ମାଲକାନଗିରି

ମାଲକାନଗିରି ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ: ଜିଲାର ବିକାଶରେ ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ

ମାଲକାନଗିରି,୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ତରଫରୁ ବୁଧବାର ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ନିକଟସ୍ଥ ସତୀଗୁଡା ଜଳଭଣ୍ଡାରର ଚମ୍ପାଖାରୀ ଗ୍ରାମ…

5 years ago

ମାଲକାନଗିରି ବସ୍‌ଷ୍ଟାଣ୍ଡରୁ ୮ ଶିଶୁ ଶ୍ରମିକ ଉଦ୍ଧାର

ମାଲକାନଗିରି,୪।୨(ଡି.ଏନ୍‌.ଏ)- ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ବସଷ୍ଟାଣ୍ଡଠାରେ ମଙ୍ଗଳବାର ଚାଇଲ୍ଡ ଲାଇନ ମଙ୍ଗଳବାର ଚଢ଼ାଉ କରି ୮ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଘଟଣାରେ ଜଣେ…

5 years ago

ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ

ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ…

5 years ago

ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ମାଲକାନଗିରି,୧।୨(ଡି.ଏନ୍‌.ଏ.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ମାଲକାନଗିରି ଗସ୍ତରେ ଆସି ମାଓବାଦୀ ସମସ୍ୟା ଓ ଦମନ ନେଇ ବୈଠକରେ ଆଲୋଚନା କରିଛନ୍ତି। ପ୍ରଥମେ ସେ ସ୍ବାଭିମାନ ଅଞ୍ଚଳର…

5 years ago

ଛାତ୍ରାବାସରେ ଥିବା ପୁଅଙ୍କୁ ଭେଟିବାକୁ ଯାଇ ବାପାଙ୍କ ଜୀବନଗଲା

କୋରୁକୋଣ୍ଡା ୨୯।୧(ଡି.ଏନ୍‌.ଏ): ମାଲକାନଗିରି-ବାଲିମେଳା ମୁଖ୍ୟ ରାସ୍ତାର ଶୂଳିଆ ମନ୍ଦିର ନିକଟରେ ଥିବା ଶାରଦାଗୁଡା ଛକରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବାଇକ୍‌ ଧକ୍କାରେ ଜଣେ ସାଇକେଲ…

5 years ago

ହୋମଗାର୍ଡଙ୍କ ଉପରେ ଚଢେଇ ଦେଲେ ଗଞ୍ଜେଇ ବୋଝେଇ ଟ୍ରାକ୍ଟର

ଚିତ୍ରକୋଣ୍ଡା,୨୮।୧(ଡି.ଏନ.ଏ.): ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଗୁଣ୍ଠାୱାଡା ପଞ୍ଚାୟତ ଅଞ୍ଚଳରେ ଜଣେ ହୋମଗାର୍ଡଙ୍କ ଉପରେ ଟ୍ରାକ୍ଟର ଚଢିଯାଇଛି। ଫଳରେ ସେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସୋମବାର…

5 years ago

ମାଓବାଦୀ-ଗ୍ରାମବାସୀ ଲଢ଼େଇ: ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ଖଣ୍ଡଯୁଦ୍ଧ ହୋଇଥିଲା। ଏଥିରେ ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ…

5 years ago

ସ୍ବାଭିମାନ ଅଞ୍ଚଳ ଅଶାନ୍ତ: ୪ ଗ୍ରାମରେ ପୋଲିସ ଛାଉଣୀ

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ହୋଇଥିବା ଖଣ୍ଡ ଯୁଦ୍ଧରେ ଅଶାନ୍ତ ହୋଇପଡିଛି ଅଞ୍ଚଳ। ମାଓବାଦୀମାନେ…

5 years ago

ମାଓବାଦୀ-ଗ୍ରାମବାସୀଙ୍କ ଲଢ଼େଇ: ପ୍ରତିଶୋଧ ପରାୟଣ ହୋଇ ମାଓବାଦୀ ଜାଳିଦେଲେ ୧୦ ଘର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଥିଲା। ମାଓବାଦୀ ଗ୍ରାମବାସୀଙ୍କ ମଧ୍ୟରେ ହୋଇଥିବା ଏହି ଲଢ଼େଇରେ ଜଣେ ମାଓବାଦୀଙ୍କ ମୃତ୍ୟୁ…

5 years ago

ସ୍ବାଭିମାନ ଅଞ୍ଚଳରେ କଡ଼ା ବିରୋଧ: ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ମାଓବାଦୀ ମୃତ, ଜଣେ ଗୁରୁତର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଛି। ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ ବିରୋଧ…

5 years ago