କୋରାପୁଟ

ଗୁଟଖା କାରବାର ଉପରେ ବଡ଼ ଚଢାଉ

ଜୟପୁର,୨୮ା୫(ପବନ ପାଣିଗ୍ରାହୀ): ବେଆଇନ ଭାବେ ଚାଲିଥିବା ଗୁଟୁଖା କାରବାର ଉପରେ ରୋକୋ ଲଗାଇବାକୁ ମଙ୍ଗଳବାର ଜୟପୁର ପୌରପାଳିକା ପକ୍ଷରୁ ସହରର ବିଭିନ୍ନ ଦୋକାନ ଉପରେ ଚଢାଉ କରାଯାଇ ବ୍ୟାପକ ପରିମାଣର ଗୁଟଖା ଜବତ କରାଯାଇଛି। ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ...

ପାଣି ପାଇଁ ଗରା ଧରି ରାସ୍ତା ରୋକୋ

ଜୟପୁର,୨୭।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସହର କୁମ୍ବାରସାହିରେ ମହିଳାମାନେ ପାଣି ପାଇଁ ସୋମବାର ଗରା ଧରି ରାସ୍ତା ଅବରୋଧ କରଥିଲେ। ଦୀର୍ଘ ୧୫ ଦିନ ହେବ କୁମ୍ବାରସାହିରେ ପାଇପରେ ପାଣି ଆସୁ ନାହିଁ । ପ୍ରବଳ ଗ୍ରୀଷ୍ଣପ୍ରବାହ ଜାରି...

୩୦ ଟନ୍‌ ଆମ୍ବ ଗଲା ରାୟପୁର

କୋରାପୁଟ,୨୭ା୫(ଅମିତାଭ ବେହେରା): ଚଳିତ ବର୍ଷ କୋରାପୁଟ ଜିଲାରେ ପ୍ରଚୁର ପରିମାଣରେ ଆମ୍ବ ଆସିଛି। ଆମ୍ବ ଚାଷୀମାନଙ୍କୁ ଆମ୍ବର ଉଚିତ୍‌ ମୂଲ୍ୟ ଦେବାକୁ ମିଶନ ଶକ୍ତି ମହିଳା ଗୋଷ୍ଠୀ ଓ କମ୍ପାନୀ ଆଗେଇ ଆସିଛି। କୋରାପୁଟ ଜିଲାରେ ହେଉଥିବା ଆମ୍ବରେ ଗୁଣାତ୍ମକମାନ...

ଭାରତମାଳା ପ୍ରକଳ୍ପ ଟନେଲ କାର୍ଯ୍ୟସ୍ଥଳୀରେ ଦୁର୍ଘଟଣା: ମାଟି ଅତଡ଼ା ତଳେ ଚାପିହୋଇ ଜଣେ ମୃତ, ଜଣେ ଗୁରୁତର

ପଟ୍ଟାଙ୍ଗି,୨୪ା୫(ଶରତ ଧଳ): ଛତିଶଗଡ଼ରୁ ଆନ୍ଧ୍ରର ବିଶାଖାପାଟଣାକୁ ସଂଯୋଗ କରୁଥିବା ଭାରତମାଳା ପ୍ରକଳ୍ପର କାର୍ଯ୍ୟ ହେଉଥିବା ରାସ୍ତାର ଟନେଲଠାରେ ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଶ୍ରମିକ ଆହତ ହୋଇ ବିଶାଖାପାଟଣାର ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ...

ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼ ସମ୍ପୂର୍ଣ୍ଣ କଟିଯାଇଛି। ସୋମବାର ଭୋର୍‌ରୁ ଏହି ଦୁର୍ଘଟଣା ଘଟିଥିବା ବେଳେ ଜାତୀୟ ରାଜପଥର...

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ମୃତ ଯୁବକ...

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ ମୃତଦେହ ଶନିବାର କୋରାପୁଟ ଓଡ୍ରାଫ୍‌ ଟିମ୍‌ ଦ୍ୱାରା ଉଦ୍ଧାର କରାଯାଇଥିବା ନନ୍ଦପୁର ତହସିଲଦାର...

