ମାଲକାନଗିରି

ଯବାନଙ୍କ ଶିବିର ଉପରେ ମାଓବାଦୀ ଆକ୍ରମଣ

ମାଲକାନଗିରି, ୬ା୬(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡରରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ କରି ଇରାକବତୀ ସୁରକ୍ଷା ଶିବିର ଉପରକୁ ବିଜିଏଲ୍‌ ଲଞ୍ଚର ଓ ଗୁଳି ଚଳାଇ ଆକ୍ରମଣ କରିଛନ୍ତି। ସୂଚନାନୁସାରେ, ଛତିଶଗଡ ନାରାୟଣପୁର ଜିଲା କୋହକେମେଟା...

ଚିତ୍ରକୋଣ୍ଡାରେ କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା ବିଜୟୀ

ମାଲକାନଗିରି,୪ା୬: ମଙ୍ଗଳବାର ରାଜ୍ୟରେ ବିଧାନସଭା ଭୋଟ ଗଣତି ଜାରି ରହିଥିଲା ବେଳେ ଚିତ୍ରକୋଣ୍ଡାର ବିଜୟ ହାସଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା। ମୋଟ ୩୧ ରାଉଣ୍ଡ ଗଣତି ପରେ କଂଗ୍ରେସ ପ୍ରାର୍ଥୀ ୯୩୯୮ ଭୋଟରେ ନିକଟତମ ପ୍ରତିଦ୍ବନ୍ଦୀ ଭାଜପାର...

ମାଲକାନଗିରିରେ ଜିତିଲା ଭାଜପା

ମାଲକାନଗିରି,୪ା୬: ମାଲକାନଗିରି ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ନରସିଂହ ମାଡକାମୀ ବିଜୟ ହୋଇଛନ୍ତି। ନରସିଂହଙ୍କୁ ୭୭ ହଜାର ୭୬୩ ଖଣ୍ଡ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ କଂଗ୍ରେସର ମାଳା ମାଢିଙ୍କୁ ୬୩ ହଜାର ୨୯୮ ଖଣ୍ଡ ଭୋଟ...

ଚିତ୍ରକୋଣ୍ଡା ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଆଗରେ

ମାଲକାନଗିରି,୪ା୬: ମଙ୍ଗଳବାର ରାଜ୍ୟରେ ଜାରି ରହିଛି ଭୋଟ ଗଣତି। ଏହି କ୍ରମରେ ଚିତ୍ରକୋଣ୍ଡାବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଡମ୍ବରୁ ସିସା ୨୨ ରାଉଣ୍ଡ ସୁଦ୍ଧା ୩୮,୫୬୪ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା ୩୭,୬୪୯ ଖଣ୍ଡ...

ଡାକ୍ତରଙ୍କୁ ଅପହରଣ, ଘଟଣାସ୍ଥଳରୁ ମାଓବାଦୀଙ୍କ ଚିଠି

ମାଲକାନଗିରି,୨ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳାରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଓବାଦୀ ଶନିବାର ବିଳମ୍ବିତ ରାତିରେ ଅପହରଣ କରିନେଇଥିବା ଜଣାପଡ଼ିଛି। ଅପହୃତ ଡାକ୍ତରଙ୍କ ନାଁ ଅମ୍ଲାନ କୁମାର ଭୋଇ। ଏ ସମ୍ପର୍କରେ ମାଓବାଦୀମାନେ ସରକାରୀ କାର୍ଟରରେ ସିପିଆଇ ମାଓବାଦୀ ବୋଲି...

ପୁଣି ୧ କି.ମି. ଚାଲିଲେ ଗର୍ଭବତୀ

ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବହୁ ଯୋଜନା ପ୍ରଣୟନ ହେଉଥିବା ବେଳେ ଏହି ଯୋଜନାଗୁଡିକ ଶତ ପ୍ରତିଶତ ପୂରଣ ହେଉ ନ ଥିବା ଦେଖିବାକୁ ମିଳିଛି। ବିଶେଷ କରି ଜିଲାର ସବୁ ଗ୍ରାମ, ପଲ୍ଲୀମାନଙ୍କରେ ରାସ୍ତା ନିର୍ମାଣ ଯୋଜନା କେବଳ...

ଉଦ୍ଧାର ହେଲେ ଅସହାୟ ଭଉଣୀ, ଭାଇ

ମାଲକାନଗିରି,୨୪ା୫ (ଦୁ ର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ନିିଲିଗୁଡା ଗ୍ରାମର ଦୁଇଜଣ ଅସହାୟ ଭଉଣୀଭାଇଙ୍କୁ ଆଇନସେବା ପ୍ରାଧିକରଣ ପକ୍ଷରୁ ଉଦ୍ଧାର କରାଯାଇ ଶୁକ୍ରବାର ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି। ନିଲିଗୁଡା ଗ୍ରାମର ଜଣେ ଶିଶୁ କନ୍ୟା...

ପୋଲିସ-ମାଓବାଦୀ ଗୁଳି ବିନିମୟ: ୮ ମାଓବାଦୀ ନିପାତ

ମାଲକାନଗିରି,୨୩ା୫(ଦୁର୍ଯ୍ୟୋଧନ ପାତ୍ର)/ ରାଉରକେଲା, ୨୪ା୫(ସଙ୍ଗୀତା ଜେନା):ଛତିଶଗଡ଼ ନାରାୟଣପୁର-ବିଜାପୁର ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଆବୁଜମାଡ ଜଙ୍ଗଲରେ ଡିଆର୍‌ଜି, ଏସ୍‌ଟିଏଫ୍‌ର ପ୍ରାୟ ୮୦୦ରୁ ଊର୍ଦ୍ଧ୍ୱ ଯବାନ...

୧୨ ମାଓବାଦୀ ଗିରଫ

ମାଲକାନଗିରି,୨୨ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ଡିଆର୍‌ଜି ବାହିନୀ ଓ ୨୦୪, ୨୦୬, ୨୦୮ କୋବ୍ରା ବାହିନୀ ମିଳିତ ଭାବେ ଦୁଲେଡ, ବେଝେତୋଙ୍ଗ, ରାସାପଲ୍ଲୀ, ପିନାରନ୍ଦା, ଇରାପଲୀ, ମେଟାମୁଡେମ ଓ ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେଶନକରି ୧୦ଜଣ ମାଓବାଦୀଙ୍କୁ ଗିରଫ...

ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଏସ୍‌ସିଓ) ଦାଶରଥି ତ୍ରିପାଠୀଙ୍କ ପାଇଁ ପୁଣି ଅଡ଼ୁଆ ବଢ଼ିଛି। ଦାଶରଥିଙ୍କ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି। ଏ ସମ୍ପର୍କରେ ପୋଲିସ ଜାଣିପାରି ତୁରନ୍ତ ଗାଁରେ ପହଞ୍ଚି...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ହେଲେ ସରୋଜ ବାଘ(୨୨)। ସରୋଜ, ସ୍ତ୍ରୀ ସନ୍ତୋଷୀ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri