କୋରାପୁଟ

ଫାଟୁସିନେରି ନିକଟରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୨୭ା୮(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ପଡ଼ୋଶୀ ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମ ନିକଟରେ ଆନ୍ଧ୍ର ସୀମାରେ ଥିବା ସ୍ଥାନରେ ଏକ ରାସ୍ତା ନିର୍ମାଣ ପାଇଁ ଶୁକ୍ରବାର ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନ ଦୋରା...

ଥାନାରେ ଦୁଇ ଯାଆ : ଦେଢ଼ଶୁରଙ୍କ ନାମରେ ନିର୍ଯାତନା ମାମଲା

ଜୟପୁର,୨୬ା୮(ନି.ପ୍ର.): ଶ୍ୱଶୁର ଘରେ ବୋହୂକୁ ଦିଆଯାଉଛି ଯୌତୁକ ନିର୍ଯାତନା। ନିର୍ଯାତନା ଦେଉଛନ୍ତି ଦୁଇ ଦେଢ଼ଶୁର । ଏଭଳି ଏକ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁର ଥାନା ଅଞ୍ଚଳରେ। ମହିଳା ଜଣକ ତୁରନ୍ତ ନ୍ୟାୟ ଦାବିରେ ଥାନା ସମ୍ମୁଖରେ ଧାରଣା...

କୋରାପୁଟରେ ହେବ ଗୁମ୍ଫା ପର୍ଯ୍ୟଟନର ବିକାଶ

କୋରାପୁଟ,୨୬ା୮(ସ୍ବ.ପ୍ର.): କୋରାପୁଟ ଜିଲାର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ ସର୍ବଦା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏହି ପ୍ରାକୃତିକ ବିଭବକୁ ଅଧିକ ଆକର୍ଷଣୀୟ କରିବା ଲାଗି କୋରାପୁଟ ଜିଲାରେ ଥିବା ବିଭିନ୍ନ ଗୁମ୍ପାର ବିକାଶ କରାଯିବ। ଆଲୋକୀକରଣ ବ୍ୟବସ୍ଥା ସହ ସେଠାକୁ ଯାତାୟାତ...

ବ୍ୟାପୁଛି ଝାଡ଼ାବାନ୍ତି, ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଦଶମନ୍ତପୁର/କୋଡିଙ୍ଗା, ୨୫।୮(ଡି.ଏନ୍‌.ଏ.): କୋରାପୁଟ ଓ ନବରଙ୍ଗପୁରରେ ଝାଡ଼ାବାନ୍ତି ଥମିବାର ନାଁ ନେଇନି। ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ଭୟର ବାତାବରଣ। ଜିଲା ଦଶମନ୍ତପୁର ବ୍ଲକରେ ଝାଡ଼ାବାନ୍ତିରେ ମଙ୍ଗଳବାର ଜଣେ ୨ବର୍ଷର ଶିଶୁଙ୍କ ସମେତ...

ଜାତୀୟ ରାଜପଥ ଉପରେ ସହରର ନର୍ଦ୍ଦମାଜଳ

କୋରାପୁଟ,୨୪।୮(ସ୍ବ.ପ୍ର.): କୋରାପୁଟ ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ସହରର ନଦ୍ଦର୍ର୍ମା ଜଳ ମାସ ମାସ ଧରି ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ଯାତାୟାତ ବେଳେ ଲୋକେ ହଇରାଣ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।...

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର,୨୨ା୮ (ନି.ପ୍ର.): ପାରମ୍ପରିକ ଜୈବିକ ଚାଷର ପ୍ରଚାରପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା କୋରାପୁଟ ଜିଲାର ପଦ୍ମଶ୍ରୀ କମଳା ପୂଜାରୀ ରବିବାର ଅସୁସ୍ଥ ହୋଇପଡ଼ିଛନ୍ତି। କମଳା ଜ୍ୱର ସହ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଜୟପୁର...

ପୁଣି ବ୍ୟାପିଲାଣି ଝାଡ଼ାବାନ୍ତି

କୋରାପୁଟ/ତେନ୍ତୁଳିଖୁଣ୍ଟି,୨୧।୮(ସ୍ବ.ପ୍ର./ଡି.ଏନ୍‌.ଏ.): କଛିଦିନରେ ବ୍ୟବଧାନରେ ପୁଣି ଦେଖାଦେଲାଣି ଝାଡ଼ାବାନ୍ତି ଆତଙ୍କ। ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ନବରଙ୍ଗପୁର ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କୋରାପୁଟ ସଦର ବ୍ଲକରେ ୧୬ଜଣ ଓ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟିରେ ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ...

ବର୍ଷାଦିନେ ବି ପିଇବାକୁ ପଡ଼ୁଛି ଚୁଆପାଣି

ଦଶମନ୍ତପୁର, ୨୧।୮(ଡି.ଏନ୍‌.ଏ.): ଚଳିତବର୍ଷ ଦେଶ ସ୍ବାଧୀନତାର ୭୫ବର୍ଷ ପୂରଣ ହୋଇଛି। ତଥାପି ମଧ୍ୟ ଏପରି ଅନେକ ଗାଁ ଅଛି, ଯେଉଁଠି ମୌଳିକ ସୁବିଧା ଲୋକଙ୍କୁ ଠିକ୍‌ଭାବେ ମିଳୁନି। ଏପରି ଏକ ଗାଁ ହେଉଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମୁଜାଙ୍ଗ...

ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ

କୋରାପୁଟ,୨୦।୮(ସ୍ବ.ପ୍ର.): ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ସହର ଉପକଣ୍ଠ ଗାନ୍ଧୀନଗର ସ୍ଥିତ ନୂଆସାହିରେ। ସାହିର ସୁମନ୍ତ କୁମାର ଭାତ୍ରାଙ୍କ ବଡ ପୁଅ ପ୍ରୀୟାସୁ ସ୍ଥାନୀୟ ମାନସ ବିଦ୍ୟାଳୟରେ ପ୍ରଥମ...

୫ ବର୍ଷ ହେଲା ସରୁନି ଭିତରଗଡ଼ ପୋଲ

ଲକ୍ଷ୍ମୀପୁର,୨୦।୮(ସ୍ବ.ପ୍ର.): ରାଜ୍ୟ ସରକାର ବିଭିନ୍ନ ଜନହିତକର ଯୋଜନା କାର୍ଯ୍ୟକାରୀ କରି ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ସେଥିରୁ ଜନସାଧାରଣ ଉପକୃତ ହୋଇପାରୁନାହାନ୍ତି। କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ କାକିରିଗୁମା-ଦାମନଯୋଡିକୁ ସଂଯୋଗ କରୁଥିବା ଭିତରଗଡ ପୋଲ ଦୀର୍ଘଦିନ ହେଲା ନିର୍ମାଣାଧୀନ...

ପାଠପଢ଼ା ପାଇଁ ଜୀବନ ବାଜି

ଦଶମନ୍ତପୁର,୨୦।୮(ଡି.ଏନ୍‌.ଏ.): ଆଜି ବି ଏମିତି ପଞ୍ଚାୟତ ଏବଂ ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠିକୁ ରାସ୍ତାଟିଏ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯିବାକୁ ହେଲେ ଛାତ୍ରୀଛାତ୍ରମାନେ ଜୀବନକୁ ବାଜି ଲଗାଇ ନଦୀ...

ଚାଷୀଙ୍କ ଜମି ନଷ୍ଟ, ପ୍ରଶାସନର ନିଘା ନାହିଁ

ଦଶମନ୍ତପୁର, ୨୦।୮ ( ଡି.ଏନ.ଏ.):  କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର ଏ.ଚଣ୍ଡାଲଗୁଡ଼ା ଗ୍ରାମରେ ପ୍ରଶାସନର ଅବହେଳାରୁ ଚାଷୀଙ୍କ ୭୦ ଏକର ଚାଷଜମି ନଷ୍ଟ ହେଉଥିବା ଅଭିଯୋଗ ହେଉଛି। ଆଡ଼ିବନ୍ଧ ଏବଂ ଚେକ୍‌ ଡ୍ୟାମ୍‌ ନିର୍ମାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri