Advertisement

କୋରାପୁଟ

କଥା ହେବାକୁ ୩ କି.ମି.ପାହାଡ଼ ଚଢ଼ିବାକୁ ପଡ଼େକଥା ହେବାକୁ ୩ କି.ମି.ପାହାଡ଼ ଚଢ଼ିବାକୁ ପଡ଼େ

କଥା ହେବାକୁ ୩ କି.ମି.ପାହାଡ଼ ଚଢ଼ିବାକୁ ପଡ଼େ

ସେମିଳିଗୁଡ଼ା/ ସୁନାବେଡ଼ା ୨୪ା୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର କାଣ୍ଟି ପଞ୍ଚାୟତ ଦେଓମାଳି ପର୍ବତର ପାଦ ଦେଶରେ ରହିଛି। ଏହି ପଞ୍ଚାୟତ ସର୍ବଦା ଅବହେଳିତ ହୋଇ ରହି…

2 years ago
ଷ୍ଟେଶନ ଶୌଚାଳୟରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହଷ୍ଟେଶନ ଶୌଚାଳୟରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

ଷ୍ଟେଶନ ଶୌଚାଳୟରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୨୩।୨(ସ୍ବ.ପ୍ର): କୋରାପୁଟ ବ୍ଲକ ଅନ୍ତର୍ଗତ ଡୁମୁରିପୁଟ ରେଳ ଷ୍ଟେଶନ ଶୌଚାଳୟରୁ ଗୁରବାର ଜଣେ ଯୁବକଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ସେ ହେଲେ କୋରାପୁଟ ବ୍ଲକ…

2 years ago
ଜଣେ ଯୁବତୀଙ୍କ ସହ ୫ ଗିରଫଜଣେ ଯୁବତୀଙ୍କ ସହ ୫ ଗିରଫ

ଜଣେ ଯୁବତୀଙ୍କ ସହ ୫ ଗିରଫ

କୋରାପୁଟ, ୨୨।୨(ସ୍ବ.ପ୍ର.): ଉତ୍ତରପ୍ରଦେଶର ଆମେଢ଼ା ଗ୍ରାମର ଜଣେ ଡ୍ରାଇଭରଙ୍କୁ କୋରାପୁଟରେ ଅପହରଣ କରି ତାଙ୍କୁ ଖଲାସ ପାଇଁ ୨୫ ଲକ୍ଷ ଟଙ୍କା ମାଗିବା ଘଟଣାର ପର୍ଦ୍ଦାଫାଶ କରିଛି…

2 years ago
୭୫ ବର୍ଷ ଭିତରେ କେହି ଶିକ୍ଷିତ ହୋଇ ନ ଥିବା ଗାଁ୭୫ ବର୍ଷ ଭିତରେ କେହି ଶିକ୍ଷିତ ହୋଇ ନ ଥିବା ଗାଁ

୭୫ ବର୍ଷ ଭିତରେ କେହି ଶିକ୍ଷିତ ହୋଇ ନ ଥିବା ଗାଁ

ପଟ୍ଟାଙ୍ଗି,୨୧ା୨(ଡି.ଏନ୍‌.ଏ.):ଶିକ୍ଷା ହିଁ ମଣିଷ ଜୀବନରେ ସର୍ବଶ୍ରେଷ୍ଠ ଆବଶ୍ୟକତା। ଶିକ୍ଷା ମଣିଷର ସାମାଜିକ ଓ ମାନସିକ ବିକାଶ ଘଟାଇଥାଏ । ଶିକ୍ଷାର ଉନ୍ନତି ଲାଗି ସରକାର ଅନେକ ପଦକ୍ଷେପ…

2 years ago
ଲୁହାଖୁଣ୍ଟରେ ପିଟିହେଲା କେନ୍ଦୁପତ୍ର ବୋଝେଇ ଟ୍ରକ୍‌, ଦୀର୍ଘ ସମୟ ଧରି ରାସ୍ତା ଅବରୋଧଲୁହାଖୁଣ୍ଟରେ ପିଟିହେଲା କେନ୍ଦୁପତ୍ର ବୋଝେଇ ଟ୍ରକ୍‌, ଦୀର୍ଘ ସମୟ ଧରି ରାସ୍ତା ଅବରୋଧ

ଲୁହାଖୁଣ୍ଟରେ ପିଟିହେଲା କେନ୍ଦୁପତ୍ର ବୋଝେଇ ଟ୍ରକ୍‌, ଦୀର୍ଘ ସମୟ ଧରି ରାସ୍ତା ଅବରୋଧ

କୋରାପୁଟ,୧୯ା୨(ସ୍ବ.ପ୍ର.): ମାଲକାନାଗିରି ଅଞ୍ଚଳରୁ କେନ୍ଦୁପତ୍ର ନେଇ କୋଲକାତା ଯାଉଥିବା ସିଜି-୦୪-ଏଚ୍‌ୟୁ-୬୧୫୯  ନମ୍ବର ବିଶିଷ୍ଟ ଏକ ଟ୍ରକ୍‌ ସ୍ଥାନୀୟ ରେଲଓ୍ବେ ଓଭର ବ୍ରିଜ୍‌ ନିକଟରେ ଥିବା ବିପଦ ସଙ୍କେତ…

