କୋରାପୁଟ ଡିଭିଜନ: ୬ ରେଞ୍ଜରେ ୫୪୧୩ ପକ୍ଷୀ ଚିହ୍ନଟ
କୋରାପୁଟ,୧୮ା୧(ଅମିତାଭ ବେହେରା)- କୋରାପୁଟ ବନଖଣ୍ଡ ଅଧିନରେ ଥିବା ୬ ରେଞ୍ଜରେ ବିଭାଗ ପକ୍ଷରୁ ଶନିବାର ପକ୍ଷୀ ଗଣନା କାର୍ଯ୍ୟ ଶେଷ ହୋଇଥିବା ବେଳେ ମୋଟ ୫୪୧୩ ପକ୍ଷୀ ଚିହ୍ନଟ କରାଯାଇଛି। କୋରାପୁଟ ରେଞ୍ଜରେ ୧୮ ପ୍ରକାରର ୨୦୧୨ ପକ୍ଷୀ, ବାଲଡା...
କୋରାପୁଟ,୧୮ା୧(ଅମିତାଭ ବେହେରା)- କୋରାପୁଟ ବନଖଣ୍ଡ ଅଧିନରେ ଥିବା ୬ ରେଞ୍ଜରେ ବିଭାଗ ପକ୍ଷରୁ ଶନିବାର ପକ୍ଷୀ ଗଣନା କାର୍ଯ୍ୟ ଶେଷ ହୋଇଥିବା ବେଳେ ମୋଟ ୫୪୧୩ ପକ୍ଷୀ ଚିହ୍ନଟ କରାଯାଇଛି। କୋରାପୁଟ ରେଞ୍ଜରେ ୧୮ ପ୍ରକାରର ୨୦୧୨ ପକ୍ଷୀ, ବାଲଡା...
କୋରାପୁଟ/ନାରାୟପାଟଣା,୧୬/୧(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟପାଟଣା ବ୍ଲକ ତାଳଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସିଙ୍ଗୁରୁ ତାଡିଙ୍ଗିଙ୍କ ହତ୍ୟା ଘଟଣାରେ ଗୁରବାର ନାରାୟଣପାଟଣା ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ନେଇ ଲକ୍ଷ୍ମୀପୁରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ...
ଜୟପୁର,୧୩ା୧(ପବନ ପାଣିଗ୍ରାହୀ): ବେଆଇନ ଭାବେ ମହୁଲ ଫୁଲ ଚାଲାଣ ବେଳେ ଚଢ଼ାଉ କରି ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। କାଉଡ଼ିଆଗୁଡ଼ା ଓ ପକନାଗୁଡ଼ାର ୨ ଅଭିଯୁକ୍ତ ଟଙ୍କଧର ନାୟକ (୨୪) ରତ୍ନାକର ନାୟକ (୪୮)। ପିକ୍ଅପ୍ ଭ୍ୟାନ୍ରେ ୬୭...
କୋରାପୁଟ,୧୨ା୧(ଅମିତାଭ ବେହେରା): ନୂତନ ଭାବେ ରାୟଗଡ଼ା ଡିଭିଜନର ଦାୟିତ୍ୱ ଗ୍ରହଣ କରିଥିବା ଡିଆର୍ଏମ୍ ଅମିତାଭ ସିଂଘଲ କୋରାପୁଟ ଗସ୍ତରେ ରବିବାର ସକାଳେ କୋରାପୁଟ ଷ୍ଟେଶନକୁ ଆସି ବିଭିନ୍ନ ସମସ୍ୟା ଓ ଉନ୍ନତିକରଣ କାର୍ଯ୍ୟଗୁଡ଼ିକର ନିରୀକ୍ଷଣ କରିବା ସହ ରେଲଓ୍ବେ କର୍ମଚାରୀ...
