ବିଶ୍ୱ ପର୍ଯ୍ୟଟନ ଦିବସ: ପର୍ଯ୍ୟଟକଙ୍କୁ ଅତିଥିଭାବେ ସମ୍ମାନ ଦେବାକୁ କହିଲେ କୋରାପୁଟ ଜିଲାପାଳ
କୋରାପୁଟ,୨୭।୯(ସ୍ବ.ପ୍ର): ୩୯ ତମ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଶୁକ୍ରବାର କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ବାହାରିଥିବା ଶୋଭାଯାତ୍ରାକୁ ଜିଲାପାଳ ମଧୁସୁଦନ ମିଶ୍ର ମୁଖ୍ୟଅତିଥିଭାବେ...
୨୫ ଲକ୍ଷ ଲଟେରୀ ଉଠିଥିବା କହି ଠକିନେଲେ ୩ ଲକ୍ଷ, ଚାଷୀଙ୍କ ଆତ୍ମହତ୍ୟା ନିଷ୍ପତ୍ତି
ଜୟପୁର,୨୨।୯(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ମାଳିଗୁଡ଼ାରେ ଲଟେରୀ ପ୍ରଲୋଭନ ଦେଖାଇ ଜଣେ ନିରୀହ ଚାଷୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମାଳିଗୁଡାର ଭୀମସେନ ଗୌଡ଼ଙ୍କୁ ଗତ ଅଗଷ୍ଟ ୩୧ ତାରିଖରେ ୨୫ ଲକ୍ଷ ଟଙ୍କା ଲଟେରୀ...
ଆଦର୍ଶ ହୁଡ଼ିଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ
ପଟ୍ଟାଙ୍ଗି,୨୦ା୯(ଡି.ଏନ୍.ଏ.): ପଟ୍ଟାଙ୍ଗି ବ୍ଲକ ଶିଶାଗୁଡ଼ା ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଭିଭାବକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଶୁକ୍ରବାର ବିଡିଓ କରୁଣାକର ପ୍ରଧାନଙ୍କୁ ଦାବିପତ୍ର ଦେଇଛି। ୧୫ ଦିନ ମଧ୍ୟରେ ଦାବି ପୂରଣ କରା ନ ଗଲେ ଅଭିଭାବକମାନେ...
ବକେୟା ଦରମା ଦାବିରେ ମେଡିକାଲ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
କୋରାପୁଟ,୨୦।୯(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ନିୟୋଜିତ ସୁରକ୍ଷାକର୍ମୀ, ଝାଡ଼ୁଦାର ଓ ସହାୟକମାନେ ସେମାନଙ୍କ ବକେୟା ଦରମା ପ୍ରଦାନ ଦାବି କରି ଶୁକ୍ରବାର ସକାଳୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ମେଡିକାଲରେ ପରିମଳ ବ୍ୟବସ୍ଥା...
ଛାତ୍ରଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
ଜୟପୁର, ୧୭।୯(ଡି.ଏନ.ଏ):କୋରାପୁଟ ଜିଲା ଜୟପୁର ସହରର ଗୋପବନ୍ଧୁ ଶିଶୁ ଭବନଠାରେ ଜଣେ ୧୪ ବର୍ଷିଆ ଅନ୍ତେବାସୀ ଦଶମ ଶ୍ରେଣୀର ଛାତ୍ର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।...
କୋରାପୁଟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଜାତୀୟ ଲୋକ ଅଦାଲତକୁ ବନ୍ଦ କଲେ ଆଇନଜୀବୀ
ଜୟପୁର, ୧୪।୯(ଡି.ଏନ୍.ଏ.): କୋରାପୁଟ ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ଡିସେମ୍ବର ୪ରୁ ଚାଲୁ ରହିଛି। ଦୀର୍ଘ ୧୦ମାସ ହେବ ଏହି ଦାବିନେଇ ଆନ୍ଦୋଳନ ଜାରି ରହିଥିବା ବେଳେ ଶନିବାର ଜାତୀୟ ଲୋକ...
କୋରାପୁଟରେ କଫି ପ୍ରକ୍ରିୟାକରଣ କେନ୍ଦ୍ରର ଉଦ୍ଘାଟନ ନେଇ ସମସ୍ତ ପ୍ରସ୍ତୁତି ଶେଷ
କୋରାପୁଟ,୧୦।୯(ସ୍ବ.ପ): କୋରାପୁଟ ଚନ୍ଦନ ପୋଖରୀ ନିକଟରେ ଥିବା କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର ଆସନ୍ତା ବୁଧବାର ଉଦ୍ଘାଟିତ ହେବାର ରହିଛି। ଏଥିନିମନ୍ତେ କୋରାପୁଟ ଆଇଟିଡିଏ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଥିବା ସହକାରୀ କଫି ଉପନିର୍ଦ୍ଦେଶକ ଡା. ଦୟାନିଧି ବାଘ...
