ମାଲକାନଗିରି

ଅଫିସ୍‌ରେ ହେଉଛି ପାଠପଢ଼ା

ପଡିଆ, ୩୧ା୭(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ କାଲଦାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି ୫୯ ଗ୍ରାମରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦୀର୍ଘ ବର୍ଷ ଧରି ସ୍କୁଲର ବିଭିନ୍ନ ଭିତ୍ତିଭୂମିର ବିକାଶ...

ଫିକା ପଡିଲା ମାଓବାଦୀଙ୍କ ଶହୀଦ ସପ୍ତାହ

ଚିତ୍ରକୋଣ୍ଡା,୨୯।୭(କ୍ଷୀରୋଦ ବେହେରା): ଚଳିତ ବର୍ଷ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ମାଓବାଦୀମାନେ ଶହୀଦ ସପ୍ତାହ ପାଳନ କରୁଛନ୍ତି। ପୋଲିସ ଗୁଳିରେ ପ୍ରାଣ ହରାଇଥିବା ମାଓବାଦୀମାନଙ୍କୁ ଶହୀଦର ଆଖ୍ୟାଦେଇ ଦୁର୍ଗମ ଅଞ୍ଚଳରେ ସ୍ମୃତିସ୍ତମ୍ଭ ନିର୍ମାଣକରି ସ୍ମୃତି ସଭାର ଆୟୋଜନ କରାଯାଏ।...

ମାଓବାଦୀଙ୍କ ଶହୀଦ ସପ୍ତାହ: ପ୍ରଥମ କରି ଜିଲାରେଗଡିଲା ସରକାରୀ ବସ୍‌

ମାଲକାନଗିରି,୨୮ା୭(ଦୁଯ୍ୟୋଧନ ପାତ୍ର): ପ୍ରତିବର୍ଷ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ମାଓବାଦୀମାନେ ଶହୀଦ ସପ୍ତାହ ପାଳନ କରି ଆସୁଛନ୍ତି। ଏଥିପାଇଁ ପୂର୍ବରୁ ମାଓବାଦୀମାନେ ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ଓ ବ୍ୟାନର ଲଗାଇଥାନ୍ତି। ହିଂସାକାଣ୍ଡ ଘଟାଇଥାନ୍ତି। ଏହାକୁ ଦୃଷ୍ଟିରେ...

ସୋର୍ଲୁକୋଣ୍ଡା ବ୍ୟାରେଜର ୨ ମୁଖ୍ୟ ଫାଟକ ଅଚଳ

ବାଲିମେଳା,୨୮ା୭(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ରହିଛି ପୋଟେରୁ ଜଳ ସେଚନ ପ୍ରକଳ୍ପର କାର୍ଯ୍ୟାଳୟ। ଜିଲାର ଚାଷୀଙ୍କୁ ପୋଟେରୁ ଜଳସେଚନ ବିଭାଗ ପକ୍ଷରୁ ସୋର୍ଲକୋଣ୍ଡା ଠାରେ ଥିବା ବ୍ୟାରେଜରୁ ତମସା ଓ ଗୋମ୍ଫାକୋଣ୍ଡା ଦୁଇଟି ମୁଖ୍ୟ କେନାଲ ଦ୍ୱାରା...

ଆଜିଠାରୁ ମାଓବାଦୀଙ୍କ ଶହୀଦ ସପ୍ତାହ

ମାଲକାନଗିରି,୨୮ା୭(ଦୁର୍ଯ୍ୟୋଧନ ପାତ୍ର): ଜୁଲାଇ ୨୮ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ ହେବାକୁ ଯାଉଥିବା ବେଳେ ଜିଲାରେ ଯେପରି ମାଓବାଦୀଙ୍କ ଦ୍ୱାରା କୌଣସି ଅଘଟଣ ନ ଘଟେ ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ଏସ୍‌ପି...

ପ୍ରବଳ ବର୍ଷା: ମୋଟୁ-ବିଜୟଓ୍ବାଡାକୁ ଯାତାୟାତ ବନ୍ଦ

ମାଲକାନଗିରି,୨୭ା୭(ଦୁର୍ଯ୍ୟୋଧନ ପାତ୍ର): ଲଘୁଚାପ ଯୋଗୁ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋଦାବାରୀ ନଦୀ ଧିରେ ଧିରେ ଫୁଲିବାରେ ଲାଗିଛି। ଓଡ଼ିଶାରେ ଦୀର୍ଘଦିନ ଧରି ବର୍ଷା ଲାଗି ରହିବାରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ରହିଛି। ପାହାଡ଼ି...

କରଡି ଲାଗି ପଦା ହେଉଛି ବାଉଁଶ ଜଙ୍ଗଲ

ବାଲିମେଳା,୨୭ା୭(ଶିବଦତ୍ତ ସାହୁ): ଦିନକୁ ଦିନ ବାଉଁଶ ଗଜା(କରଡି)ର ଚାହିଦା ସ୍ଥାନୀୟ ଅଞ୍ଚଳରେ ବଢୁଛି। ଲୋକେ ଏଥିରେ ବିଭିନ୍ନ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରି ଖାଉଥିବା ବେଳେ ଆଦିବାସୀମାନେ ଜଙ୍ଗଲରୁ ଏହାକୁ ସଂଗ୍ରହ କରି ବଜାରରେ ବିକ୍ରି କରି ବେସ ଦି...