କୁନ୍ଦୁରା,୧୧।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍ କେରମେଟି ପଞ୍ଚାୟତ ସଦରର ଶୁକଦେବ ଦୁରୁଆ(୨୩)ଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଛି। ସେ ୩ ମାସ ହେଲା ଆନ୍ଧ୍ରପ୍ରଦେଶର ମଚ୍ଛଲିପାଟ୍ଟନମ୍ ଅଞ୍ଚଳରେ ଏକ ଚିଙ୍ଗୁଡ଼ି କମ୍ପାନୀରେ କାମ କରୁଥିଲେ। ଶୁକ୍ରବାର କାର୍ଯ୍ୟ...
କୋରାପୁଟ,୯ା୧: କୋରାପୁଟ ଜିଲା ନନ୍ଦପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯିବା ପରେ ଏଥିରେ ବିଫଳ ହେବାରୁ ଛୁରାମାଡ଼ କରିଛନ୍ତି ଯୌନ ପିପାସୁ...
କୋରାପୁଟ,୭/୧(ଅମିତାଭ ବେହେରା)- କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୫କୁ ନେଇ ଏକ ଖବରଦାତା ସମ୍ମିଳନୀ କରାଯାଇ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯାଇଛି। କୋରାପୁଟ ଜିଲାପାଳ ଭି.କୀର୍ତ୍ତିଭାସନ ଅଧ୍ୟକ୍ଷତା କରି ଚଳିତ ବର୍ଷ ଜାନୁଆରୀ...
କୋରାପୁଟ,୬ା୧(ଅମିତାଭ ବେହେରା): କୋରାପୁଟ ସହରର ଓଏମ୍ପି ମୁଖ୍ୟ ଗେଟ ସମ୍ମୁଖରେ ୨୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍-ବାଇକ୍ ମୁହଁାମୁହିଁ ହୋଇ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାଇକ୍ ଚାଳକ ବିରଞ୍ଚି ବିଶୋଇ। ତାଙ୍କ ଘର ଲକ୍ଷ୍ମୀପୁର ଅଞ୍ଚଳରେ। କୋରାପୁଟ...
କୁନ୍ଦୁରା,୫।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ଏବଂ ବୈପାରୀଗୁଡ଼ା ସୀମାନ୍ତ ଗୁଣ୍ଡାଳ ବ୍ରିଜ ନିକଟରେ ବଚସାରୁ ଆକ୍ରମଣ କରିବା ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୈପାରୀଗୁଡ଼ା ବ୍ଲକ୍ ଚେରେକା ପଞ୍ଚାୟତ ଅଧୀନ ଝଡିଗୁଡା ଗ୍ରାମର ମନୋହର...
କୁନ୍ଦୁରା,୪ା୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଉପକଣ୍ଠ ରାଇ କୁନ୍ଦୁରାଠାରେ ଛୁଆଜନ୍ମ କରିବା ପରେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଜାନୁଆରୀ ୧ ତାରିଖରେ ରାଇ କୁନ୍ଦୁରାଠାରେ ବସବାସ କରୁଥିବା ଅଞ୍ଜଳି...
କୋରାପୁଟ,୩ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ସ୍ଥାନୀୟ ଦକ୍ଷତା ବିକାଶ ତାଲିମ କେନ୍ଦ୍ରଠାରେ ଜଳ ସମ୍ପଦ ବିଭାଗ ଓଡ଼ିଶା ତରଫରୁ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା। ଜିଲା ଉଠାଜଳସେଚନ ବିଭାଗର ନିର୍ବାହୀଯନ୍ତ୍ରୀ ଯୁଗଳକିଶୋର ଟାକ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ...
ବୋରିଗୁମ୍ମା,୨ା୧(ବିଜୟ ସାହୁ)- ବୋରିଗୁମ୍ମା ବ୍ଲକ୍ ଅନ୍ତର୍ଗତ ବିସିଂପୁର ଥାନା ଅଧୀନ ନକୁଳଗୁଡ଼ା ଗ୍ରାମରେ ନୂତନ ବର୍ଷରେ ପିକ୍ନିକ୍ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ତାଙ୍କ ସାଙ୍ଗମାନେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ହେଲେ ଜଗନ୍ନାଥ ମାଝୀ(୩୦)। ଏ ନେଇ...