ମାଲକାନଗିରି

ଦୀର୍ଘ ସ୍ଥାୟିତ୍ୱ ଉପରେ ରହୁ ଗୁରୁତ୍ୱ

ମାଲକାନଗିରି,୬ା୨(ଡି.ଏନ୍‌.ଏ.):ମାଲକାନଗିରି ଜିଲା ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିରେ ସର୍ବଦା ରହିଛି। ଜିଲାର ଉନ୍ନତି ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ତେବେ ଜିଲାରେ ପାନୀୟ ଜଳ ସମସ୍ୟା ଦୂର କରିବାକୁ ଗତମାସରେ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲାର କାଲିମେଳା ବ୍ଲକରେ ୨ଟି, ମାଲକାନଗିରି, ମାଥିଲି...

ରାତି ୧୨ ପରେ ଆପେ ଆପେ ଚାଲୁଛି ମୋଟରସାଇକେଲ: ରହସ୍ୟମୟୀ ଘଟଣାର ଭିଡିଓ ସିସିଟିଭିରେ କଏଦ

ଚିତ୍ରକୋଣ୍ଡା,୫।୨(ଡି.ଏନ୍‌.ଏ): ରାତି ପ୍ରାୟ ୧୨ଟା ପରେ ମୋଟରସାଇକେଲ ଆପେ ଆପେ ଚାଲୁଚି। ବିନା ଚାଳକରେ ମୋଟରସାଇକେଲଟି ଚାଲିବା ଯେତିକି ରହସ୍ୟମୟ, ସେତିକି ଆଶ୍ଚର୍ଯ୍ୟଜନକ। ଏଭଳି ଏକ ଅଦ୍ଭୁତ ଘଟଣା ଚିତ୍ରକୋଣ୍ଡା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଚିତ୍ରକୋଣ୍ଡା ସଦର ମହକୁମାସ୍ଥିତ...

ଖାଲରେ ପଡ଼ି ଦୁଇ ଶିଶୁକନ୍ୟା ମୃତ

ଚିତ୍ରକୋଣ୍ଡା,୨ା୨(ଡି.ଏନ୍‌.ଏ.): ଖାଲକୁ ଖସି ଗୁରୁବାର ଦୁଇ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏନେଇ ଚିତ୍ରକୋଣ୍ଡା ଉପଖଣ୍ଡ ମେଡିକାଲ ଡାକ୍ତର ଘୋଷଣା କରିଛନ୍ତି। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ଢେପ ସାହିରେ ଏପରି ଦୁଃଖଦାୟକ ଘଟଣା ଦେଖିବାକୁ ମିଳିଛି। ସୁଭଦ୍ରା କମାର(୪)...

ଚାକିରିରୁ ଅବସର ନେବା ପରେ ଶରୀର ଦାନ କଲେ ଶିକ୍ଷକ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.): ଚାକିରିରୁ ଅବସର ନେବା ଦିନ ରକ୍ତଦାନ ସହ ନିଜ ଶରୀର ଦାନ କରିଛନ୍ତି ଜଣେ ଶିକ୍ଷକ। ଶିକ୍ଷକଙ୍କ ଏପରି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଏହା ସମାଜ ପାଇଁ ଏକ ଅନନ୍ୟ ଉଦାହରଣ ବୋଲି ଚର୍ଚ୍ଚା ହେଉଛି। ପିଲାଟି...

ଖୋଲିଲା ଗାଡ଼ି ପାର୍କିଂ ଗେଟ୍‌ରୁ ତାଲା

ମାଲକାନଗିରି, ୩୧ା୧(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାର ସୁଭାଷ ବୋଷ ଛକ ନିକଟରେ ପୌର ପରିଷଦ ପକ୍ଷରୁ ଜନସାଧାରଣଙ୍କ ସୁବିଧା ପାଇଁ ଗାଡ଼ି ପାର୍କିଂ ଲାଗି ବ୍ୟବସ୍ଥା କରାଯାଇଥିଲା। ଏହାର ନିର୍ମାଣ କାର୍ଯ୍ୟ ସରିବା ସହ ଉଦ୍‌ଘାଟନ ମଧ୍ୟ ହୋଇସାରିଥିଲା।...

କାର୍ଯ୍ୟକ୍ଷମ ହୋଇପାରୁନି ନବନିର୍ମିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ

ମାଲକାନଗିରି, ୩୦ା୧(ଡି.ଏନ.ଏ.):ସରକାର ଜନସାଧାରଣଙ୍କ ସୁବିଧା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି। ସେମାନଙ୍କ ସୁବିଧା ପାଇଁ ବହୁ ଅର୍ଥ ବ୍ୟୟ କରି ବିଭିନ୍ନ କାର୍ଯ୍ୟାଳୟ ନିର୍ମାଣ କରୁଛନ୍ତି। ମାତ୍ର ଅନେକ କାର୍ଯ୍ୟାଳୟ ନିର୍ମାଣ ହେଉଥିଲେ ସୁଦ୍ଧା ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ...

ଜାତୀୟ ପତାକାକୁ ଅସମ୍ମାନ, ଅପରାହ୍ନ ଯାଏ ତଳେ…

ମାଲକାନଗିରି,୨୬।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପାଙ୍ଗାମ ସରକାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି । ସ୍କୁଲରେ ଜାତୀୟ ପତାକା ଉତ୍ତୋଳନ ପରେ ପତାକାଟି ତଳକୁ ଖସି ଆସିଥିଲା । ତେବେ ଦାୟିତ୍ୱହୀନତା ଯୋଗୁ ଏଭଳି ଘଟିଥିବା ସାଧାରଣରେ...

ସ୍ବାଭିମାନ ଅଞ୍ଚଳରେ ଗଣତନ୍ତ୍ର ଦିବସ ପାଳନ କଲେ ପୋଲିସ ଉଚ୍ଚ ପଦାଧିକାରୀ

ମାଲକାନଗିରି,୨୬।୧(ଡି.ଏନ.ଏ.): ମାଲାକନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଜଡାମ୍ବ ଥାନାରେ ପୋଲିସ ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ରହି ଗୁରୁବାର ୭୪ତମ ଗଣତନ୍ତ୍ର ଦିବସ ପାଳନ କରିଛନ୍ତି। ଏଥିସହ ୨୦୨୦ ଜାନୁୟାରୀ ୨୫ରେ ଏହି ଅଞ୍ଚଳବାସୀ ମାଓ କବଳରୁ ମୁକ୍ତ...

ଆତ୍ମସମର୍ପଣ କଲେ ୩ ହାଡକୋର ମାଓବାଦୀ

ମାଲକାନଗିରି,୨୬।୧(ଡି.ଏନ.ଏ.): ମାଲକାନଗିରି ମୁଖ୍ୟ ପୋଲିସ କାର୍ଯ୍ୟାଳୟ ପରିସରରେ ତିନିଜଣ ହାଡକୋର ମାଓବାଦୀ ଗୁରୁବାର ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ଗୁଇନ୍ଦା ନିର୍ଦେଶକ ସଞ୍ଜୀବ କୁମାର ପଣ୍ଡା, ଅତିରିକ୍ତ ନିର୍ଦେଶକ ଅପରେଶନ ଅମିତାଭ ଠାକୁର, ଡିଆଇଜି ସ୍ବତନ୍ତ୍ର ଗୁଇନ୍ଦା ସଂସ୍ଥା ଅନିରଧ...

ମାଲକାନଗିରି ପୋଲିସକୁ ବଡ ସଫଳତା: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି,୨୬।୧(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଛତିଶଗଡ ସୀମାକୁ ଲାଗିଥିବା ତୁଳସୀ ପାହାଡ ନିକଟ ଜଙ୍ଗଲ ଅଞ୍ଚଳରେ ବିଭିନ୍ନ ସ୍ଥାନରୁ ମାଲକାନଗିରି ପୋଲସ ଓ ଏସ୍‌ଓଜି ବାହିନୀ ଦ୍ୱାରା ବିପୁଳ ପିରମାଣର ମାଓ ସାମଗ୍ରୀ ଜବତ ହୋଇଛି। ଗୁରୁବାର ଏକ...

ସ୍ବାଭିମାନ ଅଞ୍ଚଳରେ ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଯୋଡ଼ାଆମ୍ବ ଥାନାରେ ପତାକା ଉତ୍ତୋଳନ କରିଛନ୍ତି ୪ ବରିଷ୍ଠ ପୋଲିସ ଅଧିକାରୀ। ଏହି ପୋଲିସ ଅଧିକାରୀ ହେଲେ ଇଣ୍ଟେଲିଜେଣ୍ଟ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା,ଏଡିଜି ଅପରେଶନ ଅମିତାଭ ଠାକୁର,...

ମାଓବାଦୀଙ୍କ କବଳରୁ ମୁକ୍ତ ହୋଇ ବିଜୟ ଉତ୍ସବ ପାଳିଲେ ସ୍ବାଭିମାନ ଅଞ୍ଚଳବାସୀ

ଚିତ୍ରକୋଣ୍ଡା,୨୫ା୧(ଡି.ଏନ୍‌.ଏ.): ଆସନ୍ତାକାଲି ପାଳନ ହେବ ୭୪ତମ ସାଧାରଣତନ୍ତ୍ର ଦିବସ। ଏହାର ଗୋଟିଏ ଦିନ ପୂର୍ବରୁ ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପାଳିତ ହୋଇଛି ବିଜୟ ଉତ୍ସବ। ୨୦୨୦ରେ ସ୍ବାଭିମାନ ଅଞ୍ଚଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri