ମାଲକାନଗିରି

ପାଣ୍ଡିଆନଙ୍କ ଶଳା ପରିଚୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗ

ମାଲକାନଗିରି,୨୬ା୮: ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବା ବେଳେ ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହୋଇ ପରେ ଅନୁତାପ କରୁଛନ୍ତି।...

୨୭ରୁ ବସ୍‌ ଚଳାଚଳ ବନ୍ଦ

ମାଲକାନଗିରି,୨୫ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ଖବରଦାତା ସମ୍ମିଳନୀରେ ସେମାନଙ୍କ ବିଭିନ୍ନ ସମସ୍ୟା ନେଇ ଆସନ୍ତା ୨୭ ତାରିଖରୁ ଜିଲାର ସମସ୍ତ ଘରୋଇ ବସ୍‌ ଚଳାଚଳ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଡାକରା...

ଆତ୍ମସମର୍ପଣ କଲେ ନାବାଳକ ମାଓବାଦୀ, ଯାହାଙ୍କ ନାମରେ ଘୋଷିତ ହୋଇଥିଲା ୨ ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି,୨୧ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସ ନିକଟରେ ଛତିଶଗଡ଼ ସୁକ୍‌ମା ଜିଲାର ଜଣେ ୨ ଲକ୍ଷ ପୁରସ୍କାର ଘୋଷିତ ନାବାଳକ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ମାଲକାନଗିରି ଜିଲାକୁ ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା ଆସିଥିବା ବେଳେ ଏସ୍‌ପି...

ମାଲକାନଗିରିରେ ୧୨ ଘଣ୍ଟିଆ ବନ୍ଦ ପାଳନ

ମାଲକାନଗିରି,୧୬ା୮: ଶୁକ୍ରବାର ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ କରାଯାଇଛି। ମାଲକାନଗିରି ଜିଲା ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଚାଲିଥିବା ଅତ୍ୟାଚାର ବନ୍ଦ ଏବଂ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ ଏହି ବନ୍ଦ...

ମାଓବାଦୀଙ୍କ ବର୍ବରତା, ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟିପିଟି ମାରିଦେଲେ

ମାଲକାନଗିରି,୧୫।୮: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଏପରି ବର୍ବର କାଣ୍ଡ ଘଟାଇଛନ୍ତି ବୋଲି କୁହାଯାଉଛି। ଗତ ଦଶଦିନ ତଳେ...

ମାଓବାଦୀ ସାମଗ୍ରୀ ସହ ୩୮ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୧୩ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ଗରିଆବନ୍ଧ ଏବଂ ଧମତରି ପୋଲିସ ମଙ୍ଗଳବାର ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଓ ବିସ୍ଫୋରକ ସହ ୩୮ ଲକ୍ଷ ଟଙ୍କା ଜବତ କରିଛି। ଛତିଶଗଡ ଗରିଆବନ୍ଧ ଓ ଧମତରି ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ପକ୍ଷରୁ...

ଏନ୍‌କାଉଣ୍ଟରରେ ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି, ୧୧।୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ଦକ୍ଷିଣ ବସ୍ତରରେ ଯବାନଙ୍କ ତଲାସୀ ବେଳେ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଯବାନମାନେ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଛତିଶଗଡ଼...

ସ୍ଥିତି ସମୀକ୍ଷାକଲା ବିଜେଡି ପ୍ରତିନିଧି ଦଳ

ମାଲକାନଗିର/ଏମ୍‌ଭି ୭୯, ୯ା୮(ଦୁର୍ଯ୍ୟୋଧନ ପାତ୍ର/ଭିକି ବାରିକ):ପୋଲାଭରମ୍‌ ପ୍ରକଳ୍ପକୁ ନେଇ ଗ୍ରାଉଣ୍ଡ ଜିରୋରେ ବିଜେଡି ପ୍ରତିନିଧି ଦଳ ଗୁରୁବାର ପହଞ୍ଚତ୍ କ୍ଷୟକ୍ଷତି ହେବାକୁ ଥିବା ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳ ବୁଲି ସମୀକ୍ଷା କରିବା ସହ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ...

କୁମ୍ଭୀରକାନ୍ଦଣା କାନ୍ଦୁଛି ବିଜୁ ଜନତା ଦଳ

ମାଲକାନଗିରି,୯ା୮(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରିର ଭାଜପା ବିଧାୟକ ନରସିଂହ ମାଡକାମୀ ଗୁରୁବାର ବିଜେଡି ରାଜ୍ୟ କମିଟି ମୋଟୁ ଅଞ୍ଚଳ ଗସ୍ତକୁ ନେଇ ପ୍ରତିକ୍ରିୟାରେ କହିଛନ୍ତି, ପୋଲାଭରମ୍‌ ପ୍ରକଳ୍ପ ପାଇଁ ବିଜୁ ଜନତା ଦଳ କୁମ୍ଭୀରକାନ୍ଦଣା କାନ୍ଦୁଛି। କେମିତି ଜାଣିଲେ କେତେ କ୍ଷୟକ୍ଷତି ହେବ।...

ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୬ ମାଓବାଦୀ

ମାଲକାନଗିରି,୮।୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ଦାନ୍ତଓ୍ବୋଡାରେ ସରକାରଙ୍କ ଆତ୍ମସମର୍ପଣ ନୀତି ଏବଂ ଜିଲା ପୋଲିସ ଦ୍ବାରା କରାଯାଉଥିବା ଘରକୁ ଫେର (ଲୋନ ବାରାଟୁ) ଅଭିଯାନରେ ପ୍ରଭାବିତ ହୋଇ ଜଣେ ୧ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୬ଜଣ ଗୁରୁବାର ଆତ୍ମସମର୍ପଣ...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ସୁକ୍‌ମା ଜିଲାରେ ଚାଲିଥିବା ମାଓବାଦୀ ବିଲୋପ ଅଭିଯାନ ଅଧୀନରେ ଛତିଶଗଡ଼ ସରକାରଙ୍କ ମାଓବାଦୀ ବିଲୋପ ଏବଂ ପୁନର୍ବାସ ନୀତି ଏବଂ ସୁକ୍‌ମା ପୋଲିସ ଆଭ୍ୟନ୍ତରୀଣ ଅଞ୍ଚଳରେ ଶିବିର ପ୍ରତିଷ୍ଠା ଯୋଗୁ ୨ ମାଓବାଦୀ ପୋଲିସ ନିକଟରେ...

ତେଜିଲା ପୋଲାଭରମ୍‌ ରାଜନୀତି

ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶର ପୋଲାଭରମ୍‌ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ୍‌ ହେବାରେ ଲାଗିଛି। ଏହି ପ୍ରକଳ୍ପ ପାଇଁ ମାଲକାନଗିରି ଜିଲାର ୧୦୦ରୁ ଊର୍ଦ୍ଧ୍ୱ ଗଁା ଜଳମଗ୍ନ ହେବାର ଆଶଙ୍କା କରାଯାଉଛି। ଏହାକୁ ଦେଖି ବିଭିନ୍ନ ସଙ୍ଗଠନ ପକ୍ଷରୁ ପୋଲାଭରମ୍‌ ପ୍ରକଳ୍ପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri