ମାଲକାନଗିରି

ହାଜତ୍‌ରେ କଏଦୀ ମୃତ୍ୟୁ ଘଟଣା: ପରିବାର ଲୋକେ ଆଣିଲେ ସଙ୍ଗୀନ ଅଭିଯୋଗ

ଚିତ୍ରକୋଣ୍ଡା,୨୯।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାରରେ କଏଦୀ ଦାନୁ ଗୋଲୋରୀଙ୍କର ଗତ ରବିବାର ମୃତ୍ୟୁ ଘଟିଥିଲା। ଏ ନେଇ ମୃତ କଏଦୀଙ୍କ ପରିବାର ଲୋକେ ଜେଲ କର୍ତ୍ତୃପକ୍ଷଙ୍କ ବିରୋଧରେ…

4 years ago

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ: ୧୦ ଦିନରେ ଗଲାଣି ୩ ଜୀବନ

ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାର ବିଚାରାଧୀନ ବନ୍ଦୀଙ୍କ ପାଇଁ ସତେ ଯେପରି ମରଣଯନ୍ତା ପାଲଟିଛି। ୧୦ ଦିନ ମଧ୍ୟରେ ୩ ଜଣଙ୍କ ଜୀବନ ଯାଇସାରିଲାଣି। ତେବେ ଉପକାରାଗାରରେ…

4 years ago

ଭତ୍ତା ପାଇଁ ଛେଳି ବିକିଦେଲେ ହରି

କୋରୁକୋଣ୍ଡା, ୨୬ା୧୨ (ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତର ଘିସିଙ୍ଗିବେଡା ଗ୍ରାମର ହରି ଗୋଲପେଡା (୫୩) ଭତ୍ତା ପାଇବ ଲାଗି ବାରମ୍ବାର ବ୍ଲକ କାର୍ଯ୍ୟାଳୟକୁ…

4 years ago

ବାଜପେୟୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ଶିଖରରେ ପହଞ୍ଚାଇଥିଲା

ମାଲକାନଗିରି/ଜୟପୁର,୨୬ା୧୨(ଡି.ଏନ୍‌.ଏ./ନି.ପ୍ର.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ନଗରଭବନଠାରେ ଜିଲା ଭାଜପା ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ତଥା ସୁଶାସନ ଦିବସ…

4 years ago

ଚିତ୍ରକୋଣ୍ଡା: ବନ୍ଦ ରହିଛି ବିଇଓ କାର୍ଯ୍ୟାଳୟ

ଚିତ୍ରକୋଣ୍ଡା,୨୬ା୧୨(ଡି.ଏନ.ଏ.): ଚଳିତବର୍ଷ କୋଭିଡ଼-୧୯ କଟକଣା ପାଇଁ ପିଲାଙ୍କ ପାଠପଢା ବନ୍ଦ ରହିଛି। ଦୀର୍ଘଦିନ ହେଲା ବିଦ୍ୟାଳୟ ବନ୍ଦ ଥିବାରୁ ପିଲାମନେ ଘରେ ବସିଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ…

4 years ago

ସ୍ତ୍ରୀଙ୍କ ସମ୍ମୁଖରେ ସ୍ବାମୀ ଜୀବନ୍ତ ଦଗ୍ଧ

ପଡ଼ିଆ,୨୬ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ ନିଲିଗୁଡ଼ା ପଞ୍ଚାୟତ ପୁରୁଣା ନିଲିଗୁଡ଼ା ଗ୍ରାମରେ ଶୁକ୍ରବାର ଘଟିଛି ଏକ ଦୁଃଖଦ ଘଟଣା। ଗୁରୁବାର ମଧ୍ୟରାତ୍ରିରେ ପୁରୁଣା ନିଲିଗୁଡ଼ା ଗ୍ରାମରେ…

4 years ago

୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା, ୨୪।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ବୁଧବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ସମୟରେ ଗୁଣ୍ଠାୱାଡାରୁ ସିଲେରୁ ରୋଡ଼ ହଂଶାଗୁଡ଼ା ବ୍ରିଜ ନିକଟରୁ ୨୫ ଲକ୍ଷ ଟଙ୍କା…

4 years ago

ପୁଣି ନକ୍ସଲଙ୍କ ବର୍ବର କାଣ୍ଡ: ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କ ନିର୍ମମ ହତ୍ୟା

ଚିତ୍ରକୋଣ୍ଡା,୨୪।୧୨(ଡି.ଏନ.ଏ): ପୁଣି ନକ୍ସଲଙ୍କ ବର୍ବର କାଣ୍ଡ। ଆନ୍ଧ୍ର-ଓଡିଶା ସୀମାନ୍ତ ମାଲକାନଗିରି ସ୍ବାଭିମାନ ଅଞ୍ଚଳ ନିକଟସ୍ଥ ଜଣକୁ ପୋଲିସ ଇନଫର୍ମର କହି ହାତ ବାନ୍ଧି ମୁଣ୍ଡ ପଛରେ ଧାରୁଆ…

4 years ago

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ବିଛାଇଥିଲେ ଲ୍ୟାଣ୍ଡମାଇନ: ଯୋଜନା ପଣ୍ଡ

ଚିତ୍ରକୋଣ୍ଡା,୨୦।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ନାକାମାମୁଡି ପିପିଲପଦର ଅଞ୍ଚଳରୁ ଶନିବାର ବିଏସ୍‌ଏଫ ଯବାନମାନେ ଲ୍ୟାଣ୍ଡମାଇନ ଉଦ୍ଧାର କରିଛନ୍ତି। ବିଏସ୍‌ଏଫ୍‌ ଯବାନ ଉକ୍ତ ରାସ୍ତା ଦେଇ…

4 years ago

ସ୍ତ୍ରୀ ସମ୍ମୁଖରେ ସ୍ବାମୀଙ୍କ ଗଣ୍ଡି-ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ପଡିଆ, ୧୯ା୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ଥାନା ପଡିଆ ପଞ୍ଚାୟତ କମାରଗୁଡା ନିକଟସ୍ଥ ନନ୍ଦାଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଦୁର୍ବୃତ୍ତ ଜଣେ…

4 years ago