କୋରୁକୋଣ୍ଡା,୧୨।୫(ଡି.ଏନ୍.ଏ): ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୩୧ଠାରୁ କିଛିପାଲ୍ଲି ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଏକ ମହିଳାଙ୍କ ମୃତଦେହ ଉଦ୍ଧାର…
ମାଲକାନଗିରି,୧୨।୫ (ଡି.ଏନ.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ପୋଡଘାଟ ପଞ୍ଚାୟତର ଅମଳାବଟା ଗ୍ରାମରେ ବଢିବାରେ ଲାଗିଛି ଜଳ କଷ୍ଟ । ଗ୍ରାମରେ ପାନୀୟ ଜଳ ଯୋଗାଣ ଲାଗି…
ମାଲକାନଗିରି,୧୧।୫(ଡି.ଏନ୍.ଏ.): ବାତ୍ୟା ଅସାନିକୁ ନେଇ ମାଲକାନଗିରି ପ୍ରଶାସନ ପକ୍ଷରୁ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ମାଲକାନଗିରି ଜିଲା ପ୍ରଭାବିତ…
ମାଲକାନଗିରି,୯।୫(ଡି.ଏନ.ଏ.): ରୋଜଗାର ଆଶାରେ ବାହାର ରାଜ୍ୟକୁ ଯାଇ ଦୀର୍ଘ ୨୦ ବର୍ଷ ହେଲା ନିଖୋଜ ଥିଲେ। ତାଙ୍କ ଫେରିବା ବାଟକୁ ଚାହିଁ ମାଆବାପାଙ୍କ ଆଖିରୁ ଲୁହ ଶୁଖୁ ନ…
ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ। ମାଆ…
ମାଲକାନଗିରି,୮।୫ (ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ପଞ୍ଚାୟତ ଝରିଆଗୁଡ଼ା ଗ୍ରାମରେ ରହନ୍ତି ତୁଳସୀ ସିରଗାମଙ୍କ ପରିବାର। ସ୍ବାମୀ ସନ୍ନ୍ୟାସୀ ସିରଗାମଙ୍କର ଯକ୍ଷ୍ମାରେ ପରଲୋକ ପରେ…
ମାଲକାନଗିରି,୮।୫(ଡି.ଏନ୍.ଏ.): କଂଗ୍ରେସ ଶାସନାଧୀନ ଛତିଶଗଡ଼ର ମନ୍ତ୍ରୀ କବାସି ଲକ୍ଷ୍ମାଙ୍କ ବିରୋଧରେ ମାଓବାଦୀମାନେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ପୁଞ୍ଜିପତିଙ୍କ ଇଙ୍ଗିତରେ ଚାଲିବା ସହ ଆଦିବାସୀଙ୍କ ସଂସ୍କୃତି ନଷ୍ଟକରି…
ଏମ୍ଭି-୭୯,୬।୫(ଡି.ଏନ୍.ଏ.): ମାଲାକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଏମ୍ଭି-୭୯ ଥାନା ସମ୍ମୁଖରେ ଗାଡ଼ି ଯାଞ୍ଚ ବେଳେ ଗଞ୍ଜେଇ ଜବତ ହୋଇଛି। ଏକ ବାଇକ୍(ଓଡି୩୩ଏଡି-୩୧୭୭)ରେ ୨ଜଣ ଯୁବକ ଏକ…
କୋରୁକୋଣ୍ଡା,୬।୫(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ସମେତ ଆଖପାଖ ପଞ୍ଚାୟତରେ କାଳବୈଶାଖୀରେ ଝଡ଼ତୋଫା ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜୋରରେ ପବନ ବହିବା ଯୋଗୁ ଅଞ୍ଚଳର ବିଭିନ୍ନ…
କୋରୁକୋଣ୍ଡା, ୫।୫(ଡି.ଏନ୍.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକଳ୍ପରେ…