଖିଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ

ଗାଁ ପରିଦର୍ଶନ ପୂର୍ବରୁ ହୋଇଥିଲା ରାସ୍ତା ଅବରୋଧ: କାର୍ଯ୍ୟକ୍ରମ ଜାରି ରଖିଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୧।୫(ଡି.ଏନ୍‌.ଏ.): ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଅନୁପ୍ରବେଶ କରି ତାଙ୍କ ରାଜ୍ୟ ସରକାରୀ ଯୋଜନାକୁ ନେଇ ଘରେ ଘରେ ବୁଲି ସଚେତନତା କରୁଥିବା ବେଳେ ଓଡ଼ିଶା…

2 years ago
ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ସୀମାନ୍ତ ଗାଁ ପରିଦର୍ଶନ ପୂର୍ବରୁ ରାସ୍ତା ଅବରୋଧ କଲା ପ୍ରଶାସନଆନ୍ଧ୍ର ଉପମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ସୀମାନ୍ତ ଗାଁ ପରିଦର୍ଶନ ପୂର୍ବରୁ ରାସ୍ତା ଅବରୋଧ କଲା ପ୍ରଶାସନ

ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ସୀମାନ୍ତ ଗାଁ ପରିଦର୍ଶନ ପୂର୍ବରୁ ରାସ୍ତା ଅବରୋଧ କଲା ପ୍ରଶାସନ

ପଟ୍ଟାଙ୍ଗି,୧।୫(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଓଡ଼ିଶା ସୀମାନ୍ତ ଗ୍ରାମ ଗସ୍ତ ପୂର୍ବରୁ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ମାଟି ପକାଇ ରାସ୍ତା ଅବରୋଧ କରାଯାଇଛି। ଫଳରେ ଗଣମାଧ୍ୟମ ପ୍ରତିନିଧିଙ୍କୁ…

2 years ago
ବାରମ୍ବାର ଦୌଡ଼ି ମିଳୁନି ଭତ୍ତାବାରମ୍ବାର ଦୌଡ଼ି ମିଳୁନି ଭତ୍ତା

ବାରମ୍ବାର ଦୌଡ଼ି ମିଳୁନି ଭତ୍ତା

ଦଶମନ୍ତପୁର,୨୮ା୪ (ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗିର୍ଲିଗୁମ୍ମା ପଞ୍ଚାୟତର ଜଣେ ବିଧବା ମହିଳା ସରକାରଙ୍କ ପ୍ରତ୍ୟେକ ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ସ୍ବର୍ଗତ ଡୋଗର ବିଶୋୟୀଙ୍କ…

2 years ago
ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: ବ୍ୟବସାୟୀ, ଯାତ୍ରୀ ଅସନ୍ତୁଷ୍ଟପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: ବ୍ୟବସାୟୀ, ଯାତ୍ରୀ ଅସନ୍ତୁଷ୍ଟ

ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: ବ୍ୟବସାୟୀ, ଯାତ୍ରୀ ଅସନ୍ତୁଷ୍ଟ

କୋରାପୁଟ,୨୮।୪(ସ୍ବ.ପ୍ର.): କୋରାପୁଟ ଜିଲା ସଦର ମହକୁମାସ୍ଥିତ ବସ୍‌ଷ୍ଟାଣ୍ଡରେ ଦୈନଦିନ ହଜାର ହଜାର ଯାତ୍ରୀ ଯାତାୟାତ କରୁଛନ୍ତି। ବିଭିନ୍ନ ସ୍ଥାନକୁ ଯିବାକୁ ସେମାନେ ବସ୍‌ ପାଇଁ ଏଠାରେ ଅପେକ୍ଷା…

2 years ago
ବ୍ଲକ ପ୍ରଶାସନର ପାଦ ପଡ଼ି ନ ଥିବା ଗାଁ ଚିନ୍ତାଲଗୁଡ଼ାବ୍ଲକ ପ୍ରଶାସନର ପାଦ ପଡ଼ି ନ ଥିବା ଗାଁ ଚିନ୍ତାଲଗୁଡ଼ା

ବ୍ଲକ ପ୍ରଶାସନର ପାଦ ପଡ଼ି ନ ଥିବା ଗାଁ ଚିନ୍ତାଲଗୁଡ଼ା

ପଟ୍ଟାଙ୍ଗି,୨୬।୪ (ଡି.ଏନ.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଏପରି ଏକ ଗ୍ରାମ ରହିଛି ଯେଉଁଠି ଆଜି ଯାଏ କୌଣସି ସରକାରୀ ଅଧିକାରୀଙ୍କ ପାଦ ପଡିନାହିଁ। ରାଜ୍ୟ ସରକାରଙ୍କ…

2 years ago
ଗଛ ପଡ଼ି କାର ଭାଙ୍ଗିଲାଗଛ ପଡ଼ି କାର ଭାଙ୍ଗିଲା

ଗଛ ପଡ଼ି କାର ଭାଙ୍ଗିଲା

ଜୟପୁର,୨୫ା୪(ନି.ପ୍ର.): କାଳ ବୈଶାଖୀର ଭୟଙ୍କର ରୂପ ଜୟପୁର ହାଟପଦାଠାରେ ଦେଖିବାକୁ ମିଳିଛି । ପ୍ରବଳ ପବନ ଓ ବର୍ଷାରେ ଏକ ବିରାଟ ଗଛ ଉପୁଡି ଯାଇଥିଲା  ।…

2 years ago
ତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ନନ୍ଦପୁର,୨୫ା୪(ଡି.ଏନ୍‌.ଏ.): ତାମିଲନାଡ଼ୁରେ ଏକ ପଥର ଖାଦାନରେ କାର୍ଯ୍ୟ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ…

2 years ago