ବିଭାଗର ଦୂରଦୃଷ୍ଟି ଅଭାବରୁ ରାଥିବାଲି ଜଳପ୍ରପାତ ନେଉଛି ଜୀବନ

ପଟ୍ଟାଙ୍ଗି,୧୫ା୫(ଶରତ ଧଳ): ଖରାଦିନ ହେଉ ବା ପର୍ଯ୍ୟଟନ ଋତୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ନିଜ ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ସହ ବୁଲିବାକୁ ଯାଇଥାନ୍ତି। ତେବେ ପର୍ଯ୍ୟଟକଙ୍କ ପାଇଁ ପର୍ଯ୍ୟଟନ ସ୍ଥଳରେ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ହେଉ ନ...

କାଳବୈଶାଖୀରେ ଉଡ଼ିଗଲା ବିଦ୍ୟାଳୟର ଛପର

ଜୟପୁର,୧୫ା୫(ପବନ ପାଣିଗ୍ରାହୀ): କାଳ ବୈଶାଖୀରେ ଉଡିଛି ଯାଇଛି ଏକ ବିଦ୍ୟାଳୟର ଛାତ । ଜୟପୁର ଅଞ୍ଚଳରେ କାଳ ବୈଶାଖୀ ଯୋଗୁ ପ୍ରବଳ ବର୍ଷା ପବନ ହୋଇଥିଲା। ଫଳରେ ପବନରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର କ୍ରୀଡାକକ୍ଷ, ୨୧ ଏବଂ ୨୨...

ଭୋଟ ଦେଇ ଫେରୁଥିଲେ କୋଟିଆ ଭୋଟର: ବାଟରେ ଘଟିଲା ଦୁର୍ଘଟଣା

ପଟ୍ଟାଙ୍ଗି,୧୩।୫(ଶରତ ଧଳ): ରାଜ୍ୟରେ ଲୋକସଭା ଏବଂ ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ମତଦାନ କରି ଘରକୁ ଫେରୁଥିବା ବେଳେ ଏକ ମିନିବସ୍‌ ଦୁର୍ଘଟଣାର ଶିକାର ହୋଇଛି। ଦୁର୍ଘଟଣାରେ କୋଟିଆର କେତେକ ଭୋଟର୍‌ ଆହତ ହୋଇଥିବା...

କୋଟିଆରେ ୭୬.୫୩ ପ୍ରତିଶତ ମତଦାନ: ଭୋଟରଙ୍କ ପାଇଁ ତତ୍ପରତା ଦେଖାଇଲା ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୧୩ା୫(ଶରତ ଧଳ): ପ୍ରଥମ ପର୍ଯ୍ୟାୟ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ସୋମବାର ଭୋଟର ନିଜ ନିଜ ମତ ସାବ୍ୟସ୍ତ କରିଛନ୍ତି। ସୀମାନ୍ତ ଭୋଟରଙ୍କ ପାଇଁ ଓଡ଼ିଶା-ଆନ୍ଧ୍ର ଦୁଇ ରାଜ୍ୟର ଜିଲା ଓ ବ୍ଲକ ପ୍ରଶାସନ ଭୋଟରଙ୍କୁ ଗାଡିରେ ମତଦାନ...

୩ଟା ସୁଦ୍ଧା କୋରାପୁଟରେ ୫୩.୨୭ ପ୍ରତିଶତ ମତଦାନ

କୋରାପୁଟ,୧୩।୫(ଅମିତାଭ ବେହେରା ) ଅପରାହ୍ନ ୩ଟା ସୁଦ୍ଧା କୋରାପୁଟ ଜିଲାରେ ୫୩.୨୭ ପ୍ରତିଶତ ମତଦାନ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଜିଲାର କୋଟପାଡ଼ ବିଧାନସଭା ଆସନରେ ୫୫.୭୭ ପ୍ରତିଶତ ମତଦାନ ହୋଇଥିବା ବେଳେ ଜୟପୁର ବିଧାନସଭା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri