ମାଲକାନଗିରି

ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ଘଟଣା: କାରଣ ଅସ୍ପଷ୍ଟ

ଚିତ୍ରକୋଣ୍ଡା,୨୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଟେମ୍ପରାରି କଲୋନୀ ପ୍ରାଇମେରି ପ୍ରାଥମିକ ଆବାସିକ ବିଦ୍ୟାଳୟରେ ସୋମବାର ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ।…

5 years ago

ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ମାଲକାନଗିରି/ଖଇରପୁଟ,୧୯।୮(ଡି.ଏନ୍‌.ଏ.): ଚାଷଜମିକୁ ଯାଇ ନିଖୋଜ ହୋଇ ଯାଇଥିବା ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଝରିଆଗୁ୍‌ଡ଼ା ଗ୍ରାମର ଜଣେ ଯୁବକଙ୍କ ଗଳିତ ମୃତଦେହ ତିନିଦିନ ପରେ ସୋମବାର ଉଦ୍ଧାର…

5 years ago

ବାଲିମେଳା ଡ୍ୟାମ୍‌ର ୨ଟି ଗେଟ୍‌ ଖୋଲିଲା

କୋରୁକୋଣ୍ଡା, ୧୯।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ଥିବା ବାଲିମେଳା ଜଳ ଭଣ୍ଡାରର ୨ଟି ଗେଟ୍‌ ସୋମବାର ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ…

5 years ago

ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ, ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

କୋରୁକୋଣ୍ଡା,୧୮।୮(ଡି.ଏନ୍‌.ଏ.): ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ ଅଧିକାଂଶ ଲୋକ ଏଥିରୁ ବଞ୍ଚିତ ହେଉଛନ୍ତି। ଏଭଳି ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି ମାଲକାନଗିରି ଜିଲା…

5 years ago

ସର୍ଭେ କରୁଥିବା ବେଳେ ପଙ୍ଗାମ ନଦୀକୁ ଖସିଲେ ଜଣେ କର୍ମଚାରୀ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୧୭।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା। ସୌଭାଗ୍ୟ…

5 years ago

ବିଏସ୍‌ଏଫ୍‌ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର

ଏମ୍‌ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି ଏହାକୁ…

5 years ago

ଚିକିତ୍ସା ନାଁରେ ଶରୀରକୁ କାମୁଡ଼ିଥିବା ଗୁଣିଆ ଗିରଫ

କାଲିମେଳା,୧୫ା୮(ଡି.ଏନ.ଏ.):ଶରୀରକୁ କାମୁଡି ରୋଗ ଭଲ କରୁଥିବା ନେଇ ଦାବି କରୁଥିବା ଗୁଣିଆ କସା ବେଟୀ ବୁଧବାର ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତର…

5 years ago

ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅସହାୟତା: ଗୋଡ ନଥାଇ ମଧ୍ୟ କରୁଛନ୍ତି ଚାଷ

ଗୋବିନ୍ଦପାଲ୍ଲୀ, ୧୪ା୮(ଡି.ଏନ.ଏ.): ଇଚ୍ଛାଶକ୍ତି, ଦୃଢ ମନୋବଳ ଆଗରେ ସବୁକିଛି ସମ୍ଭବ । ଏହାକୁ ଜଣେ ଚାଷୀ କ୍ଷେତରେ ପ୍ରମାଣିତ କରି ଦେଖାଇଛନ୍ତି। ତାଙ୍କ ନାଁ ସନ୍ୟା ଗୁଟା।…

5 years ago

ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ

ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା ପ୍ରଶାସନ…

5 years ago

ଭିନ୍ନ ଢଙ୍ଗରେ ଛାତ୍ରୀ ପାଳିଲେ ରକ୍ଷା ବନ୍ଧନ: ଜରିମୁକ୍ତ ରାଖୀ ପ୍ରସ୍ତୁତ କରି ଭାଇଙ୍କ ହାତରେ ବାନ୍ଧିଲେ

ପଦ୍ମଗିର/ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ସାଧାରଣତଃ ରାଖୀ ପୂର୍ଣ୍ଣିମା ଆସିଲେ ଭଉଣୀମାନେ ଭାଇଙ୍କ ହାତରେ ରାଖୀବାନ୍ଧି ଆଶୀର୍ବାଦ ନେବା ସହ ଭାଇମାନଙ୍କ ମଙ୍ଗଳ କାମନା କରିଥାନ୍ତି। ଭାଇମାନେ ମଧ୍ୟ ଭଉଣୀ…

5 years ago