ମାଲକାନଗିରି

ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି ମୁଖ୍ୟସ୍ରୋତରେ…

5 years ago

ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ଅବ୍ୟବସ୍ଥା: ଶଯ୍ୟା ନ ଥିବାରୁ ତଳେ ଶୋଉଛନ୍ତି ୧୦୦ରୁ ଊର୍ଦ୍ଧ୍ୱ ଛାତ୍ର, ନିର୍ମାଣର ୨ ବର୍ଷରେ ଛାତରୁ ଗଳୁଛି ପାଣି

କୋରୁକୋଣ୍ଡା,୨୫।୮(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟରେ ଥିବା ଛାତ୍ରାବାସରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ଉକ୍ତ ଛାତ୍ରାବାସରେ…

5 years ago

ପୋଲ ତଳକୁ ଖସିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ : ଡ୍ରାଇଭର ଆହତ

କୋରୁକୋଣ୍ଡା,୨୫।୮(ଡି.ଏନ୍‌.ଏ.) : ମାଲକାନଗିରି ଜିଲା କୋରୁକୋଣ୍ଡା ପୋଲ ନିକଟରେ ଏକ ଚାଉଳ ବୋଝେଇ ଟ୍ରକ ଖସିପଡ଼ିଥିବା ବେଳେ ଡ୍ରାଇଭର ଆହତ ହୋଇଛନ୍ତି। ମିିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରିରୁ…

5 years ago

ବାଲିମେଳାରେ ଭାଲୁ ଆତଙ୍କ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ଚିତ୍ରକୋଣ୍ଡା ଛକ ନିକଟରେ ଗତ ତିନି ଦିନ ଧରି ୩ ଭାଲୁ ଆତଙ୍କ ଖେଳାଇଛନ୍ତି। ଫଳରେ ସନ୍ଧ୍ୟା ୫ଟା ପରଠାରୁ ଉକ୍ତ…

5 years ago

ଅବହେଳିତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ: ଗୋଟିଏ କୋଠରିରେ ଚାଲିଛି ପାଞ୍ଚ ଶ୍ରେଣୀ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ…

5 years ago

୨୪ ଘଣ୍ଟାରେ ସାପ କାମଡାରେ ୨ମୃତ

ମାଲକାନଗିରି,୨୩ା୮ (ଡି.ଏନ.ଏ.)- ମାଲକାନଗିରି ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ସାପ କାମୁଡାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଦେବା ମାଡକାମୀ ଓ ମାଳତି ରାୟ।…

5 years ago

ଶାଶୁଘରେ ବିଷ ପିଇ ମହିଳା ମୃତ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ

କାଳିମେଳା,୨୩।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଏମ୍‌ଭି-୬୬ ଗ୍ରାମରେ ବିଷ ପିଇବା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଶିବୁ ସରକାରଙ୍କ ସ୍ତ୍ରୀ…

5 years ago

ଆଶ୍ରମ ସ୍କୁଲ ଛାତ୍ରୀ ଗର୍ଭବତୀ ମାମଲା: ଅଭିଯୁକ୍ତ ରୋଷେୟାଙ୍କୁ ଆଜୀବନ କାରାଦଣ୍ଡ

ମାଲକାନଗିରି, ୨୨।୮ (ଡି.ଏନ୍‌.ଏ.): କୋରୁକୋଣ୍ଡା ଅଞ୍ଚଳର ଏକ ଆଶ୍ରମ ବିଦ୍ୟାଳୟରେ ଜଣେ ଅନ୍ତେବାସୀ ଛାତ୍ରୀଙ୍କୁ ଗର୍ଭବତୀ କରିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ମାଲକାନଗିରି ଅତିରିକ୍ତ…

5 years ago

କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟାଜଳ : ଅଟକି ରହିଛି ଗାଡ଼ିମୋଟର, ଯାତାୟାତ ବାଧାପ୍ରାପ୍ତ

କାଲିମେଳା,୨୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ରାତିଠାରୁ ବର୍ଷା ଲାଗିରହିଛି। ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟାଜଳ…

5 years ago

ବନ ବିଭାଗ ପକ୍ଷରୁ ଚଢ଼ାଉ : ଶାଳକାଠ ସହ ଗାଡ଼ି ଜବତ, ୨ ଗିରଫ

ମାଲକାନଗିରି,୨୧।୮(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ପଦ୍ମଗିରି ନିକଟରେ ବନ ବିଭାଗ ପକ୍ଷରୁ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ଶାଳକାଠ ସହ ଏକ ପିକ୍‌ଅପ୍‌ ଜବତ କରାଯିବା…

5 years ago