ମାଲକାନଗିରି

ଗ୍ରାମବାସୀଙ୍କ ଦାବିକୁ ମାନିନେଲା କମ୍ପାନୀ

ମାଲକାନଗିରି,୧୩।୩ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଛତିଶଗଡ଼ ସୀମାନ୍ତକୁ ଲାଗିଥିବା ସାବେରୀ ନଦୀ ନିକଟବର୍ତ୍ତୀ କତାମାଟେରୁ ଗ୍ରାମରେ ବହୁଳ ପରିମାଣରେ ଚୂନପଥର ଗଚ୍ଛିତ ଥିବା ସର୍ଭେରୁ ଜଣାପଡିବା ପରେ…

3 years ago

ପୋଲିସ ଗୁଳିରେ ହାଡକୋର ମାଓବାଦୀ ନିହତ

ମାଲକାନଗିରି,୧୧ା୩(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ଗୁଳିବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ହେଉଛନ୍ତି ବିଜାପୁର ମାଓବାଦୀ ସଂଗଠନର…

3 years ago

ଅଧ୍ୟକ୍ଷ ପଦରେ ୯, କାଉନସିଲର ପାଇଁ ରହିଲେ ୫୫ ପ୍ରାର୍ଥୀ

ମାଲକାନଗିରି,୧୦ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ୨ତାରିଖରୁ ମାଲକାନଗିରି ପୌର ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗତ ୭ ତାରିଖ ପ୍ରାର୍ଥତ୍ପତ୍ର ଦାଖଲର…

3 years ago

ବିଦ୍ୟୁତ୍‌ ନାହିଁ, କ୍ରୀଡ଼ା ଛାତ୍ରାବାସ ଛାଡ଼ିଲେ ୨୫ ଛାତ୍ର

ମାଲକାନଗିରି,୧୦ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଷ୍ଟାଡିୟମ ପରିସରରେ ଥିବା କ୍ରୀଡ଼ା ଛାତ୍ରାବାସରେ ବିଦ୍ୟୁତ୍‌ ସମସ୍ୟା ଯୋଗୁ ୨୫ ଜଣ ଅନ୍ତେବାସୀ ବୁଧବାର ଛାତ୍ରାବାସ ଛାଡିଛନ୍ତି। ଟାଟା…

3 years ago

‘୨ଠ୨୪ ମଧ୍ୟରେ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କର’

ଭୁବନେଶ୍ୱର, ୯ା୩(ବ୍ୟୁରୋ): ମାଲକାନଗିରିଠାରେ ନୂଆ ବିମାନବନ୍ଦର ନିର୍ମାଣ କାର୍ଯ୍ୟ ଶେଷ କରି ୨ଠ୨୪ ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର…

3 years ago

ବଣ୍ଡାଘାଟିରେ ବିଏସ୍‌ଏଫ୍‌ ଆଇଜି

କୁଡୁମୁଲୁଗୁମ୍ମା,୬।୩(ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ଅଣ୍ଡ୍ରାହାଲ୍‌ ପଞ୍ଚାୟତକୁ ଶନିବାର ବିଏସ୍‌ଏଫ୍‌ ଆଇଜି ସତୀଶ ଚନ୍ଦ୍ର ବୁଡାକୋଟି ଗସ୍ତ କରିଛନ୍ତି। ଏହି ଅବସରରେ ସେଠାରେ ଆୟୋଜିତ ଏକ…

3 years ago

୨ ବର୍ଷ ହେଲା ମୃତଦେହ ସାଇତି ରଖିଛନ୍ତି

ମାଲକାନଗିରି,୪ା୩ (ଡ.ଏନ.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲାର କିରନଡୁଲ ଅଞ୍ଚଳରେ ନ୍ୟାୟ ପାଇଁ ବଦରୁ ମାଡବିଙ୍କ ମୃତଦେହକୁ ୨ବର୍ଷ ହେଲା ସାଇତି ରଖିଛନ୍ତି ଗ୍ରାମବାସୀ ଓ…

3 years ago

ନ୍ୟାୟ ପାଇଁ ୨ ବର୍ଷ ହେଲା ରଖିଛନ୍ତି ମୃତଦେହ

ମାଲକାନଗିରି,୩।୩(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲାର କିରନଡୁଲ ଅଞ୍ଚଳରେ ନ୍ୟାୟ ପାଇଁ ବଦରୁ ମାଡବିଙ୍କ ମୃତଦେହକୁ ୨ବର୍ଷ ହେଲା ସାଇତି ରଖିଛନ୍ତି ଗ୍ରାମବାସୀ ଓ ପରିବାର…

3 years ago

ପାଇପ୍‌ ଲାଇନ ଫାଟି ରାସ୍ତା ଜଳମଗ୍ନ

ମାଲକାନଗିରି,୩ା୩ (ଡି.ଏନ୍‌.ଏ.)  ମାଲକାନଗିରି ପୌର ପରିଷଦ ଅଞ୍ଚଳ ମୁଖ୍ୟ ରାସ୍ତାରୁ ଦୁର୍ଗାଗୁଡି ସାହିକୁ ଯାଇଥିବା ରାସ୍ତା ତଳେ ଏକ ପାନୀୟ ଜଳ ପାଇପ ଲାଇନ ଦୀର୍ଘ ୪ ମାସ…

3 years ago

ପଟ୍ଟା ନାହିଁ ତ ଭୋଟ ନାହିଁ, ଶପଥ ନେଲେ ଗ୍ରାମବାସୀ

ମାଲକାନଗିରି,୨୮ା୨(ଡି.ଏନ୍‌.ଏ.):  ମାଲକାନଗିରି ଜିଲା ସଦର ମହକୁମା ପୌର ପରିଷଦ ଅନ୍ତର୍ଗତ ଓ୍ବାର୍ଡ ନଂ-୩ରେ ରବିବାର ଶତାଧିକ ମହିଳା ଏକାଠି ହୋଇ ଭୋଟ ବର୍ଜନ କରିବାକୁ ଶପଥ ନେଇଛନ୍ତି। ଏହି…

3 years ago