କୋରାପୁଟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଆହତ

ଜୟପୁର,୧୦।୩: କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ...

ଟ୍ରକ୍‌ରେ ଗ୍ୟାସ୍‌ ଚୁଲାରେ ରୋଷେଇ କରୁଥିବା ବେଳେ ଲାଗିଲା ନିଆଁ

କୋଟପାଡ଼,୭ା୪(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ମହାବିଦ୍ୟାଳୟ ନିକଟସ୍ଥ ଜାତୀୟ ରାଜପଥ ୬୩ ପାର୍ଶ୍ୱ ପେଟ୍ରୋଲ ଟ୍ୟାଙ୍କ ନିକଟରେ ଏକ ଟ୍ରକ୍‌ରେ କୌଣସି କାରଣ ବଶତଃ ଅପରାହ୍ନ ୨ଟାରେ ନିଆଁ ଲାଗି ଯାଇଥିଲା। ଟ୍ରକ୍‌ ଭିତରେ ଡ୍ରାଇଭର ଏକ ଗ୍ୟାସ୍‌...

ଜରୁରୀ ନ ଥିଲେ ଘରୁ ବାହାର ନାହିଁ: ଜିଲାପାଳ

କୋରାପୁଟ,୬ା୪(ଅମିତାଭ ବେହେରା): କୋରାପୁଟ ଜିଲାରେ ଦିନକୁ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ନେଇ ବିଭିିନ୍ନ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ସନ୍ଧ୍ୟାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ଭି. କୀର୍ତ୍ତି ଭାସନ...

ଅଚାନକ କୋଟିଆ ଗସ୍ତ କଲେ ମୁଖ୍ୟ ଶାସନ ସଚିବ

ପଟାଙ୍ଗି,୫ା୪(ଶରତ ଧଳ): ମାସକ ପରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହିପରି ସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ସୀମାନ୍ତ ଅଞ୍ଚଳକୁ ଗସ୍ତରେ ଆସି ଫେରିଯିବା ଦୃଶ୍ୟ ରାଜନୈତିକ...

ମା’ ଭୈରବୀଙ୍କୁ ପୂଜା କରି ନିର୍ବାଚନୀ ପ୍ରଚାର ଆରମ୍ଭ କଲେ ତାରା

ଭୁବନେଶ୍ୱର,୫।୪: କୋରାପୁଟ ଜୟପୁର ବିଧାନସଭା କଂଗ୍ରେସ ପ୍ରାର୍ଥୀ ତାରା ବାହିନୀପତି ଶୁକ୍ରବାର ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ସମର୍ଥକଙ୍କ ସହ ସେ ବୋରିଗୁମ୍ମା ବ୍ଲକର ଭୈରବୀ ମନ୍ଦିରରେ ପହଞ୍ଚି ଥିଲେ। ପରେ ସେଠାରେ ପୂଜାର୍ଚ୍ଚନା କରି ନିର୍ବାଚନ ପ୍ରଚାର ଆରମ୍ଭ...

ଫିଲ୍ମ ଷ୍ଟାଇଲ୍‌ରେ ଗଞ୍ଜେଇ ଚୋରାଚାଲାଣ

କୋରାପୁଟ,୫ା୪(ଅମିତାଭ ବେହେରା): ଫିଲ୍ମ ଷ୍ଟାଇଲ୍‌ରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଛି ପୋଲିସ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପାଡୁଆ ବାଞ୍ଜଲାପୁଟରେ। ଛତିଶଗଡ଼ ଅଞ୍ଚଳ ବସ୍ତର ଜିଲାର ମଣିକାନ୍ତା ନାମକ ଜଣେ ଯୁବକ ନିଜ ଦେହରେ...

ଏସଡିପିଓଙ୍କ ମିଳିତ ଚଢ଼ାଉ: ବିପୁଳ ପରିମାଣ ବିଦେଶୀ ମଦ ଜବତ, ଜଣେ ଗିରଫ

ପଟ୍ଟାଙ୍ଗି,୫।୪(ଶରତ ଧଳ):ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ଧରପଗଡ କ୍ଷେତ୍ରରେ ତପ୍ତରତା ପ୍ରକାଶ ପାଇଛି। ଏହିପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା...

କଲର୍ଭଟରେ ପିଟି ହେଲା ଯନ୍ତ୍ରୀଙ୍କ କାର: ୪ ଗୁରୁତର

କୋରାପୁଟ,୪ା୪(ଅମିତାଭ ବେହେରା): କୋରାପୁଟ ସହରର ଓଏମ୍‌ପି ନିକଟସ୍ଥ ଏକ କଲର୍ଭଟରେ ଭାରସାମ୍ୟ ହରାଇ ଏକ କାର ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି...

କୋରାପୁଟ ନିର୍ବାଚନମଣ୍ଡଳୀ: ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଦଳୀୟ କର୍ମୀଙ୍କ ବିରୋଧ

ସୁନାବେଡ଼ା,ସେମିଳିଗୁଡ଼ା,୪ା୪(କୃତ୍ତିବାସ ପ୍ରଧାନ/ ବାସୁଦେବ ବରାଡ଼): କୋରାପୁଟ ବ୍ଲକ, ସୁନାବେଡ଼ା ପୌରାଞ୍ଚଳ, ଲମତାପୁଟ ଓ ବୈପାରିଗୁଡ଼ା ବ୍ଲକ ଅଞ୍ଚଳକୁ ନେଇ ଗଠିତ ହୋଇଛି ୧୪୪ ନଂ. କୋରାପୁଟ ନିର୍ବାଚନମଣ୍ଡଳୀ। ନିର୍ବାଚନ ପାଇଁ ନିକଟରେ ବିଜେଡି ପ୍ରାର୍ଥୀ ରୂପେ ରଘୁରାମ ପଡାଲଙ୍କ ନାମ...

ପଟାଙ୍ଗି ବିଧାନସଭା ଆସନରୁ ପ୍ରାର୍ଥୀ ହେଲେ ପ୍ରଫୁଲ୍ଲ

କୋରାପୁଟ,୩ା୪(ଅମିତାଭ ବେହେରା): ରାଜ୍ୟ ବିଜେଡି ପକ୍ଷରୁ ବୁଧବାର ଦ୍ୱିତୀୟ ପଯର୍ର୍‌ୟାୟରେ ୨୭ଟି ବିଧାନସଭା ଓ ୫ଟି ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରେ ରହିଛନ୍ତି ଜିଲାର ପଟ୍ଟାଙ୍ଗି ବିଧାନସଭା ମଣ୍ଡଳୀ ଆସନ ନିମନ୍ତେ ପୂର୍ବତନ...

କାନ୍ଥ ଫାଟିଲାଣି, ଅସରାଏ ବର୍ଷା ହେଲେ ଗଳୁଛି ପାଣି

ନନ୍ଦପୁର,୧ା୪(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ତହସିଲ ଅଧୀନ ବ୍ଲକ ଅଞ୍ଚଳର ପଞ୍ଚାୟତବାସୀଙ୍କୁ ରାଜସ୍ବ ସେବା ଯୋଗାଇବାକୁ ନିର୍ମିତ ପାଡୁଆ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିର୍ମାଣରେ ସୁନାବେଡା ଆରଡି ବିଭାଗ ନିମ୍ନମାନର କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ବ୍ୟୟ ଅଟକଳ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି କଫି ଫୁଲ

କୋରାପୁଟ ୧ା୪(ଅମିତାଭ ବେହେରା): କୋରାପୁଟ ଜିଲାରେ ଥିବା ବିଭିନ୍ନ କଫି ବଗିଚାରେ ଏବେ କଫି ଫୁଲ ଫୁଟିବା ସମୟ ଆରମ୍ଭ କରିଛି। ଫୁଲ ଫିଟିଲେ ଏହା ଯେମିତି କଫି ଫୁଲର ଧଳା ଚାଦର ଭଳି ଶୋଭା ପାଇଥାଏ। ଯାହା ପ୍ରକୃତିପ୍ରେମୀଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image