2 years ago
ବିପଦସଙ୍କୁଳ ଶ୍ରେଣୀ ଗୃହବିପଦସଙ୍କୁଳ ଶ୍ରେଣୀ ଗୃହ

ବିପଦସଙ୍କୁଳ ଶ୍ରେଣୀ ଗୃହ

ନାରାୟଣପାଟଣା,୧୯।୨(ଡି.ଏନ.ଏ.): ସରକାରୀ ବିଦ୍ୟାଳୟରେ ଛାତ୍ରୀ ଛାତ୍ରଙ୍କ ପାଇଁ ସରକାର ଅନେକ ସୁବିଧା କରୁଛନ୍ତି। ଛତା, ଜୋତା, ଡ୍ରେସ୍‌ଠାରୁ ଆରମ୍ଭ କରି ବିଦ୍ୟାଳୟର ଉନ୍ନତୀକରଣ ଓ ସୌନ୍ଦର୍ଯ୍ୟକରଣ ଲାଗି…

2 years ago
ନାଲ୍‌କୋରେ ଠିକା ଶ୍ରମିକଙ୍କ ଆନ୍ଦୋଳନନାଲ୍‌କୋରେ ଠିକା ଶ୍ରମିକଙ୍କ ଆନ୍ଦୋଳନ

ନାଲ୍‌କୋରେ ଠିକା ଶ୍ରମିକଙ୍କ ଆନ୍ଦୋଳନ

ଦାମନଯୋଡି,୧୮ା୨(ଡି.ଏନ.ଏ.): ନବରତ୍ନ ଉଦ୍ୟୋଗ ନାଲକୋର ଦାମନଯୋଡି ପ୍ରକଳ୍ପରେ କାର୍ଯ୍ୟରତ ଠିକାଶ୍ରମିକଙ୍କ ପକ୍ଷରୁ ଶୁକ୍ରବାର ପ୍ଲାଣ୍ଟ ମୁଖ୍ୟ ଫାଟକ ବାହାରେ ବିକ୍ଷୋଭ ପ୍ରଦର୍ଶନ କରି ଏକ ୫ଦଫା ସମ୍ବଳିତ…

2 years ago
ଡାକ୍ତର ପଦବୀ ପୂରଣ ନେଇ ଜନ ପ୍ରତିନିଧିଙ୍କ ଦାବିଡାକ୍ତର ପଦବୀ ପୂରଣ ନେଇ ଜନ ପ୍ରତିନିଧିଙ୍କ ଦାବି

ଡାକ୍ତର ପଦବୀ ପୂରଣ ନେଇ ଜନ ପ୍ରତିନିଧିଙ୍କ ଦାବି

କୁନ୍ଦୁରା, ୧୮।୨(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଦୀର୍ଘ ୧୦ ମାସ ପରେ ପଞ୍ଚୟାତ ସମିତି ବୈଠକ ବସିଛି। ଅଧ୍ୟକ୍ଷା ରାଜେଶ୍ୱରୀ ପରଜାଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ…

2 years ago
ବିନା ପରମିଟ୍‌ରେ ଯାତ୍ରା କରିବା ପଡିଲା ମହଙ୍ଗା: ୧୦ ହଜାର ଜରିମାନାବିନା ପରମିଟ୍‌ରେ ଯାତ୍ରା କରିବା ପଡିଲା ମହଙ୍ଗା: ୧୦ ହଜାର ଜରିମାନା

ବିନା ପରମିଟ୍‌ରେ ଯାତ୍ରା କରିବା ପଡିଲା ମହଙ୍ଗା: ୧୦ ହଜାର ଜରିମାନା

କୋରାପୁଟ,୧୬।୨(ସ୍ବ.ପ୍ର): କୋରାପୁଟ ଜିଲା ଦେଇ କେତେକ ଘରୋଇ ବସ୍‌ ବିନା ପରମିଟ୍‌ରେ ଯାଉଥିବା ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗକୁ ଭିତ୍ତି କରି ଗୁରୁବାର କୋରାପୁଟ ପରିବହନ ବିଭାଗ…

2 years ago
ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

କୋରାପୁଟ,୧୬।୨(ସ୍ବ.ପ୍ର.): କୋରାପୁଟ-ଜୟପୁର ୨୬ ନମ୍ବର ଜାତୀୟ ରାଜପଥର କଫି ବୋର୍ଡ ନିକଟରେ ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।…

2 years ago