ମାଲକାନଗିରି

ବିଭିନ୍ନ ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଚାଷୀ, ବାଲିମେଳା ରାସ୍ତା ଅବରୋଧ

କୋରୁକୋଣ୍ଡା, ୧୬।୧୦ (ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀ ଉତ୍ତେଜନା ଦେଖାଦେଇଛି। ମାଲକାନଗିରି ବାଲିମେଳା ରାସ୍ତାକୁ କୋରୁକୋଣ୍ଡାଠାରେ ଅବରୋଧ କରିଛନ୍ତି ଉତ୍ତେଜିତ ଚାଷୀ । ଚାଷୀଙ୍କୁ ଧାନ…

5 years ago

ଇସ୍ରୋ ପରିଦର୍ଶନ ପାଇଁ ଅବିନାଶ ମନୋନୀତ

କୋରୁକୋଣ୍ଡା, ୧୬।୧୨(ଡ଼ି.ଏନ.ଏ.)- ମାଲକାନଗିରି ଜିଲା ବାଲିମେଳା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୧୦ମ ଶ୍ରେଣୀର ଛାତ୍ର ଅବିନାଶ ବେହେରା ଇସ୍ରୋ ପରିଦର୍ଶନ ପାଇଁ ମନୋନୀତ ହୋଇଛନ୍ତି। ଓଡ଼ିଶାରୁ ମନୋନୀତ…

5 years ago

ବିଡିଓଙ୍କୁ ବଦଳି ଦାବିରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ପତ୍ର

ଖଇରପୁଟ,୧୩ା୧୨(ଡି.ଏନ୍‌.ଏ: ମାଲକାନଗିରି ଜିଲା ଖଇରପୁଟ ବିଡିଓ ବିଶ୍ୱଜିତ୍‌ ବର୍ମନଙ୍କ ବିରୋଧରେ ଦୁନୀତି ଓ ଲୋକ ପ୍ରତିନିଧିଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ତାଙ୍କୁ ଏହି…

5 years ago

ଜଙ୍ଗଲ,ବନ୍ୟଜନ୍ତୁ ସୁରକ୍ଷା ଚିନ୍ତା: ଏକାଠି ହେଲେ ୬ ବନ ସଂରକ୍ଷଣ ସମିତି ସଦସ୍ୟ

ମାଲକାନଗିରି,୧୩ା୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପ୍ରାକୃତିକ ଜଙ୍ଗଲର ଅବକ୍ଷୟ, ମୂଲ୍ୟବାନ ଗଛସବୁ ବିଲୁପ୍ତ ହେବାରେ ଲାଗିଛି। ଏଥିସହ ବନ୍ୟଜନ୍ତୁଙ୍କ ସଂଖ୍ୟା ଦିନକୁ ଦିନ ଲୋପ ପାଉଛି। ଏହାକୁ…

5 years ago

ଧାନଖଳାରେ ଅଗ୍ନିକାଣ୍ଡ

ପଡିଆ, ୧୩ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡିଆ ସଦର ମହକୁମାସ୍ଥିତ ଖ୍ରୀଷ୍ଟିଆନସାହିର ଚାଷୀ ଜାନରାଜୁ ନାରା ଅମଳ କରି ଖଳାରେ ନିଆଁ ଲାଗି ଧାନ ସବୁ ନଷ୍ଟ ହୋଇଯାଇଛି।…

5 years ago

ନ୍ୟାୟ ଦାବିରେ ବିଛିନ୍ନାଞ୍ଚଳବାସୀଙ୍କ ପ୍ରଜାମେଳି

କୋରୁକୋଣ୍ଡା/ଚିତ୍ରକୋଣ୍ଡା, ୧୧।୧୨ (ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଛିନାଞ୍ଚଳରେ ପୁଣିଥରେ ବିଛିନ୍ନାଞ୍ଚଳବାସୀ ଏକତ୍ରିତ ହୋଇ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ଏହି ପ୍ରଜାମେଳି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ…

5 years ago

ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକିବା ଘଟଣା: ଜିଲା ପ୍ରଶାସନ ତତ୍ପର; ବନ୍ଧା ହେବେ ନକଲି ଭାଗଚାଷୀ, ବିଭାଗୀୟ କର୍ମଚାରୀ

ମାଲକାନଗିରି,୧୦ା୧୨ (ଡି.ଏନ୍‌.ଏ.)- ମଙ୍ଗଳବାର ଧରିତ୍ରୀରେ ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକୁଥିବା ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲା ପ୍ରଶାସନ ଓ…

5 years ago

ସ୍ବଚ୍ଛ ଭାରତ ଅଭିଯାନ ବାଟବଣା, ପାଇଖାନା ନିର୍ମାଣ ହୋଇଛି କାମରେ ଆସୁନି

ମାଲକାନଗିରି,୯ା୧୨(ଡି.ଏନ.ଏ.)-  ଚଳିତ ବର୍ଷ ଅକ୍ଟୋବର ୨ରୁ ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ସ୍ବଚ୍ଛ ଭାରତ ମିଶନ ଅଭିଯାନ ମାଧ୍ୟମରେ ସମଗ୍ର ଦେଶକୁ ବାହ୍ୟ ମଳତ୍ୟାଗ ମୁକ୍ତ…

5 years ago

ସରକାରୀ ଅସହଯୋଗ, ଅଟକିଛି ଲଞ୍ଚ ଆମ୍ବୁଲାନ୍ସ

ତେନ୍ତୁଳିଖୁଣ୍ଟି,୭।୧୨(ଡି.ଏନ୍‌.ଏ.) ଜଳବନ୍ଦୀଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଲଞ୍ଚ ଆମ୍ବୁଲାନ୍ସ(୧୦୮) ବ୍ୟବସ୍ଥା କରାଯାଇଛି। କିନ୍ତୁ ସ୍ଥାନୀୟ ପ୍ରଶାସନର ସହଯୋଗ ଅଭାବରୁ ସେଗୁଡିକ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ ପାରୁନାହିଁ।…

5 years ago

ଜିଲା ମୁଖ୍ୟ ଚିକିତ୍ସାଳୟରେ ସଫଳ ଅସ୍ତ୍ରୋପଚାର: ପେଟରୁ ବାହାରିଲା ୫୦୦ ଗ୍ରାମ୍‌ର ପଥୁରି

ମାଲକାନଗିରି,୭।୧୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିସତ୍ାଳୟରେ ଶୁକ୍ରବାର ଏକ ସଫଳ ଅସ୍ତ୍ରୋପଚାର କରାଯାଇଛି। ଜିଲାର ମାଥିଲି ବ୍ଲକ୍‌ କିଆଙ୍ଗ ପଞ୍ଚାୟତର ଜାମୁଗୁଡ଼ା ଗ୍ରାମର ଇର୍ମା ପଡ଼ିଆମିଙ୍କ ପୁଅ…

5 years ago