Advertisement

କୋରାପୁଟ

ବେଆଇନ ମହୁଲ ଫୁଲ ଚାଲାଣବେଳେ ଚଢ଼ାଉ: ୪ ଜଣଙ୍କୁ ବାନ୍ଧିଲା ପୋଲିସବେଆଇନ ମହୁଲ ଫୁଲ ଚାଲାଣବେଳେ ଚଢ଼ାଉ: ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବେଆଇନ ମହୁଲ ଫୁଲ ଚାଲାଣବେଳେ ଚଢ଼ାଉ: ୪ ଜଣଙ୍କୁ ବାନ୍ଧିଲା ପୋଲିସ

ଜୟପୁର,୧୩ା୧(ପବନ ପାଣିଗ୍ରାହୀ): ବେଆଇନ ଭାବେ ମହୁଲ ଫୁଲ ଚାଲାଣ ବେଳେ ଚଢ଼ାଉ କରି ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। କାଉଡ଼ିଆଗୁଡ଼ା ଓ ପକନାଗୁଡ଼ାର ୨ ଅଭିଯୁକ୍ତ…

2 months ago
ରାୟଗଡ଼ା ରେଳ ଡିଭିଜନର ନୂଆ ଡିଆରଏମ୍‌ ଅମିତାଭ ସିଂଘଲଙ୍କ କୋରାପୁଟ ଗସ୍ତରାୟଗଡ଼ା ରେଳ ଡିଭିଜନର ନୂଆ ଡିଆରଏମ୍‌ ଅମିତାଭ ସିଂଘଲଙ୍କ କୋରାପୁଟ ଗସ୍ତ

ରାୟଗଡ଼ା ରେଳ ଡିଭିଜନର ନୂଆ ଡିଆରଏମ୍‌ ଅମିତାଭ ସିଂଘଲଙ୍କ କୋରାପୁଟ ଗସ୍ତ

କୋରାପୁଟ,୧୨ା୧(ଅମିତାଭ ବେହେରା): ନୂତନ ଭାବେ ରାୟଗଡ଼ା ଡିଭିଜନର ଦାୟିତ୍ୱ ଗ୍ରହଣ କରିଥିବା ଡିଆର୍‌ଏମ୍‌ ଅମିତାଭ ସିଂଘଲ କୋରାପୁଟ ଗସ୍ତରେ ରବିବାର ସକାଳେ କୋରାପୁଟ ଷ୍ଟେଶନକୁ ଆସି ବିଭିନ୍ନ…

2 months ago
ଥମୁନି ଦାଦନ ଦୁଃଖ: ଆନ୍ଧ୍ରପ୍ରଦେଶରରେ ଓଡ଼ିଶା ଦାଦନ ଶ୍ରମିକଙ୍କ ମୃତ୍ୟୁଥମୁନି ଦାଦନ ଦୁଃଖ: ଆନ୍ଧ୍ରପ୍ରଦେଶରରେ ଓଡ଼ିଶା ଦାଦନ ଶ୍ରମିକଙ୍କ ମୃତ୍ୟୁ

ଥମୁନି ଦାଦନ ଦୁଃଖ: ଆନ୍ଧ୍ରପ୍ରଦେଶରରେ ଓଡ଼ିଶା ଦାଦନ ଶ୍ରମିକଙ୍କ ମୃତ୍ୟୁ

କୁନ୍ଦୁରା,୧୧।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ କେରମେଟି ପଞ୍ଚାୟତ ସଦରର ଶୁକଦେବ ଦୁରୁଆ(୨୩)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ହୋଇଛି। ସେ ୩ ମାସ ହେଲା ଆନ୍ଧ୍ରପ୍ରଦେଶର…

2 months ago
ଶୌଚ ପାଇଁ ଯାଇଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ପରେ ଛୁରାମାଡ଼ କଲେ ଯୌନ ପିପାସୁଶୌଚ ପାଇଁ ଯାଇଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ପରେ ଛୁରାମାଡ଼ କଲେ ଯୌନ ପିପାସୁ

ଶୌଚ ପାଇଁ ଯାଇଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ପରେ ଛୁରାମାଡ଼ କଲେ ଯୌନ ପିପାସୁ

କୋରାପୁଟ,୯ା୧: କୋରାପୁଟ ଜିଲା ନନ୍ଦପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ…

2 months ago
କୋରାପୁଟ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ: ୮,୯୪୬ ନୂତନ ଭୋଟରକୋରାପୁଟ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ: ୮,୯୪୬ ନୂତନ ଭୋଟର

କୋରାପୁଟ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ: ୮,୯୪୬ ନୂତନ ଭୋଟର

କୋରାପୁଟ,୭/୧(ଅମିତାଭ ବେହେରା)- କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୫କୁ ନେଇ ଏକ ଖବରଦାତା ସମ୍ମିଳନୀ କରାଯାଇ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ…

2 months ago
ଟ୍ରକ୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନଟ୍ରକ୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

କୋରାପୁଟ,୬ା୧(ଅମିତାଭ ବେହେରା): କୋରାପୁଟ ସହରର ଓଏମ୍‌ପି ମୁଖ୍ୟ ଗେଟ ସମ୍ମୁଖରେ ୨୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍‌-ବାଇକ୍‌ ମୁହଁାମୁହିଁ ହୋଇ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ…

2 months ago
ବଚସାରୁ ଆକ୍ରମଣ: ଚାଲିଗଲା ଯୁବକଙ୍କ ଜୀବନବଚସାରୁ ଆକ୍ରମଣ: ଚାଲିଗଲା ଯୁବକଙ୍କ ଜୀବନ

ବଚସାରୁ ଆକ୍ରମଣ: ଚାଲିଗଲା ଯୁବକଙ୍କ ଜୀବନ

କୁନ୍ଦୁରା,୫।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ଏବଂ ବୈପାରୀଗୁଡ଼ା ସୀମାନ୍ତ ଗୁଣ୍ଡାଳ ବ୍ରିଜ ନିକଟରେ ବଚସାରୁ ଆକ୍ରମଣ କରିବା ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

2 months ago
ସନ୍ତାନ ଜନ୍ମ ପରେ ଆଖିବୁଜିଲେ ପ୍ରସୂତି, ଡାକ୍ତର କହିଲେ…ସନ୍ତାନ ଜନ୍ମ ପରେ ଆଖିବୁଜିଲେ ପ୍ରସୂତି, ଡାକ୍ତର କହିଲେ…

ସନ୍ତାନ ଜନ୍ମ ପରେ ଆଖିବୁଜିଲେ ପ୍ରସୂତି, ଡାକ୍ତର କହିଲେ…

କୁନ୍ଦୁରା,୪ା୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଉପକଣ୍ଠ ରାଇ କୁନ୍ଦୁରାଠାରେ ଛୁଆଜନ୍ମ କରିବା ପରେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା…

2 months ago
ଚାଷୀଙ୍କୁ ଅଣଦେଖା ନେଇ ଅସନ୍ତୋଷ ପ୍ରକାଶ କଲେ ୩ ବିଧାୟକଚାଷୀଙ୍କୁ ଅଣଦେଖା ନେଇ ଅସନ୍ତୋଷ ପ୍ରକାଶ କଲେ ୩ ବିଧାୟକ

ଚାଷୀଙ୍କୁ ଅଣଦେଖା ନେଇ ଅସନ୍ତୋଷ ପ୍ରକାଶ କଲେ ୩ ବିଧାୟକ

କୋରାପୁଟ,୩ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ସ୍ଥାନୀୟ ଦକ୍ଷତା ବିକାଶ ତାଲିମ କେନ୍ଦ୍ରଠାରେ ଜଳ ସମ୍ପଦ ବିଭାଗ ଓଡ଼ିଶା ତରଫରୁ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା। ଜିଲା…

2 months ago
ପିକ୍‌ନିକ୍‌ କରିବାକୁ ଯାଇଥିଲେ: ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହପିକ୍‌ନିକ୍‌ କରିବାକୁ ଯାଇଥିଲେ: ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ପିକ୍‌ନିକ୍‌ କରିବାକୁ ଯାଇଥିଲେ: ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ବୋରିଗୁମ୍ମା,୨ା୧(ବିଜୟ ସାହୁ)- ବୋରିଗୁମ୍ମା ବ୍ଲକ୍‌ ଅନ୍ତର୍ଗତ ବିସିଂପୁର ଥାନା ଅଧୀନ ନକୁଳଗୁଡ଼ା ଗ୍ରାମରେ ନୂତନ ବର୍ଷରେ ପିକ୍‌ନିକ୍‌ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ତାଙ୍କ ସାଙ୍ଗମାନେ ହତ୍ୟା…

3 months ago