ମାଲକାନଗିରି

ସୀମାନ୍ତରେ ୨ ବୋମା ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି,୧୬ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀଙ୍କ ଦ୍ବାରା ଖଞ୍ଜାଯାଇଥିବା ୨ଟି ବୋମାକୁ ନିଷ୍କ୍ରିୟ କରି ଏକ ବଡଧରଣର ଅଘଟଣକୁ ଯବାନମାନେ ଏଡାଇ…

2 years ago

ଗିରଫ ଭୟରେ ମାଟିଖାଲ ଗାଁ ପୁରୁଷଶୂନ୍ୟ

ମାଲକାନଗିରି,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ପୋଲିସକୁ ଆକ୍ରମଣ ଘଟଣାରେ ମାଟିଖାଲ ଗ୍ରାମ ଉପରେ ପୋଲିସ ସୋମବାର ଚଢ଼ାଉ କରିଛି। କୋରାପୁଟ, ଲମତାପୁଟ ଏବଂ ମାଛକୁଣ୍ଡର ୫ ପ୍ଲାଟୁନ ପୋଲିସ ମିଳିତ…

2 years ago

ଅବହେଳାରୁ ଆଶ୍ରମ ସ୍କୁଲ ଛାତ୍ରଙ୍କ ମୃତ୍ୟୁ

ମାଲକାନଗିରି,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ନନ୍ଦିନୀଗୁଡା ଆଶ୍ରମ ବିଦ୍ୟାଳୟରେ ଚିକିତ୍ସା ଅବହେଳାରୁ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ…

2 years ago

ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରିଲେ ଗୁଣ୍ଠାୱାଡ଼ା ପଞ୍ଚାୟତବାସୀ

ଚିତ୍ରକୋଣ୍ଡା,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଗୁଣ୍ଠାୱାଡ଼ା ପଞ୍ଚାୟତର ବିିଭିନ୍ନ ଗ୍ରାମରେ ଦୁଇଦିନ ହେଲା ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଛି। ଫଳରେ ଖରାଦିନରେ ଲୋକେ ଅସହ୍ୟ ଗରମ…

2 years ago

ସରପଞ୍ଚଙ୍କ ଜାଲ୍‌ ଦସ୍ତଖତ କରି ବ୍ୟବସାୟୀ ଗିରଫ

ମାଲକାନଗିରି/କାଲିମେଳା,୧୬।୫(ଡି.ଏନ୍‌.ଏ.): ସରପଞ୍ଚଙ୍କ ଜାଲ୍‌ ଦସ୍ତଖତ କରି ଶିକ୍ଷକମାନଙ୍କୁ ବଦଳି କରାଇବା ପାଇଁ ଡିଇଓ ଏବଂ ବିଇଓଙ୍କୁ ଚିଠି କରିବା ଘଟଣାରେ ବ୍ୟବସାୟୀ ମୌସୁମ ଖାଁଙ୍କୁ ମାଲକାନଗିରି ଜିଲା…

2 years ago

ପୋଲିସକୁ ଚୋର ଭାବି ପିଟିଲେ ଗ୍ରାମବାସୀ

କୋରାପୁଟ/ମାଲକାନଗିରି,୧୫ା୫(ସ୍ବ.ପ୍ର./ଡି.ଏନ.ଏ.): ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ରାତିରେ ଧରିବାକୁ ଯାଇଥିବା ମାଲକାନଗିରି ପୋଲିସକୁ ସ୍ଥାନୀୟ ଗ୍ରାମବାସୀ ଚୋର ଭାବି ଆକ୍ରମଣ କରିଛନ୍ତି। କୋରାପୁଟ ଜିଲା ମାଛକୁଣ୍ଡ ଥାନା ଅଧୀନ…

2 years ago

ଶିକ୍ଷକ ନିଯୁକ୍ତି ପରେ ଖୋଲିଲା ତାଲା

ମାଲକାନଗିରି,୧୫।୫(ଡି.ଏନ.ଏ.): ମାଲକାନଗିରି ଜିଲା କୁର୍ସୁବାଡାରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିବାରୁ ଶିକ୍ଷକ ନିଯୁକ୍ତି ଦାବିକରି ଶୁକ୍ରବାର ଅଭିଭାବକ…

2 years ago

ନଳକୂପରୁ ବାହାରୁଛି ଲୌହ ଅଂଶ, ଚୁଆପାଣି ଭରସା

ମାଲକାନଗିରି, ୧୫।୫ (ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହାକୁମାରେ ଏବେ ମଧ୍ୟ ଲୋକେ ଚୁଆପାଣି ପିଉଥିବା ଦେଖିବାକୁ ମିଳିଛି। ତାରିଣୀ ମନ୍ଦିର ସାହିରେ ପାନୀୟ ଜଳ ପାଇଁ ଥିବା…

2 years ago

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୨ ଯବାନ ଗୁରୁତର

ମାଲକାନଗିରି,୧୪ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ଶନିବାର ତାଣ୍ଡବ ରଚିଛନ୍ତି ମାଓବାଦୀ। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ଯବାନ ଦ୍ୱୟଙ୍କୁ ଉଦ୍ଧାର କରାଯାଇ…

2 years ago

ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ ବୋମା

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏକ ବଡ଼ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି। ଫଳରେ ଅଳ୍ପଳେ ବର୍ତ୍ତି…

2 years ago