କୋରାପୁଟ

ଅଯୋଧ୍ୟା ଗଲା ସୀତାକୁଣ୍ଡ ଜଳ

ମାଲକାନଗିରି/କୋରାପୁଟ,୨୩ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟି ଗସ୍ତ କରିଛନ୍ତି। ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମମନ୍ଦିର ପାଇଁ ରାଜ୍ୟପାଳ ମୁଦୁଲିପଡ଼ାରେ ଥିବା ସୀତାକୁଣ୍ଡରୁ ଜଳ ସଂଗ୍ରହ କରିଛନ୍ତି। ଉକ୍ତ ଜଳକଳସ ରାମନବମୀ...

କୋରାପୁଟ ଗସ୍ତରେ ପୋଲିସ ଡିଜି

କୋରାପୁଟ,୨୧।୩(ଡି.ଏନ୍‌.ଏ.) : କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନିଲ କୁମାର ବଂଶଲ। ଡିଜିଙ୍କ ସହ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ, ଗୁଇନ୍ଦା ବିଭାଗ, ଆଇଜି ଅପରେସନ ଓ ଆଇଜି ଇଣ୍ଟିଲେଜେନସି ଅଧିକାରୀ ମଧ୍ୟ କୋରାପୁଟ ଗସ୍ତରେ ଅଛନ୍ତି।  ପୋଲିସ ଡିଜି...

ପଟ୍ଟାଙ୍ଗୀ: ମାସକରେ ୫ ନବଜାତ ଶିଶୁ ମୃତ

ପଟ୍ଟାଙ୍ଗୀ, ୨୧।୩(ଡି.ଏନ.ଏ.): ମା’ ଓ ଶିଶୁ ମୃତ୍ୟୁ ରୋକିବାକୁ ପ୍ରଶାସନ ଓ ବିଭିନ୍ନ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଗ୍ରାମାଞ୍ଚଳ ଲୋକଙ୍କୁ ସଚେତନ କରାଯାଉଥିଲେ ମଧ୍ୟ ଏହାର ପ୍ରଭାବ ଲୋକଙ୍କ ଉପରେ ପଡୁନାହିଁ । ଫଳରେ ଶିଶୁମୃତ୍ୟୁକୁ ରୋକି ହେଉନାହିଁ। ଗୋଟିଏ ମାସରେ...

ପୌର ନିର୍ବାଚନ ପୂର୍ବରୁ ଜୟପୁରରେ ଫୁଟିଲା ଗୁଳି

ଜୟପୁର, ୨୧ା୩ (ନି.ପ୍ର.): ଜୟପୁର ସହରରେ ପୌର ନିର୍ବାଚନ ପୂର୍ବରୁ ଗୁଳି ଫୁଟିଛି। କେତେକ ଦୁର୍ବୃତ୍ତ ଗୋପବନ୍ଧୁ ନଗରର କାର୍ତ୍ତିକ ନାଗଙ୍କୁ ଅପହରଣ କରି ଗୁଳିକରି ହତ୍ୟା ଉଦ୍ୟମ କରିଛନ୍ତି। ଏହାକୁ ନେଇ ଜୟପୁରରେ ରାଜନୀତି ସରଗରମ ହୋଇଛି। ଘଟଣା...

ଗ୍ୟାସ ଟାଙ୍କି ଫାଟି ମନ୍ଦିରରେ ନିଆଁ

କୋରାପୁଟ,୨୦।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ରଘୁନାଥ ମନ୍ଦିରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ସିଲିଣ୍ଡର ଫାଟି ନିଆଁ ଲାଗିଥିବା ସନ୍ଦେହ। କରାଯାଉଛି। ଏଥିରେ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦେବୋତ୍ତର ବିଭାଗ କାର୍ଯ୍ୟାଳୟ ସମେତ...

ଆନ୍ଧ୍ର ସହ ରହିବାକୁ ୩ ସରପଞ୍ଚ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ, ୨୧ରେ ଶୁଣାଣି

ପଟ୍ଟାଙ୍ଗୀ,୧୮ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ କୌଣସି ସମାଧାନର ବାଟ ଏଯାଏ ବାହାରିପାରିନାହିଁ। ଏଭଳି ସ୍ଥିତିରେ ଆନ୍ଧ୍ର ସହ ରହିବାକୁ ଫାଟୁସିନେରି ସରପଞ୍ଚ କୁନେଟି...

‘କାର୍ଯ୍ୟ ସମୟରେ ଅନୁପସ୍ଥିତ ରହିଲେ ନିଆଁ ଲଗାଇଦେବି’

କୋରାପୁଟ,୧୭ା୩(ସ୍ବ.ପ୍ର.): କୋରାପୁଟ ପୌରପାଳିକାକୁ ବୁଧବାର ପଟ୍ଟା ପାଇଁ କେତେକ ହିତାଧିକାରୀ ଆସିଥିଲେ। ଦୀର୍ଘ ସମୟ ଅପେକ୍ଷା କରିବା ପରେ ଦାୟିତ୍ୱରେ ଥିବା ଅଧିକାରୀ ଆସି ନ ଥିଲେ। ଏହି ଖବର ପାଇ କୋରାପୁଟରେ ଥିବା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ପୌର...

ଗଛରେ ପିଟିହେଲା ବସ୍‌: ଜଣଙ୍କ ଜୀବନ ଗଲା, ୧୦ରୁ ଊର୍ଦ୍ଧ୍ୱ ଆହତ

କୋରାପୁଟ,୧୬ା୩(ସ୍ବ.ପ୍ର.): କୋରାପୁଟ ଦାମନଯୋଡ଼ିରୁ ଏକ ବସ୍‌ ବିଶାଖାପାଟଣା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ହେଲପରଙ୍କ ଜୀବନ ଯାଇଥିବା ବେଳେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସ୍‌ର ବ୍ରେକ୍‌ ଫେଲ୍‌ ହୋଇଯିବାରୁ ଏହା ଏକ ଗଛରେ ପିଟି ହୋଇଯାଇଥିଲା।...

ଦାମନଯୋଡିରେ ଦୋଳଉତ୍ସବ ଆରମ୍ଭ

ଦାମନଯୋଡି,୧୪ା୩(ଡି.ଏନ.ଏ.): ରବିବାର ପବିତ୍ର ଫଗୁ ଦଶମୀଠାରୁ ଶ୍ରୀ ରାଧାମାଧବଙ୍କ ଚାଚେରୀ ଯାତ୍ରା ଆରମ୍ଭ ହୋଇଛି। ସନ୍ଧ୍ୟାରେ ସେକ୍ଟର -୧ ଶ୍ରୀ ଜଗନ୍ନାଥ ମନ୍ଦିରରୁ ଶ୍ରୀ ରାଧାମାଧବଙ୍କୁ ଏକ ସୁସଜ୍ଜିତ ବିମାନରେ ନଗର ପରିକ୍ରମାରେ ନିଆଯାଇଥିଲା। ପ୍ରଥମ ଦିବସରେ ଶ୍ରୀଜୀଉ ସେକ୍ଟର-୨ ପରିକ୍ରମା...

ବିଜେଡିରୁ ଇସ୍ତଫା ଦେଲେ ୩ ଅସନ୍ତୁଷ୍ଟ ନେତା

କୋଟପାଡ଼,୧୩।୩(ଡି.ଏନ.ଏ.): କୋରପୁଟ ଜିଲା କୋଟପାଡ଼ ବିଜେଡିରେ ଦଳୀୟ ଅସନ୍ତୋଷ ଲାଗି ରହିଛି। ଫଳରେ ଦଳର ୩ ପୁରୁଖା ନେତା ପଙ୍କଜ ପାତ୍ର, ଈଶ୍ୱର ମହାନ୍ତି, ରଞ୍ଜିତ ପାତ୍ର ଶନିବାର ବିଜେଡିରୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ ନିଜ...

ହାଟ୍ରିକ୍‌ କଲେ ନମିତା

କୋରାପୁଟ,୧୨ା୩(ସ୍ବ.ପ୍ର.): କୋରାପୁଟ ବ୍ଲକ ଅଧ୍ୟକ୍ଷା ଭାବେ ନମିତା ମାଝି ହାଟ୍ରିକ କରିଛନ୍ତି। ନମିତା ୪ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିବା ଜଣାଯାଇଛି। ଶନିବାର ମଧ୍ୟାହ୍ନରେ କୋରାପୁଟ ବ୍ଲକ ଅଧ୍ୟକ୍ଷା ପଦବୀ ନିମନ୍ତେ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ମସ୍ତିପୁଟ ସମିତିସଭ୍ୟା...

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ/ଜୟପୁର, ୧୨।୩(ସ୍ବ.ପ୍ର./ନି.ପ୍ର.): କୋରାପୁଟ-ବିଶାଖାପାଟଣା ମଧ୍ୟରେ ପାଡୁଆ ଷ୍ଟେଶନର ଭେଜା ଗ୍ରାମ ନିକଟରେ ଏକ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏହା ପରେ ଉକ୍ତ ରୁଟ୍‌ରେ ସମସ୍ତ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଥିଲା। ଲାଇନ୍‌ କ୍ଲିଅର କରାଯାଇ ୧୧ଘଣ୍ଟା ପରେ ଉକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri