ଜୟପୁରରୁ ଉଡ଼ିବ ବିମାନ
ଜୟପୁର,୨୮ା୭(ନି.ପ୍ର.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୁଧବାର ଏକ ସ୍ବତନ୍ତ୍ର ବିମାନ ଯୋଗେ କୋରାପୁଟ ଜିଲା ଜୟପୁର ଗସ୍ତ କରିଥିଲେ। ଏୟାର ଷ୍ଟ୍ରିପ୍ଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।...
ଜୟପୁର,୨୮ା୭(ନି.ପ୍ର.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୁଧବାର ଏକ ସ୍ବତନ୍ତ୍ର ବିମାନ ଯୋଗେ କୋରାପୁଟ ଜିଲା ଜୟପୁର ଗସ୍ତ କରିଥିଲେ। ଏୟାର ଷ୍ଟ୍ରିପ୍ଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।...
ଜୟପୁର, ୧୫ା୭: ଏକ ଅଦା ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଗୁରୁବାର ସଦରଥାନା ପୋଲିସ ହାତରେ ଧରାପଡିଛି। ଟ୍ରକ (ପିବି୬୫ ଭି-୪୪୫୬) ଯୋଗେ ଅଦା ଭିତରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ପୋଲିସ ଜୟପୁର ଘାଟିରେ...
ଦଶମନ୍ତପୁର, ୧୦ା୭: ଜମିଜମା ବିବାଦକୁ କେନ୍ଦ୍ରକରି ହାତୀମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ୮ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଗ୍ରାମର ଧନପତି ଜାନି (୪୩), ସହଦେବ ଜାନି (୪୫) ।...
କୋରାପୁଟ/ପଟ୍ଟାଙ୍ଗୀ,୧୧ା୭(ସ୍ବ.ପ୍ର./ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର ବିରୋଧ କରି ଏହାକୁ ବନ୍ଦ କରିବା ଲାଗି...
କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା ପ୍ରଶାସନ। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ...
ସୁନାବେଡ଼ା,୯।୭: ସୁନାବେଡ଼ା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଝାଡ଼ଖଣ୍ଡ ବୋକାରୋ ଅଞ୍ଚଳର ରମନ କୁମାର...
ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ...
ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍ଆର୍-୭ ରକେଟ୍ ଉତ୍କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶକୁ ନେଇ ପ୍ରସ୍ତୁତ ଏକ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି। ରାଜ୍ୟର ବିଭିନ୍ନ...
ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା...
ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ। କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାରେ ସମ୍ପୃକ୍ତ...
ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ ୧ ଟନ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ...
କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିଜେ ୧୦୮ ଆମ୍ବୁଲାନ୍ସ ଡକାଇ ହସ୍ପିଟାଲ ପଠାଇଥିବା ଜଣାପଡ଼ିଛି। ନବରଙ୍ଗପୁର ଜିଲା...