ସଂଶୋଧିତ ମୋଟର ଯାନ ଆଇନକୁ କୋହଳ ଦାବି: ଜାତୀୟ ରାଜପଥ ଅବରୋଧ, ୨୦ ଅଟକ
ଜୟପୁର, ୧୦।୯(ନି.ପ୍ର.): ସଂଶୋଧିତ ମୋଟର ଯାନ ଆଇନକୁ କୋହଳ ଦାବିରେ ମଙ୍ଗଳବାର ସକାଳେ କୋରାପୁଟ ଜିଲା ଜୟପୁର ୨୬ ନମ୍ବର ଜାତୀୟ ରାଜପଥର ମୁଖ୍ୟ ଟ୍ରାଫିକ ଛକକୁ ଅବରୋଧ କରାଯାଇଥିଲା। ଫଳରେ ଦୀର୍ଘ ୨ ଘଣ୍ଟା ଧରି ଉଭୟ ପଟେ...
ପାଣିକୁଣ୍ଡରେ ବୁଡ଼ି ଚାଲିଗଲା ୩ ବର୍ଷ ଶିଶୁର ଜୀବନ
ବୋରିଗୁମ୍ମା,୯ା୯(ଡି.ଏନ୍.ଏ.): କୋରାପୁଟ ଜିଲା ବୋରିଗୁମ୍ମା ଦିଣ୍ଡାରାଜାଗୁଡ଼ାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପାଖରେ ଥିବା ପାଣିକୁଣ୍ଡରେ ବୁଡ଼ିଯାଇ ଜଣେ ଶିଶୁର ମୃତ୍ୟୁ ହୋଇଛି। ମୃତକ ହେଲେ ଦିଣ୍ଡାରାଜା ଗ୍ରାମର କୃପାସିନ୍ଧୁ ଗୌଡ଼ଙ୍କ ୩ ବର୍ଷର ପୁଅ ଶିବ।...
କୋରାପୁଟରେ ୮୭୮.୨ ମିମି ବର୍ଷା ରେକର୍ଡ: ବ୍ରିଜ ଉପରେ ଚାଲିଛି ପାଣି, ନନ୍ଦପୁର-ଲମତାପୁଟ ଯୋଗାଯୋଗ ବିଚ୍ଛିନ୍ନ
କୋରାପୁଟ,୬।୯(ସ୍ବ.ପ୍ର.)- କୋରାପୁଟ ଜିଲାରେ ଶୁକ୍ରବାର ୮୭୮.୨ ମିମି ବର୍ଷା ହୋଇଥିବା ଜିଲା ଜରୁରି ବିଭାଗ ପକ୍ଷରୁ ସୁଚନା ମିଳିଛି। ସେଥିମଧ୍ୟରୁ ଜିଲାର ନନ୍ଦପୁର ବ୍ଲକରେ ସର୍ବାଧିକ ୧୫୫.୪ ମିମି ବର୍ଷା ହୋଇଥିବାବେଳେ ସେମିଳିଗୁଡା ବ୍ଲକରେ ୫୯ ମିମି, କୋଟପାଡ ବ୍ଲକରେ...
ରାସ୍ତାପାର୍ଶ୍ୱରେ ପଡ଼ିରହିଛି ଶିଶୁର ମୃତଦେହ
ଜୟପୁର,୪।୯(ଡି.ଏନ୍.ଏ.): ଜୟପୁରରୁ ବିଶାଖାପାଟଣା ଯିବା ମୁଖ୍ୟ ରାସ୍ତା ଲମତାପୁଟ ତୁସୁବା ଛକ ନିକଟରେ ଏକ ଶିଶୁର ମୃତଦେହ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଶିଶୁଟିକୁ କିଏ କାହିଁକି ରାସ୍ତା କଡ଼ରେ ଫିଙ୍ଗି ଚାଲିଯାଇଛି ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା...
ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍
ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍ତେ ଚଲ୍ତେ ମେରେ ୟେ ଗୀତ୍ ୟାଦ୍ ରଖନା, କଭି ଅଲ୍ବିଦା ନା କେହ୍ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର...
Archives


