ଧରପଗଡ଼ ସତ୍ତ୍ୱେ କମୁନି ଗଞ୍ଜେଇ କାରବାର:ସନ୍ଦେହଘେରରେ ନିର୍ଦ୍ଦିଷ୍ଟ ପୋଲିସ କର୍ମଚାରୀଙ୍କ ଭୂମିକା
ବୈପାରୀଗୁଡ଼ା,୨ା୮(ଡି.ଏନ୍.ଏ.)-ପ୍ରାକୃତିକ ସୌନ୍ଦର୍ଯ୍ୟ, ମନୋରମ ପର୍ଯ୍ୟଟନ ସ୍ଥଳ ଓ ଆଦିବାସୀ ଭାଷା, ସଂସ୍କୃତି ପାଇଁ ଏକଦା ପରିଚିତ ଥିବା ଅବିଭକ୍ତ କୋରାପୁଟ ଏବେ ଗଞ୍ଜେଇ ଚାଷ ଓ ଚାଲାଣ ପାଇଁ କୁଖ୍ୟାତି ଅର୍ଜିଲାଣି। ଏଠାକୁ ବାହାର ରାଜ୍ୟର ପର୍ଯ୍ୟଟକଙ୍କ ଆଗମନ ବଢ଼ିବା...