କୋରାପୁଟ

କୋରାପୁଟ ମେଡିକାଲ କଲେଜରେ ଲାଗିଲା ନିଆଁ

କୋରାପୁଟ,୩୦ା୮(ଅମିତାଭ ବେହେରା): କୋରାପୁଟ ମେଡିକାଲ କଲେଜରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯାଇଛି। ଫଳରେ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଚାଇଲ୍ଡ କେୟାର ୟୁନିଟ୍‌ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ତେବେ ଶଟ୍‌ସର୍କିଟ୍‌ରୁ ଏହି ନିଆଁ ବ୍ୟାପିଛି। ଘଟଣାସ୍ଥଳରେ ଅଗ୍ନିଶମ...

ଆଜି ଏସବୁ ଜିଲାରେ ସ୍କୁଲ ଛୁଟି

କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାପାଇଁ ରେଡ ଓ୍ବାର୍ନିଂ ଥିବାରୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଅଗ୍ନିଶମ...

ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ

କୋରାପୁଟ,୨୯ା୮: ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ,...

ଛେଳି, ଗୋରୁପଲଙ୍କ ଉପରେ ମାଡ଼ିଗଲା ଟ୍ରେନ୍‌

କୋରାପୁଟ,୨୬।୮: କୋରାପୁଟ ଜିଲା ଭେଜା ଷ୍ଟେସନ ନିକଟରେ ସୋମବାର ଏକ ଅଘଟଣ ଘଟିଛି। କେତେକ ଛେଳି ଏବଂ ଗୋରୁପଲ ଟ୍ରେନ୍‌ ଲାଇନ୍‌ ପାରି ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍‌ ମାଡ଼ି ଯାଇଥିଲା। ଫଳରେ ଟ୍ରେନ ଧକ୍କାରେ ୧୫ ଛେଳି,...

ନାରାୟଣପାଟଣାରେ ଡେଙ୍ଗୁ ଆତଙ୍କ: ୩ ଦିନରେ ଗଲାଣି ୨ ଜୀବନ

କୋରାପୁଟ / ନାରାୟଣପାଟଣା,୨୫।୮(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକରେ ଡେଙ୍ଗୁ ଆତଙ୍କ। ରବିବାର ଏହି ଅଞ୍ଚଳର ଜଣେ ଆକ୍ରାନ୍ତଙ୍କ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ନାରାୟଣପାଟଣା ବସ୍‌ଷ୍ଟାଣ୍ଡ...

ଓଡ଼ିଶା ସୀମାନ୍ତ ଗାଁରେ ଆନ୍ଧ୍ରର ଗ୍ରାମସଭା

ପଟ୍ଟାଙ୍ଗି,୨୩ା୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଥିବା କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ଏମ୍‌ଜିଏନ୍‌ଆରଇଜିଏସ୍‌ ନିମନ୍ତେ ରାଜ୍ୟର ୨୯ଟି ଗ୍ରାମରେ ଆନ୍ଧ୍ର ପ୍ରଦେଶ ଟିଡିପି ସରକାର ଶୁକ୍ରବାର ଗ୍ରାମସଭା କରିଥିଲା। ଏହା ସହିତ...

ସଂରକ୍ଷଣ ରାୟକୁ ବିରୋଧ କରି ପଟ୍ଟାଙ୍ଗି ଓ ସୁଙ୍କିରେ ଭାରତ ବନ୍ଦ ପାଳନ

ପଟ୍ଟାଙ୍ଗି୨୧।୮(ଶରତ ଧଳ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଅନୁସୂଚିତ ଜାତି ଜନଜାତି , ପଛୁଆବର୍ଗ , ସଂଖାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ହୋଇଥିବା ଭାରତ ବନ୍ଦ...