ଲଗାଣ ବର୍ଷା: ବାଲିମେଳା ଡ୍ୟାମ୍‌ରେ ବଢୁନି ଜଳସ୍ତର

ଚିତ୍ରକୋଣ୍ଡା, ୨୭ା୭(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଚିତ୍ରକୋଣ୍ଡା ସ୍ପିଲ୍‌ବାଇସ୍ଥିତ ବାଲିମେଳା ଜଳଭଣ୍ଡାର ବା ବାଲିମେଳା ଡ୍ୟାମ୍‌ର ଜଳ ପତ୍ତନ ବର୍ଷା ହେଲେ ଧୀରେ ଧୀରେ ବଢ଼ିବାକୁ ଲାଗିଥାଏ। ମାତ୍ର ଜିଲାର ଅନ୍ୟ ସ୍ଥାନରେ ପ୍ରବଳ ବର୍ଷା ହେଉଥିବା...

ଜମି ଅଧିଗ୍ରହଣକୁ ୩ ବର୍ଷ ବିତିଲା, ହୋଇପାରିନି ସ୍ବାସ୍ଥ୍ୟକେନ୍ଦ୍ର ନୂତନ ଗୃହ

ଚିତ୍ରକୋଣ୍ଡା,୨୭ା୭(କ୍ଷୀରୋଦ ବେହେରା): ଆନ୍ଧ୍ର – ଓଡ଼ିଶା ସୀମାନ୍ତ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲ୍ଳକରେ ରହିଛି ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ। ଉକ୍ତ ଚିକିତ୍ସାଳୟ ଉପରେ ବ୍ଲକର ୧୮ଟି ପଞ୍ଚାୟତର ଲୋକେ ନିର୍ଭର କରନ୍ତି। ୧୯୬୨ରେ ବାଲିମେଳା ମାଟିବନ୍ଧ ଯୋଜନା...

ପ୍ରବଳ ବର୍ଷା: ମାଲକାନଗିରି ଜଳବନ୍ଦୀ

ମାଲକାନଗିରି,୨୭।୭ (ଦୁର୍ଯ୍ୟୋଧନ ପାତ୍ର)/ ପୋଟେରୁ(ସୌରଭ ମଣ୍ଡଳ)/କାଲିମେଳା/ଜୀବନ ଦାସ/କୁଡୁମୁଲୁଗୁମ୍ମା,(ସୁଜିତ ପଟ୍ଟନାୟକ)/ବାଲିମେଳା (ଶିବଦତ୍ତ ସାହୁ) କମାଲକାନଗିରି ଜିଲାରେ ମଙ୍ଗଳବାରଠାରୁ ପୁଣି ପ୍ରବଳ ବର୍ଷା ଆରମ୍ଭ ହୋଇଛି। ଫଳରେ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ୩୨୬ ନମ୍ବର ଜାତୀୟ ରାଜପଥ...

ଚିତ୍ରକୋଣ୍ଡା ବନଞ୍ଚାଳ ଦାରା ବଜ୍ରକାପ୍ତା ଉଦ୍ଧାର

ଚିତ୍ରକୋଣ୍ଡା,୨୫।୭(କ୍ଷିରୋଦ କୁମାର ବେହେରା) ମାଲକାନଗିରି ଜିଲା ବନଖଣ୍ଡ ଅଧିନସ୍ଥ ଚିତ୍ରକୋଣ୍ଡା ବନାଞ୍ଚଳ ଆନୁକୂଲ୍ୟରେ ବଜ୍ରକାପ୍ତା ଉଦ୍ଧାର କରାଯାଇଛି l ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ ଏବଂ ଚିତ୍ରକୋଣ୍ଡା ବନପାଳ ମୃତ୍ୟୁଞ୍ଜୟ ସେଠିଙ୍କ ଠାରୁ ମିଳିଥିବା ସୂଚନା ଅନୁଯାଇ ସୋମବାର...

ସ୍ବାଭିମାନ ଅଞ୍ଚଳରେ ଲଗାଣ ବର୍ଷାରେ ଅମୃତ ସରୋବର ହିଡ଼ ଭାଙ୍ଗିବା ଘଟଣା: ଜମି ମରାମତି ପାଇଁ ବ୍ଳକ ପ୍ରଶାସନ ତରଫରୁ ଚାରି ଲକ୍ଷ ଦିଆଯିବ

ଚିତ୍ରକୋଣ୍ଡା,୨୫।୭(କ୍ଷିରୋଦ କୁମାର ବେହେରା): ଆଦିବାସୀ ଅଧୁଷିତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ କଦଳୀବନ୍ଧା ଗାଁରେ ଚଳିତ ବର୍ଷ ଚିତ୍ରକୋଣ୍ଡା ବ୍ଳକ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟକ୍ରମ ମାଧ୍ୟମରେ ଅମୃତ ସରୋବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri