ସପ୍ତାହେ ଧରି ଯୋଜନା, ୨ ସାଙ୍ଗଙ୍କୁ ଧରି ସ୍ତ୍ରୀଙ୍କୁ ହତ୍ୟା ପରେ ନାଟକ ରଚିଥିଲେ ସ୍ବାମୀ; ଧରାଇଦେଲା ଫୋନ୍
କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା/ସୁନିଲ କୁମାର ପଣ୍ଡା): ନିଜେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରି ରଚିଥିଲେ ନାଟକ। ସେ ଏଭଳି କାନ୍ଦି କାନ୍ଦି ଗଡ଼ୁଥିଲେ ଯେ ତାକୁ ଦେଖି ସ୍ବାମୀ ନିଜେ ଅଭିଯୁକ୍ତ ବୋଲି କେହି ବି ଭାବି ପାରିବେ ନାହିଁ।...