କୋରାପୁଟ ସହରରେ ଭାରତ ବନ୍ଦର ପ୍ରଭାବ: ଗାଡି ଚଳାଚଳ ଠପ୍‌, ଦୋକାନ ବଜାର ବନ୍ଦ

କୋରାପୁଟ,୨୧।୮(ଅମିତାଭ ବେହେରା): କୋରାପୁଟ ସହରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବାବେଳେ ବସ ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଥିବା ଜଣାପଡ଼ିଛି। ସହରର ଟ୍ରାଫିକ ଛକ, ମହିଳା ମହାବିଦ୍ୟାଳୟ ଛକ, ବାଟମଙ୍ଗଳା ଛକ...

ଦଶମ ଶ୍ରେଣୀ ଛାତ୍ରଙ୍କ ପେଟରେ ଛୁରି ଭୁସିଲେ ଛାତ୍ର

କୋରାପୁଟ,୧୯।୮: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ପଞ୍ଚଡ଼ା ହାଇସ୍କୁଲ ହଷ୍ଟେଲରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ରାତିରେ ହଷ୍ଟେଲରେ ଖାଇବା ବେଳେ ଦୁଇ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଏହା କ୍ରମେ ଉର୍ଗରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ...

ନିର୍ବାଚନ ସରିବା ପରେ ପୁଣି ଆନ୍ଧ୍ର ନଜରରେ କୋଟିଆ, ବୁଲୁଛନ୍ତି ଟିଡିପ କର୍ମଚାରୀ

ପଟ୍ଟାଙ୍ଗି,୧୭ା୮(ଶରତ ଧଳ): କିଛି ଦିନର ନୀରବତା ପରେ ପୁଣି ଆନ୍ଧ୍ର ଓଡ଼ିଶା ସୀମାନ୍ତ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରିଛି। ନିର୍ବାଚନ ସରିବାର ୩ ମାସ ପରେ ଆନ୍ଧ୍ରରେ ନିର୍ବାଚିତ ନୂତନ ସରକାର ଟିଡିପିର କର୍ମଚାରୀମାନେ...

ଯେଣ୍ଡା ପାହାଡ଼ରୁ ମାର୍ବଲ ଖୋଳିବା ନିମନ୍ତେ ସରିଲା ଜନ ଶୁଣାଣି, ଜିଲା ପ୍ରଶାସନକୁ ରୋକ ଠୋକ୍ ଶୁଣାଇଲେ ଗ୍ରାମବାସୀ…

ପଟ୍ଟାଙ୍ଗି,୧୬।୮(ଶରତ ଧଳ): ନିଜେ ନିଜର ଜୀବନ ଜୀବିକା ନିର୍ବାହ କରି ବଞ୍ଚୁଥିବା ଏବଂ ନିର୍ଭର କରୁଥିବା ପାହାଡ଼କୁ ଇଛା ନଥାଇ ମଧ୍ୟ କମ୍ପାନୀ ହାତକୁ ଟେକି ଦେବା ପରି ଦୃଶ୍ୟ ଅନେକ କିଛି ପ୍ରଶ୍ନ ସୃଷ୍ଟି କରୁଛି। କୋରାପୁଟ ଜିଲା...

ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ: ବିଶାଳ ଶୋଭାଯାତ୍ରାରେ ଯୋଗଦେଲେ କ୍ରୀଡାମନ୍ତ୍ରୀ

କୋରାପୁଟ,୧୪।୮: କୋରାପୁଟରେ ହର ଘର ତ୍ରିରଙ୍ଗା ନେଇ ରାଜ୍ୟ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ନେତୃତ୍ୱରେ ଆୟୋଜିତ ବିଶାଳ ଶୋଭାଯାତ୍ରା ସହର ପରିକ୍ରମା କରୁଛି। ଏହି ଶୋଭାଯାତ୍ରାରେ କୋରାପୁଟ ବିଧାୟକ ରଘୁରାମ ମାଛ, ଭାଜପା ଜିଲା ସଭାପତି ସୁମନ୍ତ ପ୍ରଧାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri