ମାଲକାନଗିରି

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୧୦୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ

ମାଲକାନଗିରି,୧ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ଯୋଗୁ ସରକାରଙ୍କ ସମେତ ପୋଲିସ ଓ ପ୍ରଶାସନର ଚିନ୍ତା ବଢ଼ୁଛି। ହେଲେ ଏଭଳି ପରିସ୍ଥିତିରେ ମଧ୍ୟ ଲୋକେ ସଚେତନ…

4 years ago

ରାଜ୍ୟରେ ଚତୁର୍ଥ କରୋନା ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲା ପ୍ରଶାସନର ତତ୍ପରତା

ମାଲକାନଗିରି,୧ା୪(ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର କରୋନା ଭାଇରସ୍‌ରେ ପୀଡ଼ିତ ଚତୁର୍ଥ ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ପଡ଼ିଛି। କାରଣ ଜିଲାରୁ ଅଧିକାଂଶ ଶ୍ରମିକ ରାଜ୍ୟ…

4 years ago

ଜିଲାରେ କରୋନା ସମସ୍ୟା ସୃଷ୍ଟି କରିପାରନ୍ତି ଦାଦନ ଶ୍ରମିକ

ମାଲକାନଗିରି,୩୦ା୩ (ଡି.ଏନ୍‌.ଏ.): କରୋନା ଭାଇରସ୍‌ଜନିତ ରୋଗ ପାଇଁ ଏବେ ସମଗ୍ର ବିଶ୍ୱରେ ଆତଙ୍କ ଦେଖାଦେଇଛି। ଏହି ରୋଗ ଅନ୍ୟ ଦେଶରୁ ଆସଥିବା ଲୋକଙ୍କ ଦ୍ୱାରା ଭାରତରେ ସଂକ୍ରମଣ…

4 years ago

ଚୋରାଚାଲାଣ ବେଳେ ଆଳୁ ଟ୍ରକ୍‌ ଜବତ: ୨ ଗିରଫ

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ର ସୁଯୋଗ ନେଇ ଆଳୁ କଳାବଜାର କରାଯାଉଥିବାବେଳେ ଖାଉଟି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିିତିରେ ନ୍ୟସ୍ତସ୍ବାର୍ଥ ବ୍ୟବସାୟୀ ଆଳୁ ଅନ୍ୟତ୍ର ଚାଲାଣ କରିବା…

4 years ago

ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି।…

4 years ago

ତାମିଲନାଡ଼ୁରେ ଫସିଛନ୍ତି ମାଲକାନଗିରିର ୧୦ ଶ୍ରମିକ

କୋରୁକୋଣ୍ଡା,୨୭ା୩(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ ଅନ୍ତର୍ଗତ ପୁରୁଣା ଚିମଟାପାଲି ଏବଂ ଏମଭି-୫୦ ଗ୍ରାମର ୧୦ ଶ୍ରମିକ ତାମିଲ୍‌ନାଡ଼ୁରେ ଫସିଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ୩ ମହିଳା…

4 years ago

ଚିତ୍ରକୋଣ୍ଡାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ଘରେ ରହିବାକୁ କୁହାଯାଉଛି

ଚିତ୍ରକୋଣ୍ଡା, ୨୫।୩(ଡି.ଏନ୍‌.ଏ.): ସାରା ପୃଥିବୀରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ପ୍ରଥମେ ମାର୍ଚ୍ଚ ୩୧ ଓ ପରେ…

4 years ago

ଜନନୀ ଯନ୍ତ୍ରଣା: ଗ୍ରାମକୁ ରାସ୍ତା ନ ଥିବାରୁ ଭାରରେ ବୁହାହେଲେ ଗର୍ଭବତୀ

ଚିତ୍ରକୋଣ୍ଡା,୨୩।୩(ଡି.ଏନ୍‌.ଏ.): ନଜରକୁ ଆସିଛି ଆଉ ଏକ ଜନନୀ ଯନ୍ତ୍ରଣା। ଗ୍ରାମକୁ ରାସ୍ତା ନ ଥିବାରୁ ଗର୍ଭବତୀଙ୍କୁ ଭାରରେ ବୁହାଇବାକୁ ପଡ଼ିଛି। ରବିବାର ଏପରି ଦେଖିବାକୁ ମିଳିଛି ମାଲକାନଗିରି…

5 years ago

ଗର୍ଭବତୀଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲା ପୋଲିସ ପାଟ୍ରୋଲିଂ ଗାଡ଼ି

ଚିତ୍ରକୋଣ୍ଡା,୨୨।୩(ଡି.ଏନ୍‌.ଏ.): ମାଲକାନଗିର ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳର ଯୋଡ଼ାମ୍ବ ଅଞ୍ଚଳରୁ ଜଣେ ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ବୋଟ୍‌ରେ ଆଣି ଘାଟ କୂଳରେ ଆମ୍ବୁଲାନ୍ସକୁ ଅପେକ୍ଷା…

5 years ago

୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ୪ କୋର୍ଟ ଚାଲାଣ

କୋରୁକୋଣ୍ଡା,୨୧।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୮ କୁଇଣ୍ଟାଲ ୩ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ୪ ଜଣଙ୍କୁ କୋର୍ଟ ଚାଲାଣ କରିଛି।…

5 years ago