Advertisement

କୋରାପୁଟ

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ଭାଜପା କର୍ମୀଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ଭାଜପା କର୍ମୀ

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ଭାଜପା କର୍ମୀ

କୋରାପୁଟ,୧୫ା୨(ସ୍ବ.ପ୍ର.): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ କରି ତୁରନ୍ତ ଏଥିପାଇଁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦାବି କରି ବୁଧବାର କୋରାପୁଟ ଜିଲା ଭାଜପା ପକ୍ଷରୁ କୋରାପୁଟ ଜିଲାପାଳଙ୍କ…

2 years ago
ଆଦିବାସୀ ମାନ୍ୟତା ଦାବିନେଇ ଦୋରା ସମ୍ପ୍ରଦାୟର ଶୋଭାଯାତ୍ରାଆଦିବାସୀ ମାନ୍ୟତା ଦାବିନେଇ ଦୋରା ସମ୍ପ୍ରଦାୟର ଶୋଭାଯାତ୍ରା

ଆଦିବାସୀ ମାନ୍ୟତା ଦାବିନେଇ ଦୋରା ସମ୍ପ୍ରଦାୟର ଶୋଭାଯାତ୍ରା

ପଟ୍ଟାଙ୍ଗି,୧୫।୨(ଡି.ଏନ.ଏ): କୋରାପୁଟ ଜିଲାର ଦୋରା ସମ୍ପ୍ରଦାୟ ଆଦିବାସୀ ମାନ୍ୟତା ଦାବି ଉଠାଇ ପୁଣି ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏନେଇ ମଙ୍ଗଳବର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲାର…

2 years ago
ଷ୍ଟ୍ରେଚରରେ ୧ କି.ମି. ବୁହାହେଲେ ଗର୍ଭବତୀଷ୍ଟ୍ରେଚରରେ ୧ କି.ମି. ବୁହାହେଲେ ଗର୍ଭବତୀ

ଷ୍ଟ୍ରେଚରରେ ୧ କି.ମି. ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୪।୨:ଥମୁନି ଜନନୀ ଯନ୍ତ୍ରଣା। ପୁଣି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ। ଏଭଳି ଘଟଣା ସୋମବାର କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିନବର ପଞ୍ଚାୟତର ତୋଟାଗୁଡ଼ା ଗ୍ରାମରେ ଦେଖିବାକୁ…

2 years ago
ଲୋକଙ୍କୁ ମିଳୁନି, ଘାଟ୍‌ କଟିଂ କାମ କରୁଛି ମେଶିନ୍‌ଲୋକଙ୍କୁ ମିଳୁନି, ଘାଟ୍‌ କଟିଂ କାମ କରୁଛି ମେଶିନ୍‌

ଲୋକଙ୍କୁ ମିଳୁନି, ଘାଟ୍‌ କଟିଂ କାମ କରୁଛି ମେଶିନ୍‌

ପଟ୍ଟାଙ୍ଗି, ୧୪।୨(ଡି.ଏନ୍‌.ଏ):ଗ୍ରାମାଞ୍ଚଳର ଲୋକଙ୍କୁ ରୋଜଗାରକ୍ଷମ କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଉନ୍ନୟନ କାମ କରୁଛନ୍ତି। ଉକ୍ତ କାମରେ ଗ୍ରାମାଞ୍ଚଳ ଲୋକଙ୍କୁ ନିୟୋଜିତ କରିବାକୁ ମଧ୍ୟ…

2 years ago
ରବି ନନ୍ଦ ଅସୁସ୍ଥରବି ନନ୍ଦ ଅସୁସ୍ଥ

ରବି ନନ୍ଦ ଅସୁସ୍ଥ

ଜୟପୁର, ୧୪।୨(ନି.ପ୍ର.):ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

2 years ago
୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ,୧୩।୨(ସ୍ବ.ପ୍ର): କୋରାପୁଟ ଜିଲାର ମାଛକୁଣ୍ଡ ପୋଲିସ ଦ୍ୱାରା ପାଟ୍ରୋଲିଂ ଚାଲିଥିବାବେଳେ ବଡ ଡୁରାଲ ଗ୍ରାମ ନିକଟରୁ ୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ ହୋଇଛି। ପୂର୍ବ…

2 years ago
ହାଇଦ୍ରାବାଦରେ ଗ୍ରାହକଙ୍କ ମନ ଜିଣୁଛି କୋରାପୁଟ ମାଣ୍ଡିଆ ଚା’ହାଇଦ୍ରାବାଦରେ ଗ୍ରାହକଙ୍କ ମନ ଜିଣୁଛି କୋରାପୁଟ ମାଣ୍ଡିଆ ଚା’

ହାଇଦ୍ରାବାଦରେ ଗ୍ରାହକଙ୍କ ମନ ଜିଣୁଛି କୋରାପୁଟ ମାଣ୍ଡିଆ ଚା’

କୋରାପୁଟ,୧୩ା୨(ସ୍ବ.ପ୍ର.):କୋରାପୁଟ ମାଣ୍ଡିଆର ଦିନେ ଏତେ ଆଦର ନ ଥିବାବେଳେ ଏବେ ଏହାର ଚାହିଦା ଯଥେଷ୍ଟ ବଢିଯାଇଛି। ରାଜ୍ୟ ସରହଦ ଡେଇଁ ଏହା ରାଜ୍ୟ ବାହାରେ ଲୋକଙ୍କ ମନ…

2 years ago
ମଣ୍ଡିରୁ ଧାନ ଆଣୁଥିବା ବେଳେ ଓଲିଟିଲା ଟ୍ରକ୍‌ମଣ୍ଡିରୁ ଧାନ ଆଣୁଥିବା ବେଳେ ଓଲିଟିଲା ଟ୍ରକ୍‌

ମଣ୍ଡିରୁ ଧାନ ଆଣୁଥିବା ବେଳେ ଓଲିଟିଲା ଟ୍ରକ୍‌

କୋରାପୁଟ,୧୨।୨(ସ୍ବ.ପ୍ର): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୋଲିଆମ୍ବ ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଥିଲା।…

2 years ago
ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ରୁ ଲୁଟିନେଲେ ୩୨ଲକ୍ଷଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ରୁ ଲୁଟିନେଲେ ୩୨ଲକ୍ଷ

ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ରୁ ଲୁଟିନେଲେ ୩୨ଲକ୍ଷ

ନନ୍ଦପୁର/ କୋରାପୁଟ (ସ୍ବ.ପ୍ର.), ୧୨।୨: କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଶନିବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। କେତେଜଣ ଦୁର୍ବୃତ୍ତ ବ୍ଲକର ପାଡୁଆ ଥାନା ଅନ୍ତର୍ଗତ…

2 years ago
‘ହାଲ୍‌’ ତଥ୍ୟ ପ୍ରଘଟ ଚର୍ଚ୍ଚା‘ହାଲ୍‌’ ତଥ୍ୟ ପ୍ରଘଟ ଚର୍ଚ୍ଚା

‘ହାଲ୍‌’ ତଥ୍ୟ ପ୍ରଘଟ ଚର୍ଚ୍ଚା

ଭାରତରୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ସଂଗ୍ରହ କରିବାକୁ ବାହାର ଦେଶ ଦ୍ୱାରା ନିୟୋଜିତ ସୁନ୍ଦରୀ ତରୁଣୀମାନେ ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସେମାନେ ବିଭିନ୍ନ ପ୍ରତିରକ୍ଷା ଓ ଆନୁଷଙ୍ଗିକ…

2 years ago