ମାଲକାନଗିରି

ମାଲକାନଗିରି ଜିଲା ଚିଠି: କ୍ଷତି ସହୁଛି ଚାଷୀ, ଫାଇଦାରେ ବୀମା କମ୍ପାନୀ

ଚାଷୀଙ୍କ ସମସ୍ୟା କେବେହେଲେ ସୁଧୁରୁନାହିଁ। ଋଣ, ମରୁଡ଼ି, ବନ୍ୟା ବିତ୍ପାତଜନିତ ସମସ୍ୟାରେ ଫସଲ ନଷ୍ଟ ହୋଇ ଚାଷୀ କ୍ଷତି ସହୁଛି। ସବୁ ସହି ଯାହା ଧାନ ଅମଳ…

5 years ago

ରାଜୁ ହନ୍ତାଳ ହତ୍ୟା ଘଟଣା: ପାପରମେଟଲାରେ ପୁଣି ଉତ୍ତେଜନା: ୧୪୪ ଧାରା ଜାରି

ମାଲକାନଗିରି,୨୦ା୯(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଜନ୍ତାପାଇରେ ରାଜୁ ହନ୍ତାଳ ହତ୍ୟା ମାମଲା ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭାଯାତ୍ରା…

5 years ago

ଦେବଦୂତ ସାଜିଲେ ଡାକ୍ତର: ଅନାଥ ପିଲାକୁ ଭାରରେ ବୋହି ଡାକ୍ତରଖାନା ନେଲେ

ମାଲକାନଗିରି,୧୭।୯(ସ୍ବ.ପ୍ର): ମାଲକାନଗିରି ଜିଲା ଖଇରିପୁଟ ବ୍ଲକ ବଣ୍ଡାଘାଟି ବଡ଼ଡୁରାଲ ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ଜଣେ ୧୨ ବର୍ଷର ଅନାଥ ପିଲା କମୁଳୁ କିରସାନିଙ୍କ ପେଟ ଫୁଲିବା ଯୋଗୁ…

5 years ago

ବାର୍ଷିକ ଦରମା ବୃଦ୍ଧି ବନ୍ଦ ନେଇ ଶିକ୍ଷକ ମହଲରେ ନିନ୍ଦା

ମାଲକାନଗିରି, ୧୭।୯:(ଡି.ଏନ.ଏ):ଗତ ଦଶମ ଶ୍ରେଣୀ ପରୀକ୍ଷାରେ ଯେଉଁସବୁ ହାଇସ୍କୁଲରେ ଶୂନ କିମ୍ବା ୫୦ ପ୍ରତିଶତରୁ କମ୍‌ ଫଳାଫଳ ହୋଇଥିବା ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ବାର୍ଷିକ ବେତନ ବୃଦ୍ଧି ବନ୍ଦ…

5 years ago

ପୋଲିସ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗଞ୍ଜେଇ ଚୋରାଚାଲାଣକାରୀ

ମାଲକାନଗିରି,୧୭।୯(ଡି.ଏନ.ଏ): ୨ ବର୍ଷ ଧରି ଗଞ୍ଜେଇ ଚୋରାଚାଲାଣ ରୋକିବାରେ ମାଲକାନଗିରି ପୋଲିସ ସଫଳ ରହିଛି। ଏହି ସମୟ ମଧ୍ୟରେ ଜିଲାର ପ୍ରାୟ ୩୦୦ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଚୋରା…

5 years ago

ଗୋଦାବରୀ ନଦୀରେ ଲଞ୍ଚ ବୁଡି ଘଟଣା:ନିଖୋଜଙ୍କୁ ଖୋଜୁଛି ବାୟୁସେନା, ନୌସେନା

ମାଲକାନଗିରି,୧୭-୯(ଡି.ଏନ୍‌.ଏ.):ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଆନ୍ଧ୍ର ପ୍ରଦେଶରେ ପୂର୍ବ ଗୋଦାବରୀ ନଦୀରେ ରବିବାର ଲଞ୍ଚ ବୁଡି ୫୦ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୃତଦେହ…

5 years ago

ଅଙ୍ଗନଓ୍ବାଡି କେନ୍ଦ୍ର ରୋଷେଇଘରୁ ମୃତଦେହ ମିଳିବା ଘଟଣା: ପୋଲିସ-ଜନତା ମୁହାଁମୁହିଁ

ଚିତ୍ରକୋଣ୍ଡା, ୧୬।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ରାଜୁ ହାନ୍ତାଳ ନାମକ ଜଣେ…

5 years ago

ମାଲକାନଗିରିରେ ନୂତନ ସିଡିଏମ୍‌ଓଙ୍କ ଯୋଗଦାନ

ମାଲକାନଗିରି,୧୬।୯(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ ଚିକିତ୍ସାଳୟରେ ସୋମବାର ନୂତନ ଜିଲା ଚିକିତ୍ସାଧିକାରୀ ଭାବେ ଡା. ଅଜୟ କୁମାର ବୈଠାରୁ ଯୋଗ ଦେଇଛନ୍ତି। ପୂର୍ବରୁ…

5 years ago

ବିଧବା ଭତ୍ତା ପାଇବାରୁ ବଞ୍ଚିତ ହିତାଧିକାରୀ ବସିଲେ ବ୍ଲକ ବାରଣ୍ଡାରେ

କାଲିମେଳା,୧୬।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ କୋଇମେଟଲା ପଞ୍ଚାୟତ କୋଇମେଟଲା ଗ୍ରାମରେ କେତେଜଣ ବିଧବା ଓ ବୁଢ଼ାବୁଢ଼ୀ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚିତ ହୋଇଛନ୍ତି l…

5 years ago

ଭାଲୁକୁ କାବୁକଲା ବନ ବିଭାଗ

ଚିତ୍ରକୋଣ୍ଡା,୧୫।୯(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମଠାରୁ ମନ୍ତ୍ରୀପୁଟ ବୁଲାଣି ଘାଟିରାସ୍ତାରେ ଗତ ଦୁଇଦିନ ହେଲା ଏକ ଭାଲୁ ବୁଲୁଥିବା ଦେଖି ଲୋକେ…

5 years ago